କରୋନା ସମ୍ପର୍କରେ ମିଥ୍ୟା ତଥ୍ୟ, ୩ ଜଣଙ୍କ ନାମରେ ମାମଲା

ସୁନ୍ଦରଗଡ଼, ୧୫ା୪(ଡି.ଏନ.ଏ.) ସୋସିଆଲ ମିଡିଆରେ କରୋନା ସଂକ୍ରମଣ ସମ୍ପର୍କିତ ମିଥ୍ୟା ତଥ୍ୟ ପ୍ରଦାନ କରିବା ଅଭିଯୋଗରେ ସୁନ୍ଦରଗଡ଼ ପୋଲିସ ୩ ଜଣଙ୍କ ନାମରେ ମାମଲା ରୁଜୁ କରିଛି। ମଙ୍ଗଳବାର ସୁନ୍ଦରଗଡ଼ ଥାନା ଅଞ୍ଚଳରେ ଜଣେ ବ୍ୟକ୍ତି ଅନ୍ୟ ଜଣଙ୍କ ବିରୋଧରେ ସୋସିଆଲ ମିଡିଆରେ ଅପପ୍ରଚାର କରିଥିଲେ। ହାତୀବାରୀ ଥାନା ଅଞ୍ଚଳରେ ମଧ୍ୟ ଜଣଙ୍କ ବରୋଧରେ ୩ ଜଣ ବ୍ୟକ୍ତି ସୋସିଆଲ ମିଡିଆରେ ଅପପ୍ରଚାର କରି ଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା। ଅଭିଯୋଗ ପରେ ପୋଲିସ ସମ୍ପୁକ୍ତ ୩ ଜଣଙ୍କ ନାମରେ ମାମଲା ରୁଜୁ କରିଛି।


All Right Reserved By Dharitri.Com

ଲୋକଙ୍କୁ ମାସ୍କ ବାଣ୍ଟିଲା ବଡ଼ଗାଁ ଆଇଟିଆଇ

ବଡ଼ଗାଁ,୮।୪(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁ ଆଇଟିଆଇ ପକ୍ଷରୁ ବ୍ଲକ ଅଞ୍ଚଳର ବିଭିନ୍ନ ଗ୍ରାମରେ ଲୋକଙ୍କୁ ରନ୍ଧା ଖାଦ୍ୟ ଓ ମାସ୍କ ବଣ୍ଟନ କରିଯାଇଛି। ସେହିଭଳି ବଡ଼ଗାଁ...

ଭିମ୍‌ସାରରେ ଘରୋଇ ଆମ୍ବୁଲାନ୍ସ ଉପରେ କଟକଣା

ସମ୍ବଲପୁର,୯ା୫(ବ୍ୟୁରୋ)-ସମ୍ବଲପୁର ବୁର୍ଲା ଭିମ୍‌ସାର ପରିସରରେ ଘରୋଇ ଆମ୍ବୁଲାନ୍ସଗୁଡିକ ପାର୍କିଂ କରିପାରିବେ ନାହିଁ। ମେଡିକାଲ କ୍ୟାମ୍ପସ ବାହାରେ ରହିବେ। ରୋଗୀ ବା ସେମାନଙ୍କ ସମ୍ପର୍କୀୟଙ୍କ ସହ ମୂଲଚାଲ...

ମଣ୍ଟଫୋର୍ଟ ସ୍କୁଲ ସୁବର୍ଣ୍ଣ ଜୟନ୍ତୀ ସମାରୋହ ଉଦ୍‌ଯାପିତ: ଅପସଂସ୍କୃତିଠାରୁ ଦୂରେଇ ରୁହ

ଢେଙ୍କାନାଳ ଅଫିସ, ୮।୧୨ – ଇଂଲିଶ ଶିକ୍ଷାର ଆବଶ୍ୟକତାକୁ ଦୃଷ୍ଟିରେ ରଖି ୧୯୬୯ରେ ପ୍ରତିଷ୍ଠା ହୋଇଥିଲା ମଣ୍ଟଫୋର୍ଟ ସ୍କୁଲ। ଏହାକୁ ପ୍ରତିଷ୍ଠା କରିବାରେ ତତ୍କାଳୀନ ସମୟରେ...

