ଆଜି ରାଜ୍ୟରୁ ୨୧୪ କରୋନା ଆକ୍ରାନ୍ତ ଚିହ୍ନଟ, ଟୁଇନ୍‌ ସିଟିରୁ ସର୍ବାଧିକ

ଭୁବନେଶ୍ୱର,୧୬ା୯(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୨୧୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୧,୩୫୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୨୯ ଜଣ ଚିହ୍ନଟ ହୋଇଥିବା ବେଳେ ୮୫ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୩୦ ଜଣ ଶିଶୁ ବି ଅଛନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୫୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୨୮ ଏବଂ ସୁନ୍ଦରଗଡ଼ରୁ ୨୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୧, ବାଲେଶ୍ୱର ୩, ବଲାଙ୍ଗୀର ୧୦, ବୌଦ୍ଧ ୩, ଦେବଗଡ଼ ୨, ଢେଙ୍କାନାଳ ୬, ଗଜପତି ୨, ଗଞ୍ଜାମ ୨, ଜଗତସିଂହପୁର ୬, ଯାଜପୁର ୩, କଳାହାଣ୍ଡି ୧୧, କନ୍ଧମାଳ ୨ କେନ୍ଦ୍ରାପଡ଼ା ୭, କେନ୍ଦୁଝର ୩, କୋରାପୁଟ ୨,ମୟୂରଭଞ୍ଜ ୩, ନୟାଗଡ଼ ୫, ନୂଆପଡ଼ା ୮, ପୁରୀ ୩, ରାୟଗଡ଼ା ୨, ସମ୍ବଲପୁରରୁ ୯ ଏବଂ ସୋନପୁରରୁ ୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୯।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୧,୩୫୩ରେ ପହଞ୍ଚିଥିବା ବେଳେ ୧୩,୨୦,୪୫୦ ଜଣ ସୁସ୍ଥ ହୋଇଛନ୍ତି। ୧୬୬୪ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିବ ସ୍କୁଲ ୟୁନିଫର୍ମ? ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ବୟାନ

ଭୁବନେଶ୍ୱର,୨୫।୬: ବଦଳିବ ସ୍କୁଲ ୟୁନିଫର୍ମ ? ଗଣଶିକ୍ଷା ମନ୍ତ୍ରୀଙ୍କ ବୟାନ ପରେ ଜୋର ଧରିଲା ଚର୍ଚ୍ଚା । ଗତବର୍ଷ ନବମ ଓ ଦଶମ ପିଲାଙ୍କ ୟୁନିଫର୍ମର...

ଓଡ଼ିଶା ଫେରିବେ ଆଇଏଏସ ମନୋଜ ଆହୁଜା, ମିଳିପାରେ ବଡ଼ ଦାୟିତ୍ୱ

ଭୁବନେଶ୍ୱର,୨୫।୬:ଓଡ଼ିଶା ଫେରିବେ ୧୯୯୦ ବ୍ୟାଚ ଆଇଏଏସ ମନୋଜ ଆହୁଜା। ମଙ୍ଗଳବାର କେନ୍ଦ୍ର ସରକାର ତାଙ୍କୁ ନିଜ ଓଡ଼ିଶା କ୍ୟାଡର ଫେରାଇ ଦେଇଛନ୍ତିି । ଆହୁଜାଙ୍କୁ ଓଡ଼ିଶା...

ଏଥର ହେବ ଛାତ୍ର ସଂସଦ ନିର୍ବାଚନ! ମନ୍ତ୍ରୀଙ୍କ ବୟାନରୁ ସ୍ପଷ୍ଟ

ଭୁବନେଶ୍ୱର,୨୫।୬: ଗଣତନ୍ତ୍ରର ଏନ୍ତୁଡି ହେଉଛି କଲେଜ। ଆଜି ରାଜନୀତିରେ ପାଦ ଥାପିଥିବା ପ୍ରତ୍ୟେକ ନେତା କଲେଜ ରାଜନୀତିରୁ ହିଁ ନିଜର ରାଜନୀତି କ୍ୟାରିୟର ଆରମ୍ଭ କରିଥା’ନ୍ତି।...

ବବିଙ୍କ କ୍ୱାର୍ଟର୍ସ ଦେଖିବା ପରେ ଜିଏ ଅଧିକାରୀଙ୍କ ବଡ଼ ସୂଚନା

ଭୁବନେଶ୍ୱର,୨୫।୬: ବିଜେଡି ନେନତା ପ୍ରଣବ ପ୍ରକାଶ ଦାସଙ୍କ କ୍ୱାର୍ଟର୍ସ ଦେଖିବା ପରେ ଜିଏ ଅଧିକାରୀ ବଡ଼ ସୂଚନା ଦେଇଛନ୍ତି। ଜିଏ ଅଧିକାରୀ କହିଛନ୍ତି, ନିର୍ମାଣ ପାଇଁ...

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୫ ଦିନ ଯାଏ ଲାଗି ରହିବ ବର୍ଷା

ଭୁବନେଶ୍ୱର,୨୫।୬: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଫଳରେ ଆଗାମୀ ୫ ଦିନ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ । ବିଜୁଳି...

ରଥଯାତ୍ରାକୁ ନେଇ ଆସିଲା ବଡ଼ ଖବର, ଏଥର ବନ୍ଦ ରହିବ ନବଯୌବନ ଦର୍ଶନ

ପୁରୀ,୨୫।୬: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶେଷ ହୋଇଛି । ଛତିଶା ନିଯୋଗ ବୈଠକରେ ହୋଇଥିବା ନିଷ୍ପତିକୁ ଅନୁରୂପ ରଖିବାକୁ ଏହି ବୈଠକରେ ନିଷ୍ପତ୍ତି ହୋଇଛି...

ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା: ଟ୍ରାଫିକ ପୋଷ୍ଟରୁ ହଟିବ ରେଡ୍‌ ଲାଇଟ୍‌

ଭୁବନେଶ୍ବର,୨୫।୬: ଦୂର ହେବ ଟ୍ରାଫିକ ସମସ୍ୟା। ଟ୍ରାଫିକ ପୋଷ୍ଟରୁ ହଟିବ ରେଡ୍‌ ଲାଇଟ୍‌। ଲୋକଙ୍କୁ ଆଉ ଘଣ୍ଟା ଘଣ୍ଟା ଧରି ଟ୍ରାଫିକରେ ଅପେକ୍ଷା କରିବାକୁ ପଡ଼ିବନି।...

ଏସ୍‌ସିବିରେ ରୋଗୀ, ଡାକ୍ତରଙ୍କ ସହ ଆଲୋଚନା କଲେ ସ୍ବାସ୍ଥ୍ୟମନ୍ତ୍ରୀ

କଟକ,୨୫।୬(ଶିଳ୍ପା ପ୍ରିୟଦର୍ଶିନୀ): ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ମଙ୍ଗଳବାର ଏସ୍‌ସିବି ମେଡିକାଲ ଗସ୍ତ କରିଛନ୍ତି। ମେଡିକାଲରେ ସମସ୍ତ ବିଭାଗ ଭ୍ରମଣ କରିବା ସହ ଏସ୍‌ସବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri