୬ କୁଇଣ୍ଟାଲ ଗଞ୍ଜେଇ ଜବତ, ୨ ଗିରଫ

ଚିତ୍ରକୋଣ୍ଡା,୧୦ା୬(ଡି.ଏନ.ଏ.)- ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପୋଲିସ ସୋମବାର ଚୋରାଚାଲାଣ ବେଳେ ୬କୁଇଣ୍ଟାଲ ୨୦ କେଜି ଗଞ୍ଜେଇ ଜବତ କରିଛି। ଗୁଣ୍ଠାୱlଡା ପଞ୍ଚାୟତ ଗୁଣ୍ଠାୱlଡା ଗ୍ରାମର ସୁନିଲ ଖେମୁଡୁ ଏବଂ ନବିନ ଖେମୁଡୁ ଗୁଣ୍ଠାଓ୍ବାଡାରୁ ସମ୍ବଲପୁରକୁ ଏକ ଗାଡି (ଓଡି ୧୫ ଜେ-୭୫୮୭) ଯୋଗେ ଉପରୋକ୍ତ ପରିମାଣର ଗଞ୍ଜେଇ ଚାଲାଣ କରୁଥିଲେ। ଏହି ଖବର ପାଇବା ପରେ ଥାନା ଅଧିକାରୀ ରାମ ପ୍ରସାଦ ନାଗଙ୍କ ନେତୃତ୍ୱରେ ଗଣ୍ଠଓ୍ବାଡା ଗ୍ରାମରେ ଚଢାଉ କରି ଗଞ୍ଜେଇ ଜବତ କରିଥିଲେ। ଏନେଇ ଥାନାରେ ଏକ ମାମଲା ରୁଜୁ ହୋଇଛି। ସୁନିଲ ଓ ନବୀନଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି। ସୂଚନାଯୋଗ୍ୟ ଯେ, ଗତ ୨ଦିନ ତଳେ ମାଥିଲି ଅଞ୍ଚଳରୁ ୩୦ କୁଇଣ୍ଟାଲ ଗଞ୍ଜେଇ ଜବତ ହୋଇଥିଲା।


All Right Reserved By Dharitri.Com

୬ ବର୍ଷ ହେଲା ବୋରଓ୍ବେଲ ପାଇଁ ଟଙ୍କା ଦେଇ ୨୪ ଚାଷୀ ହତାଶ

ଚିତ୍ରକୋଣ୍ଡା,୨୩।୪(ଡି.ଏନ୍‌.ଏ.)- କୃଷି ଏବଂ ଚାଷୀର ବିକାଶ ପାଇଁ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଆଦିବାସୀ ଅଞ୍ଚଳରେ ଆଦିବାସୀ ଚାଷୀଙ୍କୁ ଅନେକ ପ୍ରୋତ୍ସାହନ ଦେଉଛନ୍ତି। ମାତ୍ର...

ଲଗାଣ ବର୍ଷା ଯୋଗୁ ବାହ୍ୟଜଗତରୁ ୨ ପଞ୍ଚାୟତ ବିଚ୍ଛିନ୍ନ

ମାଲକାନଗିରି,୨୩ା୬ (ସ୍ବ.ପ୍ର.)- ମାଲକାନଗିରି ଜିଲାରେ ୨ ଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଫଳରେ ଜିଲାର ମାଥିଲି ବ୍ଲକର ୨ଟି ପଞ୍ଚାୟତ ବାହ୍ୟଜଗତରୁ ବିଚ୍ଛିନ୍ନ...

ଅସ୍ଥାୟୀ ମଣ୍ଡିରେ ପଡ଼ିଛି ରବିଧାନ, କାଳବୈଶାଖୀକୁ ଡର

କୁନ୍ଦୁରା,୩୧ା୫(ଡି.ଏନ୍‌.ଏ.)- ରବିଋତୁରେ କୋରାପୁଟ ଜିଲା କୁନ୍ଦୁରା ବ୍ଲକରେ ବର୍ତ୍ତମାନ ୭୦ ପ୍ରତିଶତ ଧାନ ଅମଳ ହୋଇସାରିଛି। ଆଗକୁ ବର୍ଷା ଆଶଙ୍କାରେ ଚାଷୀମାନେ ଅମଳ ଧାନକୁ ଅସ୍ଥାୟୀ...

ମାଲକାନଗିରି: କେନ୍ଦୁପତ୍ରକୁ ଭୟ ଫନୀ

ମାଲକାନଗିରି,୧।୫ (ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଗତ ଦୁଇସପ୍ତାହ ହେଲା ସରକାରୀ ଏବଂ ବେସରକାରୀ ସଂସ୍ଥା ଗୁଡିକ ବିଭିନ୍ନ ଅଞ୍ଚଳରୁ କେନ୍ଦୁପତ୍ର ସଂଗ୍ରହ କରିଛନ୍ତି। ବର୍ତ୍ତମାନ ପ୍ରାୟ...

ପୁରୀରୁ ଧରାପଡିଲେ ସାଇବର ଲୁଟେରା: ଆକାଉଣ୍ଟ, ଏଟିଏମ୍‌ ପିନ୍‌ ହାତେଇ ଲୁଟୁଥିଲେ ଅଭିଯୁକ୍ତ

ମାଲକାନଗିରି, ୨୫।୭(ଡି.ଏନ୍‌.ଏ/ସ୍ବ.ପ୍ର.) ମାଲକାନଗିରି ପୋଲିସ ସାଇବର ଠକେଇରେ ଜଡିତ ଥିବା ଜଣେ ଆନ୍ତଃରାଜ୍ୟ ଅଭିଯୁକ୍ତଙ୍କୁ ପୁରୀରୁ ବୁଧବାର ଗିରଫ କରିଛି। ରାଜ୍ୟର ବିଭିନ୍ନ ବ୍ୟକ୍ତିଙ୍କୁ ପ୍ରଲୋଭନ...

ବୁଦାମୂଳରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ଗୁଣପୁର,୨୨।୧୧(ଡି.ଏନ୍‌.ଏ.): ରାୟଗଡା ଜିଲା ଗୁଡ଼ାରୀ ଏନ୍‌ଏସି ହାଇସ୍କୁଲ ପରିସରର ବୁଦାମୂଳରୁ ଶୁକ୍ରବାର ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରାଯାଇଛି। ସେଠାରେ କେହି ଜଣେ ନବଜାତକଙ୍କୁ ଛାଡି...

ପୁରୁଣା ବୋରିଗୁମ୍ମା ପୋଲ ଉପରେ ୫ ଫୁଟର ଜଳ: ୧୫ ପଞ୍ଚାୟତକୁ ଯୋଗାଯୋଗ ବିଚ୍ଛିନ୍ନ

ଜୟପୁର, ୬।୭(ନି.ପ୍ର.): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ ପୁରୁଣା ବୋରିଗୁମ୍ମାଠାରେ ନୂତନ ପୋଲ ନିର୍ମାଣ କାର୍ଯ୍ୟ ଚାଲୁ ରହିଥିଲା। ଫଳରେ ଯାତାୟାତ ପାଇଁ ଏକ ଅସ୍ଥାୟୀ...

ଶ୍ରାବଣ ପ୍ରଥମ ସୋମବାରରେ ଜଳଲାଗି କଲେ ହଜାର ହଜାର କାଉଡ଼ିଆ

କୋରାପୁଟ,୨୨।୭(ସ୍ବ.ପ୍ର.) : ଶ୍ରାବଣ ମାସର ପ୍ରଥମ ସୋମବାରରେ ଜଳଲାଗି କରିବା ପାଇଁ ଦୂରଦୂରାନ୍ତରୁ ହଜାର ହଜାର କାଉଡ଼ିଆ କୋରାପୁଟ ଆଗମନ କରିଥିବା ଦେଖାଯାଇଛି। କଟକ, ଜଗତିସଂହପୁର,...

Leave a comment

Your email address will not be published. Required fields are marked *