ଆଜି ରାଜ୍ୟରୁ ୨୧୯ କରୋନା ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୩୨ ଶିଶୁ

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୨୧୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୮,୨୨୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୩୧ ଜଣ ଚିହ୍ନଟ ହୋଇଥିବା ବେଳେ ୮୮ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୩୨ଜଣ ଶିଶୁ ବି ଅଛନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୯୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକ ଏବଂ ମୟୂରଭଞ୍ଜରୁ ୧୫ ଜଣ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୧, ବାଲେଶ୍ୱର ୪,ଭଦ୍ରକ ୨, ବୌଦ୍ଧ ୧, ଢେଙ୍କାନାଳ ୧, ଗଞ୍ଜାମ ୬, ଜଗତସିଂହପୁର ୫, ଯାଜପୁର ୯, ଝାରସୁଗୁଡ଼ା ୪, କେନ୍ଦ୍ରାପଡ଼ା ୩, କେନ୍ଦୁଝର ୩, ମାଲକାନଗିରି ୧, ନୟାଗଡ଼ ୪, ପୁରୀ ୫, ରାୟଗଡ଼ା ୨, ସମ୍ବଲପୁର ଏବଂ ସୋନପୁରରୁ ୧୦ ଜଣ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୭୩।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୧୦,୪୮,୨୨୮ରେ ପହଞ୍ଚିଥିବା ବେଳେ ୧୦,୩୭,୩୮୭ଜଣ ସୁସ୍ଥ ହୋଇଛନ୍ତି। ୨୩୮୫ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାଇୱେରେ ଅପରିଷ୍କାର ଟଏଲେଟ୍‌ ଦେଖିଲେ ଉଠାନ୍ତୁ ଫଟୋ, ମିଳିବ ୧,୦୦୦ ଟଙ୍କାର FASTag ରିଚାର୍ଜ, ଜାଣନ୍ତୁ NHAIର ନିୟମ

ନୂଆଦିଲ୍ଲୀ,୪।୯: ଜାତୀୟ ରାଜପଥ କିମ୍ବା ଏକ୍ସପ୍ରେସୱେରେ ଯାତ୍ରା ସମୟରେ ଖରାପ ପବ୍ଲିକ ଟଏଲେଟ୍‌କୁ ନେଇ ଯାତ୍ରୀମାନେ ପ୍ରାୟତଃ ଅସୁବିଧାରେ ପଡ଼ନ୍ତି। ଟଏଲେଟ୍‌ ନିର୍ମାଣ ହୋଇଥିଲେ ମଧ୍ୟ ନିୟମିତ…

ଛଟେଇ ଝଡ଼; ୨୦୨୬ରେ ବିଦା ହେଲେଣି ୧,୩୦,୦୦୦ରୁ ଅଧିକ ଚାକିରିଆ

ନୂଆଦିଲ୍ଲୀ,୪।୯: କୃତ୍ରିମ ବୁଦ୍ଧିମତ୍ତା ବା ‘ଏଆଇ’ ଏବେ ଚାକିରିଆଙ୍କ ପାଇଁ କାଳ ହୋଇଛି । ବିଶ୍ୱସ୍ତରରେ ଏଆଇର ପ୍ରଚଳନ ବଢ଼ି ଚାଲିଥିବାବେଳେ ଅନ୍ୟପଟେ ବିଭିନ୍ନ କ୍ଷେତ୍ରରୁ ଲୋକେ…

ବୟସ ଜାଲିଆତି କରି ଫସିଲେ ଏହି କ୍ରିକେଟର୍‌: ୨ ବର୍ଷ ବାସନ୍ଦ କଲା BCCI

ନୂଆଦିଲ୍ଲୀ,୪।୯: ଭାରତୀୟ କ୍ରିକେଟର୍‌ ରୋହିତ ଯାଦବଙ୍କୁ ଅଷ୍ଟ୍ରେଲିଆ ଅଣ୍ଡର-୧୯ ଦଳ ବିପକ୍ଷରେ ଆଗାମୀ ଦିନିକିଆ ଏବଂ ବହୁ-ଦିବସୀୟ ସିରିଜ ପାଇଁ ଅଣ୍ଡର-୧୯ ଦଳରେ ଚୟନ କରାଯାଇଥିଲା। ଜୁନିଅର…

ଆଦିବାସୀ ଛାତ୍ରଙ୍କ ସମର୍ଥନରେ ଅଭିଜିତ ଦୀପକେଙ୍କ ବଡ଼ ଘୋଷଣା, ଦରକାର ପଡ଼ିଲେ…

ମୁମ୍ବାଇ,୪।୯: ମହାରାଷ୍ଟ୍ରର ନାସିକରେ ଆନ୍ଦୋଳନରତ ଆଦିବାସୀ ଛାତ୍ରୀଛାତ୍ରଙ୍କୁ ଅନଶନ ଶେଷ କରିବାକୁ ଅପିଲ୍ କରିଛନ୍ତି କକରୋଚ୍ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ। ଗୁରୁବାରନାସିକର ଇଦଗାହ…

ବର୍ଷାରେ ବି ବଢୁଛି ପର୍ଯ୍ୟଟକଙ୍କ ଭିଡ଼: ଦାରିଙ୍ଗବାଡ଼ି ପର୍ଯ୍ୟଟନ ବିକାଶ ପାଇଁ ନୂଆ ପଦକ୍ଷେପ

ଦାରିଙ୍ଗବାଡ଼ି,୪।୯(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଭାବେ ପରିଚିତ ଦାରିଙ୍ଗବାଡ଼ିକୁ ବର୍ଷତମାମ ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ର କରିବା ସହ ପର୍ଯ୍ୟଟନ କ୍ଷେତ୍ରର ଆହୁରି ବିକାଶ ଓ ରୂପାନ୍ତରଣ ପାଇଁ…

ଜନ୍ମଗତ ନାଗରିକତ୍ୱ: ଟ୍ରମ୍ପ୍‌ଙ୍କ ନୂତନ ନିର୍ଦ୍ଦେଶନାମା ଉପରେ ରୋକ

ଓ୍ବାଶିଂଟନ,୪।୯(ପି.ଟି.): ଆମେରିକାର ସୁପ୍ରିମକୋର୍ଟ ତାଙ୍କର ପୂର୍ବ ପ୍ରୟାସକୁ ପ୍ରତ୍ୟାଖ୍ୟାନ କରିବା ପରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଜାରି କରିଥିବା ଜନ୍ମଗତ ନାଗରିକତା ପାଇବାକୁ ଯୋଗ୍ୟ ବ୍ୟକ୍ତିଙ୍କ ସଂଖ୍ୟାକୁ…

ପମ୍ପ ଅପରେଟର ପାଇନାହାନ୍ତି ୬ ମାସର ପାରିଶ୍ରମିକ: ୭ରୁ କାର୍ଯ୍ୟବନ୍ଦ ଚେତାବନୀ

ଲୋଇସିଂହା, ୩ା୯: ଲୋଇସିଂହା ଏନ୍‌ଏସି ଅଧୀନ ଲୋଇସିଂହା ଓ ବୁର୍ଡା ଅଞ୍ଚଳରେ କାର୍ଯ୍ୟରତ ଏସିଏମ୍‌ ଓ ପାନୀୟଜଳ ପ୍ରକଳ୍ପର ପମ୍ପ ଅପରେଟରମାନେ ଦୀର୍ଘ ୬ ମାସ ଧରି…

ଟ୍ୟାକ୍ସ ଟାଣୁଛି ଟୋଲପ୍ଲାଜା, ଜୀବନ ନେଉଛି ରାଜପଥ: ନୀରବଦ୍ରଷ୍ଟା ସାଜିଛି ଏନ୍‌ଏଚ୍‌ଏଆଇ

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଉପକଣ୍ଠ ଦେଇ ଯାଇଥିବା ୪ଲେନ୍‌ ବିଶିଷ୍ଟ ୫୩ ନମ୍ବର ଜାତୀୟ ରାଜପଥ ବେହାଲ୍‌ ହୋଇପଡ଼ିଛି। ରାଜପଥର ବିଭିନ୍ନ ସ୍ଥାନରେ ଖାଲଖମା ପୂରି ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri