Posted inଜାତୀୟ

ମାନବିକତାର ବଳିଷ୍ଠ ଉଦାହରଣ: ୪୫ ଏଚ୍‌ଆଇଭି ପିଲାଙ୍କୁ ପୋଷ୍ୟ ଭାବେ ଗ୍ରହଣ କଲେ ସୋଲୋମନ

ଚେନ୍ନାଇ,୧୦।୬: ତାମିଲନାଡୁର ଚେନ୍ନାଇରେ ରହୁଥିବା ସୋଲୋମନ ରାଜ ନାମକ ଜଣେ ବ୍ୟକ୍ତି ଏବେ ମାନବିକତାର ଏକ ବଳିଷ୍ଠ ଉଦାହରଣ ପାଲଟି ଯାଇଛନ୍ତି। ୪୫ ଜଣ ଏଚ୍‌ଆଇଭି ଆକ୍ରାନ୍ତ ପିଲାଙ୍କୁ ସୋଲୋମନ ଏବେ ପୋଷ୍ୟଭାବେ ଗ୍ରହଣ କରିଛନ୍ତି। ଏହି ପିଲାମାନଙ୍କୁ ସେମାନଙ୍କ ଘର ଲୋକ ଗ୍ରହଣ ନ କରିବା ପରେ ସୋଲୋମନ ଏମାନଙ୍କର ‘ଆପ୍ପା’ ହୋଇ ନିଜେ ଗର୍ବିତ ବୋଲି କହିଛନ୍ତି। ପିଲାମାନଙ୍କର ସମସ୍ତ ଆବଶ୍ୟତାକୁ ସେ ପୂରଣ କରିବେ ବୋଲି କହିଛନ୍ତି। ଏହା ମୋ ପାଇଁ ଏକ ବଡ ଦାୟିତ୍ୱ ବୋଲି ସେ ମତ ରଖିଛନ୍ତି।


All Right Reserved By Dharitri.Com

କନ୍ୟା ଖୋଜିବା ପାଇଁ ପୋଲିସ ଚାକିରି ଛାଡିଦେଲେ

ହାଇଦ୍ରାବାଦ,୧୨।୯: ହାଇଦ୍ରାବାଦ୍‌ର ଚାର୍‌ମିନାର୍‌ରେ ଜଣେ ପୋଲିସ୍‌ କନଷ୍ଟେବଳ ନିଜ ପାଇଁ କନ୍ୟା ଖୋଜିବା ପାଇଁ ପୋଲିସ ଚାକିରି ଛାଡିଦେଇଛନ୍ତି। କନଷ୍ଟେବଳ ଚାକିରି ଯୋଗୁ ତାଙ୍କୁ ଝିଅ...

ବିହାର ବିଧାନସଭା ନିର୍ବାଚନ: ଭାଜପା, ଜେଡିୟୁକୁ ଦେଇପାରେ ଆସନ ବୁଝାମଣାର ନୂଆ ଫର୍ମୁଲା

ପାଟନା,୧୬।୧: ବିହାର ବିଧାନସଭା ନିର୍ବାଚନରେ ଲୋକ ସଭାର ଫର୍ମୁଲା ଲାଗୁହୋଇପାରେ ବୋଲି ଶୁଣିବାକୁ ମିଳିଛି। ଆଲୋଚନା ହେଉଛି କି ଏହି ନିର୍ବାଚନ ପାଇଁ ଭାରତୀୟ ଜନତା...

ରାଗିଛନ୍ତି କି ସଞ୍ଜୟ!

ମୁମ୍ବାଇ,୩୧।୧୨: ମହାରାଷ୍ଟ୍ର ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ସୋମବାର କରାଯାଇଛି। ଏଠାରେ ମେଣ୍ଟ ସରକାର ହୋଇଥିବାରୁ ପ୍ରାୟ ସବୁ ଦଳର ସଦସ୍ୟଙ୍କୁ କ୍ୟାବିନେଟରେ ସାମିଲ କରାଯାଇଛି। ଏଥିରେ ଏନ୍‌ସିପି...

ସୁଷମାଙ୍କ ଅନ୍ତିମ ଯାତ୍ରା ଆରମ୍ଭ, ରାଜନାଥ-ନଡ୍ଡା ଦେଲେ କାନ୍ଧ

ନୂଆଦିଲ୍ଲୀ, ୭।୮: ଭାଜପାର ବରିଷ୍ଠ ନେତ୍ରୀ ସୁଷମା ସ୍ବରାଜଙ୍କର ପରଲୋକ ହୋଇଯାଇଛି। ତାଙ୍କ ମୃତ୍ୟୁରେ ଚାରିଆଡେ ଶୋକର ଛାୟା ଖେଳିଯାଇଛି। ଭାଜପା କାର୍ଯ୍ୟାଳୟରୁ ତାଙ୍କ ମୃତ୍ୟୁ...

ମା’ଙ୍କୁ ସ୍ବଦେଶ ଫେରାଇ ଆଣିବା ପାଇଁ ସୁଷମାଙ୍କୁ ଗୁହାରି କଲେ ଝିଅ

ହାଇଦ୍ରାବାଦ,୩୦।୪: ହାଇଦ୍ରାବାଦରେ ସାହିଦା ବେଗମଙ୍କ ଝିଅ ସୈୟଦା ଫାତିମା ନିଜ ମା’ଙ୍କୁ  ସୁରକ୍ଷିତ ଭାବେ ସ୍ବଦେଶ ଫେରାଇ ଆଣିବା ପାଇଁ ବିଦେଶ ମନ୍ତ୍ରୀ ସୁଷମା ସ୍ବରାଜଙ୍କୁ...

ରାଜ୍ୟପାଳଙ୍କ ନିର୍ଦ୍ଦେଶକୁ ବାଚସ୍ପତିଙ୍କ ଅବଜ୍ଞା, ବିଧାନସଭା ଦିନକ ପାଇଁ ସ୍ଥଗିତ: ଆସ୍ଥାଭୋଟ କରାଇଦେଲେନି

ବେଙ୍ଗାଲୁରୁ,୧୮ା୭(ପି.ଟି./ଆଇଏଏନ୍‌ଏସ୍‌): ଘଡ଼ିକେ ଘୋଡ଼ା ଛୁଟୁଛି। କର୍ନାଟକ ରାଜନୀତିର ପାଣି କେତେବେଳେ କେଉଁ ଆଡ଼କୁ ବହିବ କିଛି କହି ହେଉନାହିଁ। ୧୬ ବିଦ୍ରୋହୀ ବିଧାୟକଙ୍କ ଇସ୍ତଫା ପରେ...

ରାଶନ ଦୋକାନରେ ଶସ୍ତାରେ ମିଳିବ ପିଆଜ

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀରେ ପିଆଜ ଦର ଏବେ ଆକାଶ ଛୁଆଁ ହୋଇଛି। ତେବେ କଳାବଜାରିକୁ ରୋକିବା ପାଇଁ କେନ୍ଦ୍ର ସରକାର ଦିଲ୍ଲୀର ରାଶନ ଦୋକାନରେ ଶାସ୍ତା...

ସୁନା ଛୁଇଁବା ହେବ ସାତ ସପନ: ମାର୍ଚ୍ଚ-ଏପ୍ରିଲ୍‌ରେ ଟପିବ ୪୫ ହଜାର; ଡିସେମ୍ବରରେ ୫୦ ହଜାର !

ନୂଆଦିଲ୍ଲୀ,୨୦।୨: ଆଗକୁ ସୁନା ଛୁଇଁବା ସାତ ସପନ ପରି ହେବାକୁ ଯାଉଛି। ମାର୍ଚ୍ଚ-ଏପ୍ରିଲ୍‌ରେ ସୁନା ୧୦ ଗ୍ରାମ ପିଛା ଦାମ ୪୫ ହଜାର ଟଙ୍କା ଟପିବାର...

Leave a comment

Your email address will not be published. Required fields are marked *