Posted inଜାତୀୟ

ଆଲିଗଡ଼ ବଳାତ୍କାର ମାମଲା: ଭାଜପାକୁ ‘ବେଟି ବଚାଓ’ ସ୍ଲୋଗାନ ମନେ ପକାଇଲା ଶିବସେନା

ମୁମ୍ବାଇ,୧୦।୬: ଉତ୍ତରପ୍ରଦେଶ ଆଲିଗଡ଼ରେ ଘଟିଥିବା ନାବାଳିକା ବଳାତ୍କାର ମାମଲାରେ ଶିବସେନା ଭାଜପାକୁ ଟାର୍ଗେଟ୍‌ କରିଛି। ଶିବସେନା ମୁଖପତ୍ର ସାମନାରେ ଏନେଇ ଲେଖା ପ୍ରକାଶ ପାଇଛି। ଭାଜପା ‘ବେଟି ବଚାଓ’ ସ୍ଲୋଗାନ୍‌ ଦେଉଥିବାବେଳେ ଦେଶରେ ନାବାଳିକାଙ୍କ ପ୍ରତି ଏଭଳି ଜଘନ୍ୟ କାଣ୍ଡ ଭିଆଇଥିବା ଅପରାଧୀଙ୍କୁ କଠୋର ଦଣ୍ଡାଦେଶ କରାଯିବା ଆବଶ୍ୟକତା ଉପରେ ଶିବସେନା ଜୋର୍‌ ଦେଇଛି। ଏଭଳି ଅପରାଧୀଙ୍କର ସମାଜରେ ରହିବାର ଅଧିକାର ନାହିଁ ବୋଲି ସାମନାରେ କୁହାଯାଇଛି। ସେମାନଙ୍କୁ ମୃତ୍ୟୁ ଦଣ୍ଡାଦେଶ କରାଯିବା ଉପରେ ଏଥିରେ ଦର୍ଶାଯାଇଛି।


All Right Reserved By

ପଦରୁ ଇସ୍ତଫା ଦେଲେ ମିଲିନ୍ଦ, ଜ୍ୟୋତିରାଦିତ୍ୟ

ନୂଆଦିଲ୍ଲୀ,୮ା୭(ପି.ଟି.): କଂଗ୍ରେସ ଦଳରେ ନେତୃତ୍ୱ ସଙ୍କଟ ଦେଖାଦେଇଥିବାବେଳେ ରବିବାର ମିଲିନ୍ଦ ଦେଓରା ଏବଂ ଜ୍ୟୋତିରାଦିତ୍ୟ ସିନ୍ଧିଆ ସାଂଗଠନିକ ପଦରୁ ଇସ୍ତଫା ଦେଇଛନ୍ତି। ମୁମ୍ବାଇ କଂଗ୍ରେସ ସଭାପତି...

ରାହୁଲ ଗାନ୍ଧୀଙ୍କୁ ମିଳୁନି ସିମ୍‌ କାର୍ଡ ଅବା ବ୍ୟାଙ୍କ ଋଣ: ନାମ ସାଜିଛି ବାଧକ

ଇନ୍ଦୋର,୩୦।୭: ମଧ୍ୟପ୍ରଦେଶ ଇନ୍ଦୋରରେ ବାସ କରୁଥିବା ଜଣେ ଯୁବକଙ୍କ ନାମ ରାହୁଲ ଗାନ୍ଧୀ ଥିବାରୁ କୌଣସି କମ୍ପାନୀର ମୋବାଇଲ୍‌ ସିମ୍‌ କାର୍ଡ ତାଙ୍କୁ ମିଳିପାରୁନି। ସେ...

