ଭୁବନେଶ୍ୱରରୁ ଆଜି ପୁଣି ୨୧୩ ପଜିିଟିଭ୍‌ ଚିହ୍ନଟ: ବଢ଼ୁଛି ଲୋକାଲ କେସ୍‌ ସଂଖ୍ୟା

ଭୁବନେଶ୍ୱର,୧୯।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୨୧୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୬୮ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୧୪୫ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୦୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୨୭୪୪୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ୨୪୪୫୦ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୪୦ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅବଶିଷ୍ଟାଂଶ ଚିକିତ୍ସାଧୀନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧରାପଡ଼ିଲା ବାଇକ୍‌, ହାଇଓ୍ବା ଲୁଟେରା ଗ୍ୟାଙ୍ଗ୍‌

ଭୁବନେଶ୍ୱର,୨୬।୮(ବ୍ୟୁରୋ): ରାଜଧାନୀରେ ଏକ ବାଇକ ଏବଂ ହାଇଓ୍ବା ଲୁଟେରା ଗ୍ୟାଙ୍ଗ୍‌ର ପର୍ଦ୍ଦାଫାଶ୍‌ କରିଛି ସ୍ପେଶାଲ ସ୍କ୍ବାଡ୍‌ ଟିମ୍‌। ଏହି ଗ୍ୟାଙ୍ଗ୍‌ର ୨ଜଣ ଲୁଟେରାଙ୍କ ସମେତ ୨ଜଣ...

ଆସି ନ ପାରେ କରୋନାର ଥାର୍ଡ ୱେଭ: ଗୁଲେରିଆ

ନୂଆଦିଲ୍ଲୀ,୧ ।୭: କରୋନା ମହାମାରୀ ସାରା ବିଶ୍ୱରେ ତାଣ୍ଡବ ରଚିଥିବା ବେଳେ ଭାରତରେ ଏହା ବ୍ୟାପକ କ୍ଷତି ଘଟାଇ ସାରିଲାଣି । ଆଗକୁ ଏହା ଆହୁରି...

ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ଆର୍‌ବିଆଇ ଗଭର୍ନର

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଗୁରୁବାର ରିଜର୍ଭ ବ୍ୟାଙ୍କ୍‌ ଗଭର୍ନର ଶକ୍ତିକାନ୍ତ ଦାସ ଲୋକସେବା ଭବନରେ ସାକ୍ଷାତ କରିବେ। ଏହି ବୈଠକ ସୌଜନ୍ୟମୂଳକ ବୋଲି କୁହାଯାଇଛି।...

କାଜୁ ଉତ୍ପାଦନ, ପ୍ରକ୍ରିୟାକରଣ, ରପ୍ତାନିକୁ ଗୁରୁତ୍ୱ: ୨୩ରେ ଓଡ଼ିଶାରେ ହେବ ଜାତୀୟ ସମ୍ମିଳନୀ

ଭୁବନେଶ୍ୱର,୯ା୧୨(ବ୍ୟୁରୋ): ସାରା ଦେଶରେ ଓଡ଼ିଶା ଅନ୍ୟତମ ପ୍ରମୁଖ କାଜୁ ବାଦାମ ଉତ୍ପାଦନ କରୁଥିବା ରାଜ୍ୟ। କାଜୁ ପୁଷ୍ଟିସାର ଜାତୀୟ ଖାଦ୍ୟ ହୋଇଥିବାରୁ ଏହାର ଦେଶ,ବିଦେଶରେ ଚାହିଦା...

ନୂଆ ବିପିଏଲ୍‌ ତାଲିକା ପ୍ରସ୍ତୁତିରେ ଅନିଶ୍ଚିତତା

କଟକ ସଦର, ୩।୬(ଡି.ଏନ.ଏ.): ଦେଶରେ ଦାରିଦ୍ର୍ୟ ସୀମାରେଖା ତଳେ ଥିବା ଲୋକଙ୍କୁ ଚିହ୍ନଟ କରିବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିପିଏଲ ଗାଇଡ୍‌ଲାଇନ୍‌ ପ୍ରସ୍ତୁତ ହୋଇଥିଲା।...

ପଶ୍ଚିମବଙ୍ଗରେ ବଢ଼ିଲା ଲକ୍‌ଡାଉନ

କୋଲକାତା,୨୪।୬: ପଶ୍ଚିମବଙ୍ଗରେ ବଢ଼ିଲା ଲକ୍‌ଡାଉନ। ଜୁଲାଇ ୩୧ ଯାଏଁ ଲକ୍‌ଡାଉନ ବୃଦ୍ଧି କରିବାକୁ ରାଜ୍ୟସରକାର ନିଷ୍ପତ୍ତି ନେଇଛନ୍ତି। ସୁବେରେ ଲଗାତର ବୃଦ୍ଧି ପାଉଥିବା କରୋନା ଭାଇରସ୍‌...

ଗ୍ୟାସ ଟାଙ୍କି ଫାଟି ଅଗ୍ନିକାଣ୍ଡ, ଜଳିଗଲା ଘର

ବାଲିପାଟଣା,୧୨ା୧୧(ଡି.ଏନ୍‌.ଏ) ବାଲିପାଟଣା ବ୍ଲକ ଅନ୍ତର୍ଗତ ନରଦା ବସ୍ତିରେ ରବିବାର ଗ୍ୟାସ ଟାଙ୍କିରେ ନିଅଁା ଲାଗି ଫାଟିଯିବାରୁ ମିର୍‌ ତୟୋବ ଅଲ୍ଲୀଙ୍କ ଘର ଜଳିଯାଇଛି। ଏଥିରେ କେହି...

ଗତ ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୫୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୭।୧୨(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୧୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୬ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ...

Advertisement
Archives

Model This Week