ରାଜ୍ୟ ବାହାରେ ରହିଛନ୍ତି ଦେଢ଼ ଲକ୍ଷ ଓଡ଼ିଆ: ଗୃହ ସଚିବ

ଭୁବନେଶ୍ୱର, ୩୧।୩(ବ୍ୟୁରୋ): ଓଡ଼ିଆ ଶ୍ରମିକଙ୍କ ସ୍ଥିତି ନେଇ ଲୋକସେବା ଭବନରେ ମଙ୍ଗଳବାର ଗୃହ ସଚିବ ସଞ୍ଜିବ ଚୋପ୍ରାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଗୃହ ସଚିବ ନିଜର ପ୍ରତିକ୍ରିୟାରେ କହିଛନ୍ତି ଯେ, ବର୍ତ୍ତମାନ ସୁଦ୍ଧା ଦେଢ଼ ଲକ୍ଷ ଓଡ଼ିଆ ରାଜ୍ୟ ବାହାରେ ଅଛନ୍ତି। ସେଥିମଧ୍ୟରୁ ୪୦ ହଜାର ଲୋକଙ୍କ ସହ ଯୋଗାଯୋଗରେ ଅଛୁ। ବର୍ତ୍ତମାନ ସୁଦ୍ଧା କଣ୍ଟ୍ରୋଲ ରୁମ୍‌କୁ ୫ ହଜାର ୨୦୦ କଲ ଆସିଛି।
ସୂଚନାନୁଯାୟୀ, ଗୁଜୁରାଟ, ଦିଲ୍ଲୀ ଏବଂ ଏନ୍‌ସିଆର ଅଞ୍ଚଳରେ ସବୁଠାରୁ ଅଧିକ ଓଡ଼ିଆ ରହିଛନ୍ତି। ସବୁ ଲୋକଙ୍କ ପାଖରେ କିଭଳି ଅତ୍ୟାବଶ୍ୟକ ସାମଗ୍ରୀ ପହଞ୍ଚିବ ତା’ ଉପରେ ଗୁରୁତ୍ୱ ଦିଆଯାଉଛି। ସେମାନଙ୍କୁ ନୋଡାଲ ସେଣ୍ଟର ଜରିଆରେ ଯୋଗାଯୋଗ ଲାଗି ଚେଷ୍ଟା ଚାଲିଥିବା ଗୃହ ସଚିବ ଚେପ୍ରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିକଶିତ ହେବ ଅଣଆକାଂକ୍ଷା ଜିଲା

ଭୁବନେଶ୍ୱର,୨୫।୧(ବ୍ୟୁରୋ): ଅନୁନ୍ନତ ଜିଲାର ବିକାଶ ପାଇଁ ଆଂକାକ୍ଷା ଯେଜନାରେ କେନ୍ଦ୍ର ସରକାର ଓଡ଼ିଶାର ୧୦ଜିଲାକୁ ସାମିଲ କରିଥିଲେ। ଏବେ ଏବେ ଅଣଆକାଂକ୍ଷା ଜିଲାର ସ୍ବତନ୍ତ୍ର ବିକାଶ...

ଆଦିତ୍ୟ ମୃତ୍ୟୁ ମାମଲାରୁ ରହସ୍ୟ ହଟୁନି: ସୁଇସାଇଡ୍‌ ନୋଟ୍‌ ଲେଖିଥିଲେ ଆଦିତ୍ୟ

ଭୁବନେଶ୍ୱର,୨୪।୭ (ବ୍ୟୁରୋ): ସାମାଜିକ କର୍ମୀ ଆଦିତ୍ୟ ଦାଶ ମୃତ୍ୟୁ ଘଟଣାକୁ ଇତିମଧ୍ୟରେ ୧୭ଦିନ ବିତିଥିଲେ ମଧ୍ୟ ଏଯାଏ ରହସ୍ୟ ହଟୁନି। ଲିଙ୍ଗରାଜ ରେଳ ଷ୍ଟେଶନ ନିକଟ...

