ବୌଦ୍ଧ ଆରଏସଏସ ପକ୍ଷରୁ ମାସ୍କ ବଣ୍ଟନ

ବୌଦ୍ଧ, ୯ା୪(ସ୍ବ.ପ୍ର)-ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ବୌଦ୍ଧ ଶାଖା ପକ୍ଷରୁ କରୋନା ସଚେତନତା ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ସାନିଟାଇଜେସନ ସହ ଲୋକମାନଙ୍କୁ ମାସ୍କ ବଣ୍ଟନ କରାଯାଇଛି। ଜିଲା ସଂଘ ଚାଳକ ସୂର୍ଯ୍ୟକାନ୍ତ ଦଳବେହେରା ଓ ନଗର କାର୍ଯ୍ୟବାହ ପଦ୍ମ ଚରଣ ମେହେରଙ୍କ ନେତୃତ୍ୱରେ ରୋଗୀ ତଥା ସେମାନଙ୍କ ସହଯୋଗୀମାନଙ୍କୁ ୨୫୦ଟି ମାସ୍କ ବଣ୍ଟନ ସହିତ ସାମାଜିକ ଦୂରତା ରକ୍ଷା କରିବାକୁ ସଚେତନତା ସୃଷ୍ଟି କରାଯାଇଥିଲା। ଏଥିରେ ଡାକ୍ତରଖାନାର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ।


All Right Reserved By Dharitri.Com

ପୁରୀରେ ପହଞ୍ଚିଲା ୫ମ ପର୍ଯ୍ୟାୟ ରଥକାଠ

ପୁରୀ ଅଫିସ,୧୧।୪: ଆସନ୍ତା ଜୁନ୍‌ ୨୩ରେ ରଥଯାତ୍ରା। ଏଥିଲାଗି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ୩ରଥ ନିର୍ମାଣ ଲାଗି ଶନିବାର ପୁରୀରେ ପହଞ୍ଚିଛି...

ବେଧଡ଼କ ଚାଲିଛି ପାଣି ପାଇପ ଚୋରି

କେନ୍ଦୁଝର, ୧୬ା୭ (ସ୍ବ.ପ୍ର.)- ସଦର ଥାନା ଅନ୍ତର୍ଗତ ବଡଘାଗରା ଜଳଭଣ୍ଡାରକୁ ଯାଇଥିବା ରାସ୍ତାକଡରେ ଜଳ ଯୋଗାଣ ପାଇଁ ବିଛାଯାଇଥିବା ପୁରୁଣା ପାଇପ ବେଧଡକ ଚୋରି ହେଉଛି।...

ବିଜେପୁର ଲାଉମୁଣ୍ଡାରେ ଫାଙ୍କା ଗୁଳିଚାଳନା, ୩ ଅଭିଯୁକ୍ତଙ୍କୁ କାବୁକଲେ ଗ୍ରାମବାସୀ

ବିଜେପୁର,୭।୬(ଡି.ଏନ୍‌.ଏ): ବରଗଡ଼ ଜିଲା ବିଜେପୁର ଆସନରୁ ମୁଖ୍ୟମନ୍ତ୍ରୀ ଇସ୍ତଫା ଦେବାପରେ ଉପନିର୍ବାଚନ ହେବା ସ୍ପଷ୍ଟ ହୋଇଛି। ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ଉପନିର୍ବାଚନ ନେଇ ଘୋଷଣା ହୋଇ...

ଭୋକିଲା ଲୋକଙ୍କୁ ରନ୍ଧାଖାଦ୍ୟ ଯୋଗାଉଛି ଆଦିବାସୀ ସଂଘ

ଲୋଇସିଂହା, ୩୦ା୩(ଡି.ଏନ.ଏ)-ବଲାଙ୍ଗୀର ଜିଲା ଲୋଇସିଂହାରେ ଫସି ରହିଥିବା ଜିଲା ତଥା ରାଜ୍ୟ ବାହାର ଲୋକଙ୍କୁ ଆାଦିବାସୀ ସଂଘ ପକ୍ଷରୁ ଦୁଇବେଳା ରନ୍ଧାଖାଦ୍ୟ ଯୋଗାଇ ଦିଆଯାଉଛି ା...

ଖୁଜେନପାଲି କୁଷ୍ଠରୋଗୀଙ୍କୁ ରନ୍ଧାଖାଦ୍ୟ ପରଶିଲେ ବଲାଙ୍ଗୀର ଏସ୍‌ପି

ବଲାଙ୍ଗୀର, ୨୫ା୪(ଡି.ଏନ୍‌.ଏ.): ରାଜ୍ୟରେ ଜାରି ରହିଥିବା ଲକ୍‌ଡାଉନ ସମୟରେ ବଲାଙ୍ଗୀର ପୋଲିସ ଗରିବ ଓ ଅସହାୟ ଲୋକଙ୍କୁ ମାସେ ହେଲା ରନ୍ଧାଖାଦ୍ୟ ବଣ୍ଟନ କରୁଛନ୍ତି। ଖୁଜେନପାଲିରେ...

ଜାତୀୟ ରାଜପଥ ୫୯ ନଂ. ଉପରେ ପାଣି

ହିଞ୍ଜିଳିକାଟୁ/ଶେରଗଡ,୭ା୯(ଡ଼ି.ଏନ୍‌.ଏ)-ଲଗାଣ ବର୍ଷାରେ ବେହାଲ ହୋଇଛି ହିଞ୍ଜିଳିକାଟୁ ଓ ଶେରଗଡ। ବର୍ଷା ପ୍ରଭାବରେ ଜାତୀୟ ରାଜପଥ ନଂ-୫୯ର ହିଞ୍ଜିଳିକାଟୁ ବ୍ଲକ ମକରଝୋଳ, ପୋଚିଲିମା, ସୋମପୁର, ପୋଡ଼ିଙ୍ଗୀଠାରେ ରାସ୍ତା...

ବାଘ ଗୁଜବ: ନିରାଶରେ ଫେରିଲେ ବନ କର୍ମଚାରୀ

ତିହିଡ଼,୩୦ା୧୦(ଡି.ଏନ୍‌.ଏ.)- ଭଦ୍ରକ ଜିଲା ତିହିଡ଼ି ବ୍ଲକ ସୟା ପଞ୍ଚାୟତ ଅଧୀନ ମଥୁରାପୁର ଗ୍ରାମ ନିକଟସ୍ଥ କେନାଲ ଆଡ଼ିରେ ମଙ୍ଗଳବାର ସକାଳେ ଏକ ବାଘ ବୁଲୁଥିବା ଖବର...

ଚାରିଛକ ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅଘଟଣ: ରୋଗୀଙ୍କ ଉପରେ ପଡ଼ିଲା କଂକ୍ରିଟ୍‌ ଖଣ୍ଡ, ୩ ଆହତ

ନିମାପଡ଼ା,୧୨ା୧(ଡି.ଏନ୍‌.ଏ.): ନିମାପଡ଼ା ବ୍ଲକ ଅନ୍ତର୍ଗତ ଚାରିଛକ ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ମହିଳା ଓ୍ବାର୍ଡର ଛାତରୁ କଂକ୍ରିଟ୍‌ ଖଣ୍ଡ ଖସିପଡ଼ିବା ଯୋଗୁ...

Leave a comment

Your email address will not be published. Required fields are marked *