ସମ୍ଭାବ୍ୟ ବାତ୍ୟା ପାଇଁ ୨ଦିନ ରଥ ନିର୍ମାଣ ବନ୍ଦ

ପୁରୀ ଅଫିସ,୧୮ା୫:-ସମ୍ଭାବ୍ୟ ବାତ୍ୟା ଅମ୍ଫନକୁ କିପରି ମୁକାବିଲା କରାଯାଇପାରିବ ସେନେଇ ପୁରୀ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଯଦିଓ ଏହାର ପ୍ରଭାବ ସିଧାସଳଖ...

ନାବାଳିକା ନିଖୋଜ ଘଟଣା: ମିଛ ତଥ୍ୟ ଦେଉଛି ପ୍ରଶାସନ; ଏବେବି ନିଖୋଜ ୯, ଚିନ୍ତାରେ ପରିବାର

ବ୍ରହ୍ମପୁର ଅଫିସ, ୯। ୧-ଗୋଷାଣୀନୂଆଗଁ। ଥାନା ଉତ୍କଳ ବାଳାଶ୍ରମରୁ ୧୩ ନାବାଳିକା ନିଖୋଜ ଘଟଣାର ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ବିତିଛି। କିନ୍ତୁ ୯ ଜଣ...

ସାଇନପଡ଼ା ସମିତି ସଭ୍ୟ ନିର୍ବାଚନ: ବଳରାମ ମଲିକ ନିନ୍ଦ୍ୱନ୍ଦରେ ନିର୍ବାଚିତ

କ.ନୂଆଗାଁ, ୪।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା କ.ନୂଆଗାଁ ବ୍ଲକ ସାଇନପଡ଼ା ସମିତି ସଭ୍ୟ ଭାବେ ବିଜେଡି ସମର୍ଥୀତ ପ୍ରାର୍ଥୀ ବଳରାମ ମଲିକ ନିନ୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି। ସୂଚନାଯୋଗ୍ୟ,...

ବ୍ରହ୍ମପୁର ୭ ୟୁପିଏଚ୍‌ସିକୁ କାୟାକଳ୍ପ ପୁରସ୍କାର : ଆଗାସାହି ରାଜ୍ୟରେ ପ୍ରଥମ ଆସ୍କାରୋଡ, ବୈକୁଣ୍ଠନଗର ଦ୍ୱିତୀୟ ଶ୍ରେଷ୍ଠ ୧୫ ମଧ୍ୟରେ ୪ ୟୁପିଏଚ୍‌ସି

ବ୍ରହ୍ମପୁର ଅଫିସ,୧ା୩ – ୨୦୧୯-୨୦ ବର୍ଷ ପାଇଁ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କାୟାକଳ୍ପ ପୁରସ୍କାର ମଙ୍ଗଳବାର ଘୋଷଣା କରାଯାଇଛି। ଚଳିତ...

ଲକ୍‌ଡାଉନରେ ଧରାକୋଟ ଅଞ୍ଚଳ ଗୁରୁତର ପ୍ରଭାବିତ

ଧରାକୋଟ,୨୯ା୩(ଡି.ଏନ.ଏ.)- ସମଗ୍ର ଦେଶରେ କେନ୍ଦ୍ର ସରକାର ୨୧ଦିନ ପାଇଁ ଲକ୍‌ ଡାଉନ ଘୋଷଣା କରିଛନ୍ତି। ଯାହାର ପ୍ରଭାବରେ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀକୁ ଛାଡ଼ିଦେଲେ ଦେଶର ଗମନାଗମନ...

Leave a comment

Your email address will not be published. Required fields are marked *