ସୁନ୍ଦରଗଡ଼ର କୁମ୍‌ଝରିଆ ୟୁଜି ହାଇସ୍କୁଲକୁ ମିଳିଲା ଉତ୍କର୍ଷ ଶିକ୍ଷାକେନ୍ଦ୍ରର ମାନ୍ୟତା

କୁଆଁରମୁଣ୍ଡା,୨୯।୨(ଡି.ଏନ.ଏ)-ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟରେ ଥିବା ବିଭିନ୍ନ ସରକାରୀ ହାଇସ୍କୁଲ ଓ ୟୁଜି ହାଇସ୍କୁଲଗୁଡିକ ମଧ୍ୟରୁ ୧୦୧ ସ୍କୁଲକୁ ଉତ୍କର୍ଷ ଶିକ୍ଷାକେନ୍ଦ୍ର ଭାବେ...

ଠାକୁରଙ୍କ ପୂଜା ବେଳେ ଟଳି ପଡ଼ିଲେ ପୂଜକ

ଆଳି,୨୨।୫: ଏମିତି ବି ମୃତ୍ୟୁ ଆସେ । ମନ୍ଦିରରେ ଠାକୁରଙ୍କ ନୀତିକାନ୍ତି କରୁଥିବା ବେଳେ ଟଳି ପଡିଲେ ପୂଜକ। ବଜ୍ରପାତରେ ତାଙ୍କର ମୃତ୍ୟୁ ଘଟିଛି। ଆଳି...

ପୁଣି ଭୁବନେଶ୍ୱର ବିମାନବନ୍ଦରରୁ ସୁନା ଜବତ: ଯାତ୍ରୀଙ୍କଠାରୁ ମିଳିଲା ୧୫୦.୯୨୦ ଗ୍ରାମର ସୁନା, ମୂଲ୍ୟ ୫ଲକ୍ଷରୁ ଅଧିକ

ଭୁବନେଶ୍ୱର, ୧୦।୭(ବ୍ୟୁରୋ): କଟକଣା ସତ୍ତ୍ୱେ କମୁନି ସୁନା ଚୋରା ଚାଲାଣ। ବୁଧବାର ପୁଣି ଭୁବନେଶ୍ୱର ବିମାନବନ୍ଦରରୁ ସୁନା ଜବତ କରିଛି କଷ୍ଟମ ବିଭାଗ। ବ୍ୟାଙ୍କକ୍‌ରୁ ଆସିଥିବା...

ରାସ୍ତା ନିର୍ମାଣ ତ୍ରୁଟି ବିରୋଧରେ ଆନ୍ଦୋଳନ

ରସୁଲପୁର,୨୯ା୧୨(ଡି.ଏନ.ଏ.): ଧର୍ମଶାଳା ଥାନା ଅଧୀନ ୧୬ ନଂ. ଜାତୀୟ ରାଜପଥର ବାରବାଟୀ ପଞ୍ଚାୟତ ଦୁର୍ଗାଦେବୀ ମନ୍ଦିର ନିକଟରେ ଏକ ଟ୍ରାକ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏଥିରେ ଚାଳକ...

ଗୃହରେ ଉତ୍ତର ରଖିଲେ ଅର୍ଥମନ୍ତ୍ରୀ: ୪୫,୫୦୦ କୋଟି ରାଜସ୍ବ ଆଦାୟ ଲକ୍ଷ୍ୟ

ଭୁବନେଶ୍ୱର,୨୩।୭(ବ୍ୟୁରୋ): ଚଳିତ ଆର୍ଥିକ ବର୍ଷ(୨୦୧୯-୨୦)ରେ ରାଜ୍ୟର ନିଜସ୍ବ ରାଜସ୍ବ ବାବଦକୁ ମୋଟ ୪୫,୫୦୦ କୋଟି ଟଙ୍କା ଆଦାୟ ପାଇଁ ଲକ୍ଷ୍ୟଧାର୍ଯ୍ୟ କରାଯାଇଛି। ତନ୍ମଧ୍ୟରୁ ଟିକସ ବାବଦକୁ...

ବିଏମ୍‌ସିର ରାଜସ୍ବ ଚିନ୍ତା

ଭୁବନେଶ୍ୱର, ୧୫।୧୦(ବ୍ୟୁରୋ): ରାଜସ୍ବ ବଢ଼ାଇବା ଚିନ୍ତାରେ ବାଉଳିଚାଉଳି ହେଉଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)। ଆର୍ଥିକ ବର୍ଷ ଶେଷ ସୁଦ୍ଧା କିପରି ୧୫୦ କୋଟି ଟଙ୍କା...

Advertisement
Archives

Model This Week