ମରାଠା ସଂରକ୍ଷଣ ବୈଧ, ୧୩%ରେ ସୀମିତ ରଖାଯାଉ: ବମ୍ବେ ହାଇକୋର୍ଟ

ମୁମ୍ବାଇ,୨୮।୬(ପି.ଟି.):ସରକାରୀ ନିଯୁକ୍ତି ଓ ଶିକ୍ଷା କ୍ଷେତ୍ରରେ ମରାଠା ସମ୍ପ୍ରଦାୟ ଲାଗି ସ୍ଥାନ ସଂରକ୍ଷଣ ଦାବିର ସାମ୍ବିଧାନିକ ବୈଧତା ରହିଛି ବୋଲି ଗୁରୁବାର ବମ୍ବେ ହାଇକୋର୍ଟ କହିଛନ୍ତି।...

ମୋତେ ବିଧାୟକ ଭାବେ ନିର୍ବାଚିତ କଲେ କଟିବନି ମୋଟର ଚାଲାଣ

ଫତେହାବାଦ,୧୦।୧୦: ହରିୟାଣାର ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ପ୍ରଚାର କାର୍ଯ୍ୟ ଜୋର ଧରିଲାଣି। ଫତେହାବାଦରେ ଏବେ ଭୋଟରଙ୍କୁ ପ୍ରଲୋଭନ ଦେଖାଇବାକୁ ଯାଇ ଏଠାକାର ଭାଜପା...

ଶିମ୍‌ଲା ରାଜିନାମା କ’ଣ

ନୂଆଦିଲ୍ଲୀ,୧୦ା୮: ୧୯୭୧ରେ ଭାରତ ଓ ପାକିସ୍ତାନ ମଧ୍ୟରେ ବାଂଲାଦେଶ ମୁକ୍ତି ଯୁଦ୍ଧ ହୋଇଥିଲା। ଏହାର ପରିଣାମ ସ୍ବରୂପ ପୂର୍ବ ପାକିସ୍ତାନ ନାମରେ ପରିଚିତ ବାଂଲାଦେଶ ପାକିସ୍ତାନ...

ଶରୀର ପାଇଁ ବେଶ୍‌ ଉପକାରୀ ସଢା କଦଳୀ

କଦଳୀ ସାମାନ୍ୟ ସଢ଼ି ଆସିଲେ ତାକୁ ଲୋକେ ଫିଙ୍ଗିଦିଅନ୍ତି। କିନ୍ତୁ ଜାଣନ୍ତି ଏହି ସଢ଼ା କଦଳୀ ଶରୀର ପାଇଁ ବେଶ୍‌ ଉପକାରୀ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ...

ପୋଲିସଠାରୁ ବର୍ତ୍ତିବା ପାଇଁ ରାସ୍ତାରେ ୧.୫ କୋଟି ଟଙ୍କା ବିଛାଇଲେ ଚୋର

ଚେନ୍ନାଇ, ୨୯।୫: ତାମିଲନାଡୁର ରାଜଧାନୀ ଚେନ୍ନାଇରେ ଏକ ଅଜବ ଚୋରର କାରନାମା ଦେଖିବାକୁ ମିଳିଛି। ପୋଲିସଠାରୁ ନିଜକୁ ବଞ୍ଚାଇବା ପାଇଁ ରାସ୍ତାରେ ୧.୫କୋଟି ଟଙ୍କା ପକାଇଦେଇଛନ୍ତି...

୩୨ ଶହ ଏକର ଜଙ୍ଗଲ ବଞ୍ଚାଇବା ପାଇଁ ୩ ଲକ୍ଷ ଲୋକ ଏକଜୁଟ: ସରକାରଙ୍କ ଚିନ୍ତା ବଢ଼ିଲା

ମୁମ୍ବାଇ,୧୬।୯: ମହାରାଷ୍ଟ୍ରରେ ୩୨ ଶହ ଏକର ଜଙ୍ଗଲ ବଞ୍ଚାଇବା ପାଇଁ ୩ ଲକ୍ଷ ଲୋକ ଏକଜୁଟ ହୋଇଛନ୍ତି। ମେଟ୍ରୋ ପ୍ରୋଜେକ୍ଟ ଅନ୍ତର୍ଗତ ଏଠାକାର ୨୭ ଶହ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *