Posted inଜାତୀୟ

ସବୁ ପ୍ରକାର ସହଯୋଗ ମିଳିବ ବୋଲି ଜଗନ ମୋହନଙ୍କୁ କଥା ଦେଲେ ମୋଦି

ତିରୁପତି,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ମାଲଦ୍ୱୀପରୁ ଫେରି ଶ୍ରୀଲଙ୍କା ଗସ୍ତ କରିଥିଲେ। ଏହି ସମୟରେ ସେ ଗୁରୁଭୟୁର ମନ୍ଦିର ଦର୍ଶନ କରିବା ସହ ତିରୁପତି ପହଞ୍ଚିଥିଲେ। ସେଠରେ ଆନ୍ଧ୍ର ପ୍ରଦେଶର ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡି ତାଙ୍କୁ ସ୍ବାଗତ କରିଥିଲେ। ତେବେ ଆନ୍ଧ୍ରର ବିକାଶ ପାଇଁ କେନ୍ଦ୍ର ସବୁ ପ୍ରକାର ସହଯୋଗ ଯୋଗାଇ ଦେବ ବୋଲି ମୋଦି ଜଗନ ମୋହନଙ୍କୁ କଥା ଦେଇଥିଲେ। ଭାଜପା ତରଫରୁ ତିରୁପତିରେ ଆୟୋଜିତ ଏକ ଜନସଭାରେ ଉଦ୍‌ବୋଧନ ଦେବା ଅବସରରେ ମୋଦି ଏହି କଥା କହିଥିଲେ।


All Right Reserved By Dharitri.Com

ଶପଥ ଗ୍ରହଣ ଉତ୍ସବରେ କେଜ୍‌ରିଓ୍ବାଲ ପିନ୍ଧିଥିବା ସ୍ବେଟର୍‌ର ଦାମ୍‌ କେତେ ଜାଣନ୍ତି

ନୂଆଦିଲ୍ଲୀ,୧୬।୨: ତୃତୀୟ ଥର ପାଇଁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜ୍‌ରିଓ୍ବାଲ। ଶପଥ ଗ୍ରହଣ ଉତ୍ସବରେ କଳାରଙ୍ଗର...

ପୃଥିବୀର ଉଚ୍ଚତମ ବ୍ରିଜ୍‌ ଟାଓ୍ବାର: ଉଚ୍ଚତା ୧୧୦ ମହଲା କୋଠା ସଦୃଶ

ବେଜିଂ, ୩୧।୧୨: ଚାଇନାର ଦକ୍ଷିଣ-ପଶ୍ଚିମ ଗିୟାଝୋଇ ପ୍ରାନ୍ତରେ ଥିବା ପିଙ୍ଗ୍‌ଟାଙ୍ଗ୍‌ ବ୍ରିଜ୍‌ ଟାଓ୍ବାରକୁ ମଙ୍ଗଳବାର ଲୋକାର୍ପିତ କରାଯାଇଛି। ଦୁଇ ପାହାଡ଼ ମଧ୍ୟରେ ଥିବା ଏହି ୨୧୩୫...

କଂଗ୍ରେସ ବିଧାୟକଙ୍କ ଘର ସାମ୍ନାରେ ବିସ୍ଫୋରଣ: ଜଣେ ମୃତ

ବେଙ୍ଗାଲୁର,୧୯।୫: କର୍ନାଟକର ରାଜରାଜେଶ୍ୱରୀ ନଗରରେ ଥିବା କଂଗ୍ରେସ ବିଧାୟକ ମୁନିରତ୍ନାଙ୍କ ଘର ସାମ୍ନାରେ ରବିବାର ଏକ ବଡ ଧରଣର ବିସ୍ଫୋରଣ ହୋଇଛି। ଏଥିରେ ମୁନିରତ୍ନାଙ୍କ ଘରେ...

ମୋଦିଙ୍କ ବିଜୟ ଖୁସି: ହୋଟେଲରେ ୩ ଘଣ୍ଟା ମିଳିଲା ମାଗଣା ଜଳଖିଆ

ବିଳାସପୁର,୨୫।୫: ଛତିଶଗଡ଼ ବିଳାସପୁରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଜୟରେ ଆନନ୍ଦିତ ହୋଇ ଜଣେ ଭାଜପା କର୍ମକର୍ତ୍ତା ଏକ ଜଳଖିଆ ଦୋକାନରେ ୩ ଘଣ୍ଟା ଖାଦ୍ୟ ସାମଗ୍ରୀ...

ଇମ୍ରାନ ଖାନଙ୍କୁ ରାବଣ ଭାବେ ସଜେଇ କରାଗଲା ଦହନ

ଭୋପାଳ,୯।୧୦: ସାରା ଦେଶରେ ବିଜୟା ଦଶମୀରେ ପାପ, ଅହଙ୍କାର, ଅସତ୍ୟର ପ୍ରତୀକ ସ୍ବରୂପ ଦୁଷ୍ଟଶକ୍ତି ରାବଣ ଦହନ କରାଯାଇଛି। ଏହି ଦିନ ପ୍ରଭୁ ଶ୍ରୀରାମ ରାବଣକୁ...

ତେଲେଙ୍ଗାନାରେ କଂଗ୍ରେସକୁ ବଡ ଝଟକା: ଦଳ ଛାଡି ଟିଆରଏସରେ ଯୋଗଦେବେ ୧୨ ବିଧାୟକ

ହାଇଦ୍ରାବାଦ, ୬।୬: ତେଲେଙ୍ଗାନାରେ କଂଗ୍ରେସକୁ ବଡ ଝଟକା ଲାଗିଛି। ରାଜ୍ୟରେ କଂଗ୍ରେସର ୧୮ ବିଧାୟକଙ୍କ ମଧ୍ୟରୁ ୧୨ ବିଧାୟକ ଦଳ ଛାଡି କେ. ଚନ୍ଦ୍ରଶେଖର ରାଓଙ୍କ...

ମାତ୍ର ୨ ଟଙ୍କା ଦାଖଲ କରି ଭିଭିପାଟ୍‌କୁ କରିହେବ ଚ୍ୟାଲେଞ୍ଜ୍‌: ଅଭିଯୋଗ ଭୁଲ୍‌ ସାବ୍ୟସ୍ତ ହେଲେ ୬ ମାସ ଜେଲ

ନୂଆଦିଲ୍ଲୀ,୧୮।୪: ଭୋଟ ଗ୍ରହଣରେ ଇଭିଏମ୍‌ ଏବଂ ଭିଭିପାଟ୍‌ର କାର୍ଯ୍ୟକାରୀତା ନେଇ ଅଧିକାଂଶ ସମୟରେ କେତେକ ଅଭିଯୋଗ ଆଣିଥାନ୍ତି। ତେବେ ଏସବୁ ଭୋଟିଂ ମେସିନ୍‌ର କାର୍ଯ୍ୟକାରୀତା ସମ୍ପର୍କରେ...

ନିଜ ହାତରେ ଚା’ ତିଆରି କରି ଲୋକଙ୍କୁ ପରସିଲେ ମମତା

ଦିଘା,୨୨।୮:ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନିଜ ହାତରେ ଚା’ ତିଆରି କରି ସାଧାରଣ ଜନତାଙ୍କୁ ପରସିଛନ୍ତି। ବୁଧବାର ମମତା ଦିଘାରେ ଥିବା ଏକ ଚା’ ଦୋକାନରେ...

Leave a comment

Your email address will not be published. Required fields are marked *