Posted inଜାତୀୟ

ଜମ୍ମୁ କଶ୍ମୀରରେ ଆସନ୍ତା ୧୨ରେ ଯାନବାହନ ଚଳାଚଳ ବନ୍ଦ

ଶ୍ରୀନଗର,୧୦।୬: ଜମ୍ମୁ କଶ୍ମୀରରେ ଆସନ୍ତା ୧୨ ତଥା ବୁଧବାର ସହରରେ ଯାନବାହନ ଚଳାଚଳ ବନ୍ଦ ରହିବ। ବୁଧବାର ଟ୍ରାନ୍ସପୋର୍ଟ ପକ୍ଷରୁ ଷ୍ଟ୍ରାଇକ୍‌ କରାଯିବାରୁ ବ୍ୟବସାୟିକ ଗାଡି ଚଳାଚଳ ବନ୍ଦ ରହିବ ବୋଲି ଜଣାପଡ଼ିଛି। ଫଳରେ ଲଖନପୁରରୁ କଶ୍ମୀର ପର୍ଯ୍ୟନ୍ତ ସମସ୍ତ ବ୍ୟାବସାୟିକ ଗାଡି ଚଳାଚଳ ବନ୍ଦ ରହିବ। ରବିବାର ଜେଆଣ୍ଡକେ ଟ୍ରାନ୍ସପୋର୍ଟ ଓ୍ବେଲଫେୟାର ଆସୋସିଏସନ୍‌ ଏନେଇ ସୂଚନା ଦେଇଛନ୍ତି। ତେବେ ଏହି ବନ୍ଦ ଯୋଗୁ ସହରକୁ ଆସୁଥିବା ପର୍ଯ୍ୟଟକ ବହୁ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି କୁହାଯାଉଛି।


All Right Reserved By Dharitri.Com

ବନ୍ୟାରେ ବେହାଲ କର୍ନାଟକ: ଛାତ ଉପରେ ବିରାଟ କୁମ୍ଭୀର, ଭିଡିଓ ଭାଇରାଲ

ବେଲଗାମ,୧୨।୮: ଦେଶର ବହୁ ରାଜ୍ୟ ଏବେ ପାଣି ଘେରରେ। କର୍ନାଟକରେ ଲଗାଣ ବର୍ଷା ଯୋଗୁ ରାଜ୍ୟର ଅନେକ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହି...

ମୋଦିଙ୍କ ଜମ୍ମୁ-କଶ୍ମୀର ରୋଡ୍‌ମ୍ୟାପ୍‌: ୧୦ ମନ୍ତ୍ରଣାଳୟର ମିଳିତ ସହଯୋଗରେ ହେବ ବିକାଶ

ଶ୍ରୀନଗର,୫।୯: ଜମ୍ମୁ-କଶ୍ମୀର ବିକାଶ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଏକ ରୋଡ୍‌ମ୍ୟାପ୍‌ ପ୍ରସ୍ତୁତ କରିଛନ୍ତି। ୧୦ଟି ମନ୍ତ୍ରଣାଳୟର ମିଳିତ ସହଯୋଗରେ ଏଠାକାର ବିକାଶ ସମ୍ଭବ...

ଲୋକ ସଭା ନିର୍ବାଚନ:ମଇଦାନରେ ୧୬୩ ନିରକ୍ଷର

ନୂଆଦିଲ୍ଲୀ,୧୭।୫(ଆଇଏଏନ୍‌ଏସ୍‌):୨୦୧୯ ସାଧାରଣ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ସମସ୍ତ ପ୍ରାର୍ଥୀଙ୍କ ମଧ୍ୟରୁ ମାତ୍ର ୪୮% ସ୍ନାତକ ହୋଇଥିବାବେଳେ ୧୬୩ ଜଣ ନିରକ୍ଷର। ନିର୍ବାଚନୀ ସଂସ୍କାର କ୍ଷେତ୍ରରେ କାର୍ଯ୍ୟରତ...

ବନ୍ୟାରେ ଦେଖୁ ଦେଖୁ ଭାସିଗଲା ଘର, କିନ୍ତୁ ବଞ୍ଚାଇଲେ ୫୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ

ପୁଣେ, ୧୯।୮: ମହାରାଷ୍ଟ୍ରରେ କିଛିଦିନ ହେବ ଲଗାତର ବର୍ଷା ଯୋଗୁ ବିଭିନ୍ନ ନଦୀରେ ବନ୍ୟା ଆସିଛି। ବନ୍ୟାରେ ପାଖାପାଖି ୫୦୦ ଗ୍ରାମ ପ୍ରଭାବିତ ହୋଇଛି। ୨...

ଗୋଆ ଡିଜିପିଙ୍କ ପରଲୋକ

ନୂଆଦିଲ୍ଲୀ, ୧୭ା୧୧(ଆଇଏଏନ୍‌ଏସ୍‌): ଗୋଆ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ପ୍ରଣବ ନନ୍ଦଙ୍କର ଶୁକ୍ରବାର ରାତିରେ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ତାଙ୍କୁ ୫୭ ବର୍ଷ ହୋଇଥିଲା। ଗୋଆରେ ଏକ...

୪ ଦିନରେ ୬ ଅମରନାଥ ଯାତ୍ରୀ ମୃତ

ଶ୍ରୀନଗର, ୨୧ା୭(ପି.ଟି.) : ଚଳିତବର୍ଷ ଦକ୍ଷିଣ କଶ୍ମୀରର ପବିତ୍ର ଅମରନାଥ ଗୁମ୍ଫାକୁ ଯାତ୍ରା ଜାରି ରହିଛି। ଗତ ୪ ଦିନ ମଧ୍ୟରେ ୬ ଜଣ ଯାତ୍ରୀ...

ଆକ୍ସନ ମୁଡ୍‌ରେ ରାହୁଲ: ଏବେବି ଅଧ୍ୟକ୍ଷ ପଦକୁ ନେଇ ଅନିଶ୍ଚିତତା

ନୂଆଦିଲ୍ଲୀ,୨୫।୬: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପୁଣି ଥରେ ଆକ୍ସନ ମୋଡରେ ବୋଲି କୁହାଯାଉଛି। ଲୋକ ସଭା ନିର୍ବାଚନରେ ହାରିବା ପରେ ଏବେ ପୁଣି ଥରେ...

ମାଡ୍ରାସ ହାଇକୋର୍ଟରୁ କିରଣ ବେଦୀଙ୍କୁ ଝଟକା: ସରକାରଙ୍କ ଦୈନିକ କାର୍ଯ୍ୟକଳାପ ଉପରେ କରିପାରିବେନି ହସ୍ତକ୍ଷେପ

ପଣ୍ଡୁଚେରୀ,୩୦।୪: ପଣ୍ଡୁଚେରୀର ଉପ ରାଜ୍ୟପାଳ କିରଣ ବେଦୀଙ୍କୁ ମାଡ୍ରାସ ହାଇକୋର୍ଟ ଏକ ବଡ଼ ଝଟକା ଦେଇଛନ୍ତି। କେନ୍ଦ୍ର ଶାସିତ ରାଜ୍ୟର ଦୈନିକ ଗତିବିଧି ଉପରେ ଦଖଲ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *