Posted inଜାତୀୟ

ପାକ୍‌ ଭିଜା ଥିବା ୨୧୮ କଶ୍ମୀର ଯୁବକ ନିଖୋଜ

ନୂଆଦିଲ୍ଲୀ, ୨୭ା୬: ଜମ୍ମୁ-କଶ୍ମୀରର ୨୧୮ ଯୁବକଙ୍କ ପତ୍ତା ମିଳୁନି। ୨୦୧୭ ଜାନୁୟାରୀରୁ ପାକିସ୍ତାନ ହାଇକମିଶନ ପକ୍ଷରୁ ଜମ୍ମୁ-କଶ୍ମୀରର ୩୯୯ ଯୁବକଙ୍କୁ ଭିଜା ପ୍ରଦାନ କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୨୧୮ ଯୁବକଙ୍କ ଖୋଜ ଖବର ମିଳୁ ନ ଥିବାରୁ ମନ୍ଦ ଉଦ୍ଦେଶ୍ୟରେ ସେମାନଙ୍କୁ ପାକିସ୍ତାନ ବ୍ୟବହାର କରିପାରେ ବୋଲି ସନ୍ଦେହ ସୃଷ୍ଟିହୋଇଛି। ସେମାନଙ୍କୁ ପ୍ରଶିକ୍ଷଣ ଦେଇ ଜମ୍ମୁ-କଶ୍ମୀରରେ ଷଡ଼ଯନ୍ତ୍ର ରଚିପାରେ ବୋଲି ଆଶଙ୍କା କରାଯାଉଛି। ଗୋଇନ୍ଦା ବିଭାଗ ପକ୍ଷରୁ ଏନେଇ ସତର୍କ କରାଯାଇଛି। ଜମ୍ମୁ-କଶ୍ମୀର ଯୁବକଙ୍କୁ ପାକିସ୍ତାନ ଟାର୍ଗେଟ କରି ସେମାନଙ୍କୁ ପ୍ରଶିକ୍ଷଣ, ଅସ୍ତ୍ରଶସ୍ତ୍ର ଯୋଗାଇ ୨୦୧୯ ଫେବୃୟାରୀରେ ହୋଇଥିବା ପୁଲ୍‌ଓ୍ବାମା ଆକ୍ରମଣ ଭଳି କାର୍ଯ୍ୟରେ ବ୍ୟବହାର କରିପାରେ ବୋଲି ସନ୍ଦେହ କରାଯାଉଛି। ଗତ ଏପ୍ରିଲ ୫ରେ ସୁରକ୍ଷାକର୍ମୀଙ୍କ ଗୁଳିରେ ନିହତ ହୋଇଥିବା ୫ ଆତଙ୍କବାଦୀଙ୍କ ମଧ୍ୟରୁ ୩ ଜମ୍ମୁ-କଶ୍ମୀରର ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri