ଲକ୍ଷ୍ନୌ ଆଗରେ ୨୧୧ ଟାର୍ଗେଟ

ମୁମ୍ବାଇ,୩୧।୩: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ଗୁରୁବାର ସପ୍ତମ ମ୍ୟାଚରେ ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଚେନ୍ନାଇ ସୁପର କିଙ୍ଗ୍ସ ବ୍ୟାଟିଂ କରିବାକୁ ଆସି ନିର୍ଦ୍ଧାରିତ ୨୦ ଓଭରରେ ୭ ଉଇକେଟ ହରାଇ ୨୧୦ ରନ୍‌ କରିଛି। ଫଳରେ ଲକ୍ଷ୍ନୌ ଆଗରେ ବିଜୟ ପାଇ ୨୧୧ ରନ୍‌ର ଟାଗେର୍ଟ ରଖିଛି ଚେନ୍ନାଇ।

ଚେନ୍ନାଇର ଦୁଇ ଓପନର୍‌ ରବିନ ଉତ୍‌ଥପା ଏବଂ ରୁତୁରାଜ ଗାଇକୱାଡ ବ୍ୟାଟିଂ କରିବାକୁ ଆସି ଭଲ ଷ୍ଟାଟ ଦେଇଥିଲେ। ହେଲେ ରୁତୁରାଜ ୧ ରନ୍‌ କରି ରନ୍‌ ଆଉଟ ହୋଇଯାଇଥିଲେ। ପରେ ଦଳକୁ ସମ୍ଭାଳି ଥିଲେ ରବିନ ଉତ୍‌ଥପା। ସେ ୨୭ଟି ବ୍‌ଲରେ ୫୦ ରନ୍‌(୮ ଚଉକା ଏବଂ ୧ ଛକା) କରି ରବି ବିଷ୍ଣୁଙ୍କ ବଲ୍‌ରେ ଆଉଟ ହୋଇଥିଲେ। ସେହିପରି ମୋଇନ ଅଲି ମଧ୍ୟ ୩୫ ରନ୍‌ କରି ଆଉଟ ହୋଇଯାଇଥିଲେ। ହେଲେ ଯୁବ ଖେଳାଳି ଶିବମ ଦୁବେ ଏବଂ ଅମ୍ବାତି ରାୟଡୁ ଧର୍ଯ୍ୟର ସହ ବ୍ୟାଟିଂ କରିଥିଲେ। ଅମ୍ବାତି ରାୟଡୁ ୨୦ ବଲ୍‌ରେ ୨୭ ରନ୍‌ କରିଥିବା ବେଳେ ଶିବମ ଦୁବେ ୩୦ ବଲ୍‌ରେ ୪୯ ରନ୍‌ର ଗୁରୁତ୍ୱପୂର୍ଣ୍ଣ ଇନିଂସ୍‌ ଖେଳିଥିଲେ। ଅଧିନାୟକ ରବିନ୍ଦ୍ର ଜାଡେଜା ୧୭ ରନ୍‌ କରିଥିବା ବେଳେ ଏମ୍‌.ଏସ୍‌. ଧୋନି ୬ଟି ବଲ୍‌ରେ ୧୬ ରନ୍‌ (୨ଟି ଚଉକା ଏବଂ ଗୋଟିଏ ଛକା) କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ପ୍ରସ୍ତାବ ଦେବା ବାହାନାରେ ବର୍ବରତାର ସୀମା ପାର୍, ପ୍ରେମିକଙ୍କୁ ବାନ୍ଧି ନିଆଁ ଲଗାଇଦେଲେ ପ୍ରେମିକା

ବେଙ୍ଗାଲୁରୁ୨୧।୪: ପ୍ରେମ ସମ୍ପର୍କ ସହିତ ଜଡିତ ଏକ ପ୍ରକୃତ ଭୟଙ୍କର ଏବଂ ହୃଦୟ ବିଦାରକ ଘଟଣା ବେଙ୍ଗାଲୁରୁରୁ ସାମ୍ନାକୁ ଆସିଛି। ଏହି ଘଟଣାରେ ଜଣେ ଯୁବତୀ ପ୍ରେମକୁ…

ଅମିନ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଠକେଇ: ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ, ଅଭିଯୁକ୍ତ…

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ ଏବଂ ପରବର୍ତ୍ତୀ ସମୟରେ ଅର୍ଥ ଫେରସ୍ତ ମାଗିବାରୁ ହତ୍ୟା ଉଦ୍ୟମ ଭଳି ଏକ…

ମଧ୍ୟାହ୍ନ ଭୋଜନରେ ବିଦ୍ୟାର୍ଥୀଙ୍କୁ ପରସା ଗଲା ଶୁଖିଲା ଭାତ-ଲୁଣ; ଶିକ୍ଷା ବିଭାଗର କଠୋର କାର୍ଯ୍ୟାନୁଷ୍ଠାନ, ଶିକ୍ଷକ…

ତୁମୁଡିବନ୍ଧ,୨୧।୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟରେ ଅଭାବନୀୟ ଘଟଣା ଏବେ ସାମ୍ନାକୁ ଆସିଛି। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ କେବଳ…

ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିଲେ ଦମ୍ପତି, ବାଇକ ଧକ୍କାରେ ଚାଲିଗଲା ଜୀବନ

ଆନନ୍ଦପୁର,୨୧।୪(ସୁଶାନ୍ତ କୁମାର ସାହୁ ): ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିବା ବେଳେ ବାଟରେ ଭୟଙ୍କର ଦୁର୍ଘଟଣା । ସ୍ବାମୀ, ସ୍ତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ…

୫ ବର୍ଷ ତଳେ ହୋଇଥିଲା ବିବାହ, ଭଡ଼ା ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର; ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ…

କୋକସରା,୨୧।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ଗ୍ରାମର ଏକ ଭଡ଼ା ଘରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ…

ଏମିତି ରାଗ ଯେ ଛାତ୍ରଙ୍କୁ ବିଛୁଆତିରେ ମାଡ଼ ମାରି ପ୍ୟାଣ୍ଟରେ ପୁରାଇ ଦେଇଥିଲେ, ଚାକିରିରୁ ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ 

କଳିଙ୍ଗନଗର,୨୧।୪(ଶୁଭାଶିଷ ରାଉତ): ଶିକ୍ଷାର ମନ୍ଦିରରେ ଗୁରୁଙ୍କ ଅମାନବୀୟ କାଣ୍ଡ। କୋମଳମତି ପିଲାଙ୍କୁ ଦଣ୍ଡ ଦେବା ନାଁରେ ପିଲାଙ୍କ ପ୍ୟାଣ୍ଟ ଭିତରେ ବିଛୁଆତି ପୁରାଇ ନିର୍ଯାତନା ଦେଇଥିବା ଅଭିଯୋଗରେ…

ବାରିପଦାର ନିଖୋଜ ଶିକ୍ଷୟିତ୍ରୀ ବାଲେଶ୍ବରରୁ ଉଦ୍ଧାର, ଜନଗଣନା କାର୍ଯ୍ୟ ଚାପରେ…

ବାରିପଦା,୨୧ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଞ୍ଚଳ ଢେଙ୍କିନେଞ୍ଜିଆ ୟୁପିଟିଓ ସ୍କୁଲର ଜନଗଣନା କାର୍ଯ୍ୟରେ ନିୟୋଜିତ ଥିବା ଶିକ୍ଷୟିତ୍ରୀ ନିଖୋଜ ଘଟଣା ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri