Posted inଜାତୀୟ

ପତ୍ନୀ, ଝିଅଙ୍କୁ ଗୁଳି କରିବା ପରେ ଆତ୍ମହତ୍ୟା କଲେ ବ୍ୟବସାୟୀ

ପାଟନା,୧୧।୬: ବିହାରର ରାଜଧାନୀ ପାଟନାରେ ହୋଇଥିବା ଟ୍ରିପଲ୍‌ ମର୍ଡର ଘଟଣା ମଙ୍ଗଳବାର ସାରା ରାଜ୍ୟକୁ ଚମକାଇ ଦେଇଛି। ପାଟନାରେ ରହୁଥିବା ଜଣେ ବ୍ୟବସାୟୀ ନିଜ ଝିଅ ଓ ପତ୍ନୀଙ୍କୁ ଗୁଳି କରିବା ପରେ ନିଜେ ଆତ୍ମହତ୍ୟା କରିଥିବା କୁହାଯାଉଛି। ମଙ୍ଗଳବାର ସକାଳୁ ତାଙ୍କ ଘରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ୩ଟି ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ତାଙ୍କର ଏକମାତ୍ର ପୁଅକୁ ଗୁରୁତର ଅବସ୍ଥାରେ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ ପାରିପାର୍ଶ୍ୱିକ ସ୍ଥିତିରୁ ଯାହା ଅନୁମାନ କରାଯାଉଛି ବ୍ୟବସାୟୀ ଜଣକ ପ୍ରଥମେ ଝିଅ ଓ ପତ୍ନୀଙ୍କୁ ଗୁଳି କରିମାରିବା ପରେ ନିଜେ ଆତ୍ମହତ୍ୟା କରିଛନ୍ତି। ହେଲେ ସେ କାହିଁକି ଏପରି କରିଛନ୍ତି ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନାହିଁ।


All Right Reserved By Dharitri.Com

ମନ୍ତ୍ରୀଙ୍କ କାମ ଅର୍ଥ ବ୍ୟବସ୍ଥା ସୁଧାରିବା, କମେଡି ସର୍କସ ଚଲାଇବା ନୁହେଁ: ପ୍ରିୟଙ୍କା

ନୂଆଦିଲ୍ଲୀ,୧୯।୧୦: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା କେନ୍ଦ୍ରମନ୍ତ୍ରୀ ପିୟୁଷ ଗୋଏଲଙ୍କ ଉପରେ ବର୍ଷିଛନ୍ତି। ଅର୍ଥନୀତିରେ ନୋବେଲ ପୁରସ୍କାର ପାଇଁ ମନୋନୀତ ହୋଇଥିବା ଅଭିଜିତ ବାନାର୍ଜୀଙ୍କ...

ମୁଖ୍ୟମନ୍ତ୍ରୀ ପଦ ପ୍ରତ୍ୟେକ ଦିନ ମୋ ପାଇଁ ଶେଷଦିନ, ଏମିତି କହି କାନ୍ଦିଲେ କୁମାରସ୍ବାମୀ

ମାଣ୍ଡ୍ୟା,୧୬।୪: ନିର୍ବାଚନ ପ୍ରଚାର ସମୟରେ ନେତାମାନେ ଭାବୁକ ହୋଇ ଭୋଟରଙ୍କ ସମର୍ଥନ ଲୋଡ଼ିବା କୌଣସି ବଡ଼ କଥା ନୁହେଁ। ବହୁଥର ନେତାମାନେ କୁମ୍ଭୀର କାନ୍ଦଣା କାନ୍ଦି...

ପ୍ରବଳ ବର୍ଷା: ଜାତୀୟ ରାଜପଥରେ ବଡ଼ ଫାଟ

ବେଙ୍ଗାଲୁରୁ,୬।୮: ପ୍ରବଳ ବର୍ଷାଯୋଗୁ କର୍ନାଟକର କେତେକ ଜିଲାର ସାଧାରଣ ଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ସ୍ଥାନୀୟ ବେଲଗାବି ଜିଲାର ନିପ୍ପାନି ଠାରେ ଥିବା ଜାତୀୟ ରାଜପଥ-୪ରେ ପ୍ରବଳ...

ମୁକ୍ତି ପାଇଁ ୩ ମାସିଆ ଯୋଜନା ଦରକାର: ମମତା

କୋଲକାତା,୧୩ା୫: ଦେଶରେ କୋଭିଡ୍‌-୧୯ ସଙ୍କଟରୁ ଖୁବ୍‌ଶୀଘ୍ର ମୁକ୍ତି ମିଳି ନ ପାରେ। ଏଥିଲାଗି ତିନିମାସିଆ ଯୋଜନା ଦରକାର ବୋଲି ମଙ୍ଗଳବାର ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ...

ଜୁନ୍‌ ୯ରେ ତିରୁପତି ଗସ୍ତ କରିବେ ମୋଦି

ଗୁଣ୍ଟୁର,୨।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୯ ତାରିଖରେ ତିରୁପତି ବାଲାଜି ମନ୍ଦିର ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏ ସମ୍ପର୍କରେ ଆନ୍ଧ୍ର ପ୍ରଦେଶର ଭାଜପା...

ଖାଦ୍ୟ ପାଇଁ ସଂଗ୍ରାମ: କର୍ବେଟ ଅଭୟାରଣ୍ୟରେ ବଢୁଛି ହାତୀ-ବାଘ ମୁହାଁମୁହିଁ ଘଟଣା

ଡେରାଡୁନ୍‌,୯।୬: ଉତ୍ତରାଖଣ୍ଡରେ ଥିବା କର୍ବେଟ ଅଭୟାରଣ୍ୟରେ ହାତୀ-ବାଘ ମୁହାଁମୁହିଁ ଘଟଣା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ୨୦୧୪ଠାରୁ ୨୦୧୯ ପର୍ଯ୍ୟନ୍ତ ଗତ ୫ ବର୍ଷରେ ଏଠାରେ ୨୧...

ଏଠି ବଳଦ ନୁହେଁ ମଣିଷ କରୁଛନ୍ତି ହଳ

ଝାବୁଆ,୨୮।୭: ମଧ୍ୟପ୍ରଦେଶର ଝାବୁଆ ଜିଲା ଉମରକୋଟ ଗ୍ରାମରେ ରହୁଥିବା ଆଦିବାସୀ ଆଜିବି ବଳଦ ବଦଳରେ ମହିଳାଙ୍କୁ ହଳ କାମରେ ନିୟୋଜିତ କରୁଥିବା ଦେଖିବାକୁ ମିଳିଛି। ଏଠାରେ...

ପଛଘୁଞ୍ଚାର ପ୍ରଶ୍ନ ଉଠୁନି; ସିଏଏ ବିରୋଧୀ ବିକ୍ଷୋଭ ପଛରେ ୧୦୦ ପ୍ରତିଶତ ରାଜନୀତି: ଶାହା

ନୂଆଦିଲ୍ଲୀ,୧୮ା୧୨ (ଆଇଏଏନ୍‌ଏସ୍‌): ସିଏଏ ପଛରେ ୧୦୦ ପ୍ରତିଶତ ରାଜନୀତି ରହିଛି। କେତେକ ରାଜନୈତିକ ଦଳ ହିନ୍ଦୁ ଓ ମୁସ୍‌ଲିମ୍‌ ସମ୍ପ୍ରଦାୟ ମଧ୍ୟରେ ବିଭେଦ ସୃଷ୍ଟି କରିବା...

Leave a comment

Your email address will not be published. Required fields are marked *