ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଛୁଇଁଲା ୧୨୯୭

ମୁମ୍ବାଇ,୯।୪: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫ ହଜାର ଅତିକ୍ରମ କରି ସାରିଥିବା ବେଳେ ମହାରାଷ୍ଟ୍ରରେ ସର୍ବାଧିକ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଗୋଟିଏ ଦିନରେ ୧୬୨ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ସେଠାରେ ୧୨୯୭ କରୋନା ଭାଇରସରେ ସଂକ୍ରମିତ ଥିବା ଜଣାପଡିଛି। ମହାରାଷ୍ଟ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଦ୍ୱାରା ଏହି ସୂଚନା ଦେଇଛନ୍ତି।


All Right Reserved By Dharitri.Com

୩୦ଥର ଦଣ୍ଡ ବୈଠକ କଲେ ମାଗଣାରେ ମିଳିବ ପ୍ଲାଟଫର୍ମ ଟିକେଟ

ନୂଆଦିଲ୍ଲୀ,୨୧।୨: ୧୦ଟଙ୍କାର ପ୍ଲାଟଫର୍ମ ଟିକେଟକୁ ମାଗଣାରେ ନେବାକୁ ଚାହୁଁଛନ୍ତି। ଯଦି ହଁ ତେବେ ଆପଣଙ୍କୁ ଏଥିପାଇଁ କିଛି ସର୍ତ୍ତ ପୁରା କରିବାକୁ ପଡ଼ିବ। ଆଉ ଏହି...

ଏଏନ୍‌-୩୨ ବିମାନର ଭଗ୍ନାବଶେଷ ମିଳିବା ପରେ ଏବେ ୧୩ ନିଖୋଜ ବ୍ୟକ୍ତିଙ୍କ ସର୍ଚ୍ଚ ଅପରେଶନ ଆରମ୍ଭ

ଇଟାନଗର,୧୨।୬: ଜୁନ ୩ରେ ନିଖୋଜ ହୋଇଥିବା ବାୟୁସେନା ବିମାନ ଏଏନ-୩୨ର କିଛି ଭଗ୍ନାଂଶକୁ ଏମ୍‌ଆଇ-୧୭ ହେଲିକେପ୍ଟର ମଙ୍ଗଳବାର ଠାବ କରିବା ପରେ ବାୟୁସେନା ପକ୍ଷରୁ ଏବେ...

କଂଗ୍ରେସକୁ ଟାର୍ଗେଟ କଲେ ଶାହ

ଦିସପୁର,୯।୯: ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ସୋମବାର ଆସାମ ଗସ୍ତରେ ଯାଇ ସେଠାରେ ଆୟୋଜିତ ନର୍ଥ ଇଷ୍ଟ ଡେମୋକ୍ରେଟିକ୍‌ ଆଲାଏନ୍ସ(ଏନ୍‌ଇଡିଏ)ରେ ଯୋଗ ଦେଇଥିଲେ। ଏଠାରେ ଉଦ୍‌ବୋଧନ ଦେବା...

ଘୂର୍ଣ୍ଣିବାତ୍ୟା ‘ମାହା’ର ପ୍ରଭାବ: ଗୁଜରାଟରେ ପ୍ରବଳ ବର୍ଷା ସମ୍ଭାବନା

ନୂଆଦିଲ୍ଲୀ,୩।୧୧: ଆରବ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିଝଡ ‘ମାହା’ର ପ୍ରଭାବରେ ଭାରତର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରିଛି କେନ୍ଦ୍ରୀୟ ପାଣିପାଗ...

ମୋଦିଙ୍କୁ ଛାଡ଼ିଛନ୍ତି ମୁସଲମାନ

ନୂଆଦିଲ୍ଲୀ,୨୨ା୫: ଦେଶର ସମସ୍ତ ସରକାରୀ ସଂସ୍ଥା ଉପରେ ଭାରତୀୟ ମୁସଲମାନମାନଙ୍କ ଅଗାଧ ବିଶ୍ୱାସ ରହିଛି। କେବଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ସରକାରଙ୍କ ଉପରେ...

ଭାରତରେ ବଢ଼ିଚାଲିଛି ସଂକ୍ରମଣ: ନିଜ ନାଗରିକଙ୍କୁ ଫେରାଇନେବ ଚାଇନା

ନୂଆଦିଲ୍ଲୀ,୨୫ା୫-ଭାରତ-ଚାଇନା ସୀମାରେ ଗତ କିଛିଦିନ ହେଲା ଉତ୍ତେଜନା ଲାଗି ରହିଛି। ଏହାର ସମାଧାନ ଲାଗି ଉଭୟ ପକ୍ଷ ମଧ୍ୟରେ ଆଲୋଚନା ଜାରି ରହିଥିଲେ ହେଁ ସମାଧାନର...

ନାଗରିକତ୍ୱ ସଂଶୋଧନ ଆଇନ ବିରୋଧରେ ହିଂସାତ୍ମକ ଆନ୍ଦୋଳନ: ବିଶ୍ୱ ନଜରରେ ଉତ୍ତରପୂର୍ବାଞ୍ଚଳ

ଓ୍ବାଶିଂଟନ/ଲଣ୍ଡନ,୧୫ା୧୨(ପି.ଟି.): ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ବିରୋଧ କରି ଉତ୍ତରପୂର୍ବ ଭାରତରେ ହିଂସାତ୍ମକ ଆନ୍ଦୋଳନ ଜାରି ରହଛି। ଏହି ପରିପ୍ରେକ୍ଷୀରେ ବିଶ୍ୱ ସମୁଦାୟର ନଜର ଉତ୍ତର-ପୂର୍ବ...

ଆଗାମୀ ଦିନରେ ସ୍ଥିତି ସମ୍ଭାଳିବା କଷ୍ଟକର ହୋଇପାରେ, କଣ୍ଟ୍ରାକ୍ଟ ଟ୍ରେସିଂ ପୂର୍ବରୁ ନିଜେ ଆଗକୁ ଆସି ସଂକ୍ରମଣକୁ କମ୍ କରନ୍ତୁ

ଭୁବନେଶ୍ବର, ୪।୪(ବ୍ୟୁରୋ) : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୦ ରେ ପହଁଞ୍ଚିଛି । ଯେତେବଳେ ଜଣେ ବ୍ୟକ୍ତି ପଜିଟିଭ ଚିହ୍ନଟ ହୁଅନ୍ତି, ସେତେବେଳେ ସରକାରୀ...

Leave a comment

Your email address will not be published. Required fields are marked *