Posted inଜାତୀୟ

୨୧୬ ଫୁଟ ଉଚ୍ଚ ଷ୍ଟାଚ୍ୟୁ ଅଫ୍‌ ଇକ୍ୱାଲିଟି ଲୋକାର୍ପିତ…

ହାଇଦ୍ରାବାଦ୍‌, ୫।୨ : ଏକାଦଶ ଶତାବ୍ଦୀର ସନ୍ଥ ରାମାନୁଜାଚାର୍ଯ୍ୟଙ୍କର ୨୧୬ ଫୁଟ ଉଚ୍ଚ ଷ୍ଟାଚ୍ୟୁ ଅଫ୍‌ ଇକ୍ୱାଲିଟି ଲୋକାର୍ପିତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ ଲୋକାର୍ପଣ କରିଛନ୍ତି। ମିଶ୍ରଧାତୁରେ ନିର୍ମିତ ଏହି ମୂର୍ତ୍ତି ରାମଶାବାଦ୍‌ଠାରେ ୪୫ ଏକର ପରିମିତ ଅଞ୍ଚଳରେ ନିର୍ମିତ ମନ୍ଦିର ପରିସରରେ ସ୍ଥାପନା କରାଯାଇଛି। ଏଥିରେ ସୁନା,ରୁପା, ପିତ୍ତଳ, ତମ୍ବା, ଦସ୍ତା ଆଦି ୫ଟି ଧାତୁ ରହିଛି। ପ୍ରତିମାକୁ ୬୪ ଫୁଟ ଉଚ୍ଚ ଆଧାରରେ ସ୍ଥାପିତ କରାଯାଇଛି।

ଏହା ପୃଥିବୀର ଦ୍ୱିତୀୟ ବୃହତମ ପ୍ରତିମା। ଥାଇଲାଣ୍ଡରେ ଥିବା ୩୦୨ ପୁଟ ଉଚ୍ଚ ବୁଦ୍ଧଦେବଙ୍କ ପ୍ରତିମା ସର୍ବ ବୃହତ୍‌।
ଏହି ମନ୍ଦିର ନିର୍ମାଣ କାର୍ଯ୍ୟ ୨୦୧୪ରେ ଆରମ୍ଭ ହୋଇଥିଲା।
ରାମାନୁଜଙ୍କର ଏକ ପ୍ରତିମା ମନ୍ଦିର ଭିତରେ ମଧ୍ୟ ସ୍ଥାପିତ ହୋଇଛି। ଏହାକୁ ୧୨୦ କିଲୋଗ୍ରାମ୍‌ ସୁନାରେ ନିର୍ମାଣ କରାଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦର ମନ୍ଦିରର ଆଭ୍ୟନ୍ତରୀଣର ଲୋକାର୍ପଣ ଫେବୃୟାରୀ ୧୩ରେ କରିବେ।
ମନ୍ଦିର ନିର୍ମାଣ ପରିଯୋଜନାରେ ମୋଟ ୧,୦୦୦ କୋଟି ଟଙ୍କା ବ୍ୟୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍‌ରେ ପୁଣି ହେବ କି ଭାରତ-ପାକିସ୍ତାନ ମ୍ୟାଚ୍‌: ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୦।୨: ଟି୨୦ ବିଶ୍ୱକପର ୨୭ତମ ଲିଗ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧…

ଆଗାମୀ ଦୁଇଦିନ ବଜ୍ରପାତ ସହ ପ୍ରବଳ ବର୍ଷା! ଏସବୁ ଜିଲାକୁ ହାଇ ଆଲର୍ଟ…

ନୂଆଦିଲ୍ଲୀ,୨୦।୨: ୨୪ ଘଣ୍ଟା ଭିତରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୁତ ହୋଇଛି । ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ ଆଗାମୀ ୨…

ବିଧାନସଭାରୁ ଆସିଲା ସାଂଘାତିକ ଚିତ୍ର, ପୁଣି ବଢ଼ିଲା ଡ୍ରପ୍‌ ଆଉଟ୍‌, ୧୨.୮%ରୁ ବଢ଼ି…

ଭୁବନେଶ୍ୱର,୨୦ା୨: ଡ୍ରପ୍‌ ଆଉଟକୁ ନେଇ ବିଧାନସଭାରୁ ଆସିଛି ସାଂଘାତିକ ଚିତ୍ର। ପୁଣି ବଢ଼ିଛି ଡ୍ରପ୍‌ ଆଉଟ୍‌। ଏହା ୧୨.୮%ରୁ ବଢ଼ି ୧୫%ରେ ପହଞ୍ଚିଛି। ୨୦୨୪-୨୫ ଶିକ୍ଷାବର୍ଷରେ ୯ମ…

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

ଜେଏସଡବ୍ଲୁଓ-ପୋସ୍କୋ ଷ୍ଟିଲ ପ୍ଲାଣ୍ଟ ପାଇଁ ବଡ଼ ସର୍ତ୍ତ ରଖିଲେ ଗ୍ରାମବାସୀ: ଜମି ଏକର ପିଛା ୭୫ କୋଟି ଟଙ୍କା ସହ…

ପାଟଣା,୨୦।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ରେ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ତୃତୀୟ ଗ୍ରାମ ସଭା ପାଟଣା ବ୍ଲକ ଚେମେଣା ପଞ୍ଚାୟତ ରେଙ୍ଗାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri