Posted inଜାତୀୟ

ଆଇସିୟୁରେ ଭର୍ତ୍ତି ହେଲେ ମୁଲାୟମ

ନୂଆଦିଲ୍ଲୀ,୧୧।୬: ଉତ୍ତରପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ୍‌ ସିଂ ଯାଦବଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁଗ୍ରାମ୍‌ ସ୍ଥିତ ମେଦାନ୍ତ ହସ୍ପିଟାଲରେ ତାଙ୍କର ଚିକିତ୍ସା ଜାରି ରହିଛି। ରବିବାର ଲକ୍ଷ୍ନୌର ରାମ ମନୋହର ଲୋହିଆ ହସ୍ପିଟାଲରୁ ତାଙ୍କୁ ଡିସଚାର୍ଜ କରାଯାଇଥିଲା। ବ୍ଲଡପ୍ରେସର ବଢ଼ିଯିବାରୁ ତାଙ୍କୁ ହସ୍ପିଟାଲ ଅଣାଯାଇଥିଲା। ସୋମବାର ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଭେଟିବା ପରେ ମୁଲାୟମ୍‌ ଅସୁସ୍ଥ ହୋଇପଡ଼ିଥିଲେ।


All Right Reserved By

ତିହାର ଜେଲ୍‌ ଗଲେ ସେନଗର: ୭ ଅଗଷ୍ଟରେ ପରବର୍ତ୍ତି ଶୁଣାଣି

ନୂଆଦିଲ୍ଲୀ,୫।୮: ଉନ୍ନାଓ ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ତଥା ଭାଜପାର ବହିଷ୍କୃତ ବିଧାୟକ କୁଲଦୀପ ସିଂ ସେନଗର ସୋମବାର ଦିଲ୍ଲୀର ତିସ୍‌ ହଜାରି କୋର୍ଟରେ ହାଜର...

ଉଦ୍ଧାର ହେଲେ ଅପହୃତ ହୋଇଥିବା ୪ ବର୍ଷର ବାଳକ ଯଶହିତ

ଇଷ୍ଟ ଗୋଦାବରୀ,୨୫।୭: ଆନ୍ଧ୍ର ପ୍ରଦେଶର ପୂର୍ବ ଗୋଦାବରୀରୁ ଅପହୃତ ହୋଇଥିବା ୪ ବର୍ଷର ବାଳକ ଏନ୍‌ ଯଶହିତଙ୍କର ସନ୍ଧାନ ମିଳିଛି। ପୂର୍ବ ଗୋଦାବରୀର ମଣ୍ଡାପେଟା ସହରରେ...

ସମାଜ କାମରେ ଆସୁ ନ ଥିବା ପାଠପଢ଼ା ନୁହେଁ ପ୍ରକୃତ ଶିକ୍ଷା: ଉପରାଷ୍ଟ୍ରପତି

ଚଣ୍ଡିଗଡ଼,୨୯।୪: ସମାଜ କାମରେ ଆସୁ ନ ଥିବା ପାଠପଢ଼ା ପ୍ରକୃତ ଶିକ୍ଷା ନୁହେଁ ବୋଲି ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ କହିଛନ୍ତି। ପଞ୍ଜାବ ବିଶ୍ୱବିଦ୍ୟାଳୟର ଏକ ଦିକ୍ଷାନ୍ତ...

ରାଜ୍ୟ ସଭା ସାଇନ-ଏ-ଡାଏ

ନୂଆଦିଲ୍ଲୀ,୮ା୮(ପି.ଟି.): ରାଜ୍ୟ ସଭାକୁ ବୁଧବାରଠାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯାଇଛି। ଜୁନ୍‌ ୨୦ରେ ଆରମ୍ଭ ହୋଇଥିବା ପାର୍ଲାମେଣ୍ଟ ଅଧିବେଶନ ଜୁଲାଇ ୨୬ରେ ଶେଷ...

ଉମା ଭାରତୀଙ୍କୁ ଭେଟି ଭାବୁକ ହେଲେ ସାଧ୍ୱୀପ୍ରଜ୍ଞା

ଭୋପାଳ,୨୯।୪: ଲୋକ ସଭା ନିର୍ବାଚନକୁ ନେଇ ମଧ୍ୟ ପ୍ରଦେଶର ଭୋପାଳ ଆସନରେ ଏକ ରୋମାଞ୍ଚକର ଲଢେଇ ଦେଖିବାକୁ ମିଳିଛି। ଏଠାରେ ଭାଜପା ଟିକେଟରୁ ସାଧ୍ୱୀ ପ୍ରଜ୍ଞା...

୯୨ ରାଷ୍ଟ୍ରାୟତ କମ୍ପାନୀରେ ବିନିବେଶ ଯୋଜନା: ମୋଦି ସରକାରଙ୍କୁ ଚେତାବନୀ ଦେଲା ସ୍ବଦେଶୀ ଜାଗରଣ ମଞ୍ଚ

ପୁଣେ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଦେଶର ୯୨ଟି ରାଷ୍ଟ୍ରାୟତ କମ୍ପାନୀରେ ବିନିବେଶ ଯୋଜନା କାର୍ଯ୍ୟକାରୀ କରିବା ପାଇଁ ଯୋଜନା କରିଛନ୍ତି। ଏସବୁ କମ୍ପାନୀ ମଧ୍ୟରେ...

ସିକିମ୍‌ରେ ସରକାର ଗଠନ ଲାଗି ଏସ୍‌କେଏମ୍‌ର ଦାବି

ଗାଙ୍ଗଟକ୍‌,୨୬ା୫(ପି.ଟି.): ସିକିମ୍‌ କ୍ରାନ୍ତିକାରୀ ମୋର୍ଚ୍ଚା (ଏସ୍‌କେଏମ୍‌)ର ଏକ ପ୍ରତିନିଧି ଦଳ ଏହାର ଅଧ୍ୟକ୍ଷ ପି.ଏସ୍‌. ଗୋଲେଙ୍କ ନେତୃତ୍ୱରେ ଶନିବାର ରାଜ୍ୟପାଳ ଗଙ୍ଗାପ୍ରସାଦଙ୍କୁ ଭେଟି ପରବର୍ତ୍ତୀ ସରକାର...

କଂଗ୍ରେସକୁ ଝଟ୍‌କା: ସଞ୍ଜୟ ସିଂ ରାଜ୍ୟ ସଭାରୁ ଦେଲେ ଇସ୍ତଫା; ଭାଜପାରେ ଯୋଗଦେବା ସମ୍ଭାବନା

ନୂଆଦିଲ୍ଲୀ,୩୦।୭: କଂଗ୍ରେସକୁ ଗୋଟିଏ ପରେ ଗୋଟିଏ ଝଟ୍‌କା ଲାଗି ଚାଲିଛି। ମଙ୍ଗଳବାର କଂଗ୍ରେସ ବରିଷ୍ଠ ରାଜ୍ୟ ସଭା ସଦସ୍ୟ ଇସ୍ତଫା ଦେଇଛନ୍ତି। ସେ ଖୁବ୍‌ ଶୀଘ୍ର...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *