ନିର୍ମାଣ ଶ୍ରମିକଙ୍କୁ ସହାୟତା ରାଶି ବଣ୍ଟନ

ବୌଦ୍ଧ, ୯ା୪(ସ୍ବ.ପ୍ର) ରାଜ୍ୟ ସରକାର ଲକଡାଉନ ସମୟରେ ଗରିବ ଖଟିଖିଆଙ୍କ ପାଇଁ ସହାୟତା ଘୋଷାଣା କରିଛନ୍ତି। ଏହିକ୍ରମରେ ବୌଦ୍ଧ ଜିଲାରେ ନିର୍ମାଣ ଶ୍ରମିକଙ୍କୁ ଏହି ସହାୟତା ରାଶି ବଣ୍ଟନ ଆରମ୍ଭ ହୋଇଛି। ବାପୁଜୀନଗରଠାରେ ବୌଦ୍ଧ ଏନଏସି ନିର୍ବାହୀ ଅଧିକାରୀ ଇଂ. ମନୋରଞନ ପଣ୍ଡା ଓ ଜିଲା ଶ୍ରମ ଅଧିକାରୀ ନରେନ୍ଦ୍ର ରାଇକା ପହଞ୍ଚି କରୋନା ସଂକ୍ରମଣରୁ ରକ୍ଷା ପାଇବା ପାଇଁ ସାମାଜିକ ଦୂରତା ରକ୍ଷା କରିବାକୁ ଲୋକଙ୍କୁ ବୁଝାଇଥଇଲେ। ଏଥିସହିତ ପଞ୍ଜୀକୃତ ୧୦ଜଣ ନିର୍ମାଣ ଶ୍ରମିକଙ୍କୁ ୧୫୦୦ ଟଙ୍କା ଲେଖାଏ ସହାୟତା ରାଶି ପ୍ରଦାନ କରିଥିଲେ। ଜିଲାର ସମସ୍ତ ପଞ୍ଜୀକୃତ ନିର୍ମାଣ ଶ୍ରମିକଙ୍କୁ ଏହି ସହାୟତା ରାଶି ପ୍ରଦାନ କରାଯିବ।


All Right Reserved By Dharitri.Com

କୋଭିଡ୍‌ ହସ୍ପିଟାଲ୍‌ କର୍ମଚାରୀ ଆନ୍ଦୋଳନରେ ବସିଲେ

କେନ୍ଦୁଝର,୨୬ା୫(ଡି.ଏନ୍‌.ଏ.)-ଛଟେଇ ପ୍ରତିବାଦରେ କେନ୍ଦୁଝର ସହର ଉପକଣ୍ଠ ରାଙ୍କିସ୍ଥିତ ସ୍ବତନ୍ତ୍ର କୋଭିଡ଼ ହସ୍ପିିଟାଲ୍‌ର କର୍ମଚାରୀମାନେ ସୋମବାର ଆନ୍ଦୋଳନରେ ବସିଥିଲେ। କୋଭିଡ ହସ୍‌ପିଟାଲ ପାଇଁ ସମସ୍ତ ଖର୍ଚ୍ଚ ଜିଲା...

ଆଖିରେ ରାଉଣ୍ଡର ବାଜି ଛାତ୍ର ଗୁରୁତର ହେବା ପ୍ରତିବାଦ: ଶିକ୍ଷକଙ୍କ ଅବହେଳାକୁ ନେଇ ସ୍କୁଲରେ ତାଲା ପକାଇଲେ ଅଭିଭାବକ

ତୁମୁଡ଼ିବନ୍ଧ,୧୯।୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ମୁଣ୍ଡିଗଡ଼ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ଛାତ୍ରଙ୍କ ଆଖିରେ ରାଉଣ୍ଡର ବାଜି ଗୁରୁତର ହେବା ଘଟଣା ପ୍ରତିବାଦରେ ଗୁରୁବାର...

ରେଳଧାରଣା କଡ଼ରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ

ବନ୍ତ,୬।୧(ସ୍ବ.ପ୍ର.)- ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ବନ୍ତ ବ୍ଲକ ଅଳଉତି ଗ୍ରାମର ଗତ ୪ ଦିନ ଧରି ନିଖୋଜ ଥିବା ଜଣେ ବୃଦ୍ଧାଙ୍କ ମୃତଦେହ ସୋମବାର...

ସଶସ୍ତ୍ର ଡକାୟତି: ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ନଗଦ ଟଙ୍କା, ୨ ବାଇକ ଲୁଟ୍‌

ଓଡ଼ଗାଁ, ୧୩।୮(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା ଅନ୍ତର୍ଗତ ଗୋଠଣ ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ସଶସ୍ତ୍ର ଡକାୟତି ହୋଇଛି। ୪ରୁ ୫ ଡକାୟତ...

୨୮୫୦ ଫଟୋ ପୋଷ୍ଟ ଲାଗି ରାଜେନ୍ଦ୍ରଙ୍କୁ ମୋବାଇଲ ଉପହାର

ସିମୁଳିଆ, ୨୭।୭(ଡି.ଏନ.ଏ.)- ଓଡ଼ିଶାର ଗ୍ରାମାଞ୍ଚଳ ସମେତ ବିଭିନ୍ନ ଅଞ୍ଚଳର ଫଟୋ ଉଠାଇ ଇନ୍‌ଷ୍ଟାଗ୍ରାମ ଓ ଫେସ୍‌ବୁକ ପରି ସୋସିଆଲ ମିଡ଼ିଆରେ ପ୍ରଚାର କରିବା ଯୋଗୁ ରାଜେନ୍ଦ୍ର...

ଗୁହାଳରେ ଅଗ୍ନିକାଣ୍ଡ: ୨ ଗୋରୁ ଜୀବନ୍ତ ଦଗ୍ଧ, ୭ ଗୁରୁତର

ପଟ୍ଟାମୁଣ୍ଡାଇ,୬।୧୧(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ପେଣ୍ଠପାଳ ପଞ୍ଚାୟତ ନାହିଆଡ଼ିଆ ଗ୍ରାମରେ ଅଗ୍ନିକାଣ୍ଡ ଘଟି ୪ ଗୁହାଳ ଭସ୍ମୀଭୂତ ହୋଇଛି । ଗୁହାଳରେ ବନ୍ଧା ହୋଇଥିବା...

ରାସ୍ତା କାମ ବିଳମ୍ବ ନେଇ ଅସନ୍ତୋଷ

ବାଲେଶ୍ୱର ଅଫିସ, ୭।୩-ବାଲେଶ୍ୱର ପୌରପାଳିକା ଅଧୀନ ୪୦ ରାସ୍ତା କାର୍ଯ୍ୟ ଆରମ୍ଭରେ ଅହେତୁକ ବିଳମ୍ବ କରାଯାଉଛି। ଏନେଇ ଶୁକ୍ରବାର ଜିଲା ଭାଜପା କାର୍ଯ୍ୟାଳୟରେ ଏକ ଖବରଦାତା...

ଏସ୍‌ସିବି ପୁନର୍ବିନ୍ୟାସ: କ୍ଷତିଗ୍ରସ୍ତଙ୍କ ଥଇଥାନ ପାଇଁ ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫।୧(ବ୍ୟୁରୋ): କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍‌ପିଟାଲ(ଏସ୍‌ସିବି) ପୁନର୍ବିନ୍ୟାସ କାର୍ଯ୍ୟକ୍ରମରେ କ୍ଷତିଗ୍ରସ୍ତଙ୍କ ପାଇଁ ଥଇଥାନ ଏବଂ ସହାୟତା ପ୍ୟାକେଜକୁ ଶନିବାର ମୁଖ୍ୟମନ୍ତ୍ରୀ ନବୀନ...

Leave a comment

Your email address will not be published. Required fields are marked *