କାରରୁ ବାହାରିଲା ୨୧୫ କେଜି ଗଞ୍ଜେଇ: ୩ ଗିରଫ

ବ୍ରହ୍ମପୁର,୧୭।୨(ସୁବାସ ଚନ୍ଦ୍ର ପାଢ଼ୀ): ଅବକାରୀ ଗୁଇନ୍ଦା ଉପ ଅଧିକ୍ଷକ କୁବେର ସେଠୀଙ୍କ ନେତୃତ୍ୱରେ ଏକ ଟିମ୍‌ ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଗଜପତି ନଗରରୁ ଏକ କାର ଭିତରୁ ୫୦ କେଜି ଗଞ୍ଜେଇ ଜବତ କରିଛି। ଅଭିଯୁକ୍ତ ଜଣଙ୍କ ଗଜପତି ଜିଲା ଆର. ଉଦୟଗିରି ଥାନା ଅନ୍ତର୍ଗତ ତଣ୍ଡରଙ୍ଗା ଗ୍ରାମର ପବିତ୍ର ପ୍ରଧାନ(୨୯) ।
ଅବକାରୀ ଟିମକୁ ଚକମାଇ ଅନ୍ୟ ଦୁଇଜଣ ଘଟଣାସ୍ଥଳରୁ ଖସି ପଳାଇଥିବା ଟିମ ସୂଚନା ଦେଇଛି।
ଗିରଫ ଅଭିଯୁକ୍ତଙ୍କୁ ଜେରା ପରେ ତଥ୍ୟ ଆଧାରରେ ଟିମ ଫାଷ୍ଟଗେଟ ଛକରୁ ଅନ୍ୟଏକ କାର ଅଟକାଇ ଯାଞ୍ଚ କରିଥିଲା। ସେଥିରୁ ୧୬୫କେଜି ଗଞ୍ଜେଇ ଜବତ ହୋଇଥିଲା। ସେହିଭଳି ଦୁଇଜଣ ଯୁବକଙ୍କୁ ମଧ୍ୟ ଗିରଫ କରାଯାଇଛିି। ସେମାନେ ହେଲେ ଗଜପତି ଜିଲା ଆର. ଉଦୟଗିରି ଥାନା ଅଞ୍ଚଳର ନାଥନ କୁମାର ବୀର(୨୫) ଓ ଖ୍ରୀଷ୍ଟ ରଇତ (୨୮)। ଜେରା ବେଳେ ସେମାନେ ଉକ୍ତ ଗଞ୍ଜେଇ ଗଜପତି ଜିଲାରୁ ଆଣି ବ୍ରହ୍ମପୁର ଦେଇ ଭୁବନେଶ୍ୱର ଚାଲାଣ କରିଥାନ୍ତେ ବୋଲି ଜଣାପଡ଼ିଛି। ମେସ୍‌ ନମ୍ବର ୮୧୧/୨୩-୨୪ ରେ ଉପରୋକ୍ତ ଗିରଫ ତିନି ଅଭିଯୁକ୍ତଙ୍କୁ ଶନିବାର କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରସ୍‌ ଭୋଟିଂ କରିଥିବା ବିଧାୟକଙ୍କୁ ବାସଭବନରେ ପୋଲିସ ସୁରକ୍ଷା

ଭୁବନେଶ୍ୱର, ୧୭।୩(ସୁନିତ୍‌ ମିଶ୍ର): ରାଜ୍ୟ ସଭା ନିର୍ବାଚନରେ କ୍ରସ୍‌ ଭୋଟିଂ କରିଛନ୍ତି ବୋଲି ଅଭିଯୋଗ ଆସିଥିବା ୧୧ ବିଧାୟକଙ୍କୁ ନେଇ ରାଜ୍ୟରେ ଚର୍ଚ୍ଚା ଜୋର୍‌ ଧରିଛି। କଂଗ୍ରେସର…

ବିଧାନସଭାରେ ଏକ ଅଭାବନୀୟ ଦୃଶ୍ୟ: ନବଙ୍କୁ ନେଇ ବିଜେଡି-ଭାଜପା ବିଧାୟକ ଗୋଡ଼ାଗୋଡ଼ି

ଭୁବନେଶ୍ୱର,୧୭।୩(ରବିନାରାୟଣ ଜେନା): ରାଜ୍ୟ ସଭା ନିର୍ବାଚନର ଭୋଟ ଗ୍ରହଣ ବେଳେ ସୋମବାର ଅପରାହ୍ନରେ ବିଧାନସଭାରେ ଏକ ଅଭାବନୀୟ ଦୃଶ୍ୟ ପରିଲକ୍ଷିତ ହୋଇଛି। କେହି କିଛି ବୁଝିବା ପୂର୍ବରୁ…

ରାଜ୍ୟ ସଭା ଫଳାଫଳ ପରେ ନବୀନଙ୍କୁ ଏମିତି କହିଲେ ମୁଖ୍ୟମନ୍ତ୍ରୀ, ରାଜ୍ୟରେ ଚହଳ

ଭୁବନେଶ୍ୱର, ୧୭।୩ (ସୁନିତ୍‌ ମିଶ୍ର): ରାଜ୍ୟ ସଭା ନିର୍ବାଚନରେ ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ, ସୁଜିତ କୁମାର ଏବଂ ଶାସକ ଦଳ ସମର୍ଥିତ ସ୍ବାଧୀନ ପ୍ରାର୍ଥୀ…

ଟ୍ରମ୍ପ କଲେ ବଡ଼ ଦାବି, କହିଲେ ଏହିଦିନ ଶେଷ ହେବ ଇରାନ ସହ ଯୁଦ୍ଧ!

ଓ୍ବାଶିଂଟନ,୧୭।୩: ସୋମବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଥିଲେ ଯେ ଇରାନ ସହିତ ଚାଲିଥିବା ସଂଘର୍ଷ ଖୁବ ଶୀଘ୍ର ଶେଷ ହେବ, କିନ୍ତୁ ସେ ସ୍ପଷ୍ଟ କରିଛନ୍ତି…

ଭୋଟର୍ସ ଲିଷ୍ଟ ସଂଶୋଧନ ପାଇଁ କଡ଼ା ନିର୍ଦ୍ଦେଶ, ଭୋଟର୍ସଙ୍କ ନାଁ ତାଳମେଳ ନଥିଲେ ଏହି ତାରିଖ ସୁଦ୍ଧା କରନ୍ତୁ ଆବେଦନ, ନଚେତ୍‌…

କେସିଙ୍ଗା,୧୭।୩(ତୁମେଶ୍ୱର ସାହୁ) : କଳାହାଣ୍ଡି ଜିଲା କେସିଙ୍ଗା ଏନଏସିରେ ସ୍ବତନ୍ତ୍ର ସଂଘନ ସଂଶୋଧନ ( ଏସଆଇଆର) ପାଇଁ କାର୍ଯ୍ୟନିର୍ବାହୀ ଅଧିକାରୀ ଚିନ୍ମୟ ଆଚାରୀଙ୍କ ନେତୃତ୍ୱରେ ଭୋଟର୍ସ ଲିଷ୍ଟ…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri