କରୋନା ଭୟ: ଗଁ।ର ପ୍ରବେଶ ପଥ ବନ୍ଦ

ନାଉଗଁ।, ୨୯।୩ (ସ୍ବ.ପ୍ର.)- ରାଜ୍ୟରେ ୩ୟ କରୋନା ପଜିଟିଭି ଚିହ୍ନଟ ପରେ ନାଉଗଁ। ବ୍ଲକ ଅଞ୍ଚଳବାସୀ ଆତଙ୍କିତ ଅବସ୍ଥାରେ ରହିଛନ୍ତି। ନିଜ ଗଁ।କୁ କରୋନା ମହାମାରୀରୁ ରକ୍ଷା କରିବା ପାଇଁ କେତେକ ଗ୍ରାମର ପ୍ରବେଶ ପଥକୁ ବାଉଁଶ ଓ ଦଉଡି ସାହାଯ୍ୟରେ ବନ୍ଦ କରାଯାଇଥିବା ଦେଖିବାକୁ ମିଳିଛି। ବ୍ଲକ ଅଧୀନ ତିରୁଣା ପଞ୍ଚାୟତର ତିରୁଣା ଗ୍ରାମସ୍ଥିତ ଇନ୍ଦିରା ସ୍ମାରକୀ ଯୁବକ ସଂଘ, ଦହିପାଳର ଉଦ୍ୟମୀ ଯୁବକ, ଜାମୁଗଁ। ପଞ୍ଚାୟତ ନନ୍ଦିଗ୍ରାମର ନନ୍ଦକିଶୋର ୟୁଥ୍‌ କ୍ଳବ ସମେତ ଗ୍ରାମବାସୀ, ଘୋଡାଂଶ ଯୁବକ ସଂଘ, ବେଣାପଡା ଯୁବକ ସଂଘ ପକ୍ଷରୁ ନିଜ ନିଜ ଗ୍ରାମର ପ୍ରବେଶ ପଥକୁ ବନ୍ଦ କରିଦିଆଯାଇଛି। ସେହିପରି କରୋନା ଭୂତାଣୁଠାରୁ କିପରି ଦୂରେଇ ରହିବେ ସେ ନେଇ ଅନେକ ଯୁବକ ସଂଘ ପକ୍ଷରୁ ସଚେତନତା ସୃଷ୍ଟି କରାଯାଉଛି।


All Right Reserved By Dharitri.Com

ପିଇଲା ପାଏନ୍‌ ଲାଗି ଦହଗଁଜ୍‌ ଚନାମୁଣ୍ଡାବାସୀ

ପର୍ଲା, ୧୩।୧୨(ଡି.ଏନ.ଏ.)- ଖାସ୍‌କରି ଖରାଦିନେ ଲୋକ୍‌ ପାଏନ୍‌ ଲାଗି ଗୁଲ୍‌ଗୁଲା ହେବାର ଦେଖ୍‌ବାକେ ମିଲ୍‌ସି। ହେଲେ ଆଏଜ୍‌ ବି ଏନ୍‌ତା କେତେ ଗଁା ଅଛେ ଯେନ୍‌ଠାନେ...

ଲାଞ୍ଚ ନେଇ ଜିଲା ଶ୍ରମ ଅଧିକାରୀ ଗିରଫ: ଟଙ୍କା ନଷ୍ଟ କରି ନ ପାରି ଭିଜିଲାନ୍ସ ଅଧିକାରୀଙ୍କୁ କାମୁଡ଼ିଲେ

ଫୁଲବାଣୀ ଅଫିସ, ୮ା୧୧-କନ୍ଧମାଳ ଜିଲା ଶ୍ରମ ଅଧିକାରୀ ଗୁରୁବାର ୧୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଗିରଫରୁ ବର୍ତ୍ତିବା ପାଇଁ...

ଅର୍ଥାଭାବ: ନିଜ ରାଜ୍ୟକୁ ଫେରିପାରୁନାହାନ୍ତି ୫ ପରିବାର

କୋରୁକୋଣ୍ଡା, ୨୨ା୫(ଡି.ଏନ୍‌.ଏ.)-ମହାରାଷ୍ଟ୍ର ଓ ମଧ୍ୟପ୍ରଦେଶର ୫ଟି ପରିବାରର ପ୍ରାୟ ୨୫ ଜଣ ମାଲକାନଗିରି ଜିଲା ବାଲିମେଳା ଏନ୍‌ଏସି ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖ ପଡ଼ିଆରେ ଗତ ୫ମାସ ତଳେ...

ମଦ୍ୟପ ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀ ମୃତ

ତାଳଚେର,୧୦।୯(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ଅନ୍ତର୍ଗତ ବଲଣ୍ଡା ଗୁରୁଦ୍ୱାର ଅଞ୍ଚଳରେ ଏକ ଅଭାନୀୟ ଘଟଣା ଘଟିଛି। ଜଣେ ମଦ୍ୟପ ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିବା...

ବାଦାମବାଡ଼ି-ଲିଙ୍କ୍‌ରୋଡ୍‌କୁ ଘୁଞ୍ଚିବ ଛତ୍ରବଜାର

କଟକ ଅଫିସ,୨୭ା୩: ପ୍ରଶାସନର ନାନା କଟକଣା ସତ୍ତ୍ବେ ଛତ୍ରବଜାରରେ ଲୋକଙ୍କ ଭିଡ଼ କମୁନାହିଁ। ବୁଧବାର ଗ୍ରାହକ ଓ ଦୋକାନୀଙ୍କ ପାଇଁ ଚିହ୍ନ ଦିଆଯାଇଥିଲା। ହେଲେ ଗୁରୁବାର...

କେନ୍ଦୁଝର ଜେଲରେ କଏଦୀଙ୍କ ମୃତ୍ୟୁ

କେନ୍ଦୁଝର,୨୧।୮(ସ୍ବ.ପ୍ର.): କେନ୍ଦୁଝର ଜେଲରେ ସଜା କାଟୁଥିବା ଜଣେ କଏଦୀଙ୍କର ବୁଧବାର ପୂର୍ବାହ୍ନରେ ମୃତ୍ୟୁ ଘଟିଛି। ସେ ହେଲେ ବଡ଼ବିଲ ଥାନା ହିସାବୁରୁ ଗ୍ରାମର ବିପିନ ନାୟକ।...

ଯୁବକଙ୍କୁ ନିର୍ମମ ହତ୍ୟା

ଢେଙ୍କାନାଳ ଅଫିସ, ୨୦।୨ – ଢେଙ୍କାନାଳ ସହରସ୍ଥିତ ଦୋଳମଣ୍ଡପ ସାହି ନିକଟରେ ବୁଧବାର ସନ୍ଧ୍ୟା ପ୍ରାୟ ୭ଟାରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି।...

ପ୍ରଫେସର ସୁନୀଲ ଷଡ଼ଙ୍ଗୀ ପାଇବେ ବିଶ୍ୱେଶ୍ୱରାୟା ସମ୍ମାନ

କଟକ ଅଫିସ, ୧୨।୯: ଏନ୍‌ଆଇଟି ରାଉରକେଲାର ପ୍ରାକ୍ତନ ନିର୍ଦ୍ଦେଶକ ତଥା ଖାତନାମା ଇଞ୍ଜିନିୟର ପ୍ରଫେସର ସୁନୀଲ କୁମାର ଷଡଙ୍ଗୀ ଚଳିତବର୍ଷର ଜାତୀୟସ୍ତରୀୟ ମର୍ଯ୍ୟାଦାଜନକ ବିଶ୍ୱେଶ୍ୱରାୟା ସମ୍ମାନ...

Leave a comment

Your email address will not be published. Required fields are marked *