CORONAVIRUS UPDATE: ରାଜ୍ୟରେ ପୁଣି ୨୧୯୬ ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୨୬୬୩୪୫ରେ ପହଞ୍ଚିଲା

ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୨୧୯୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬୬୩୪୫ ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ୨୧୯୬ ଆକ୍ରାନ୍ତଙ୍କ ମଧ୍ୟରୁ ୧୨୭୪ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୯୨୨ ଲୋକାଲ କେସ୍‌ ରହିଛି।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲାରୁ ୧୦୭ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୦୪, ବରଗଡ଼ ୮୦, ଭଦ୍ରକ ୧୬, ବଲାଙ୍ଗୀର ୭୧, ବୌଦ୍ଧ ୩୨, କଟକ ୧୭୫, ଢେଙ୍କାନାଳ ୩୩, ଗଜପତି ୭, ଗଞ୍ଜାମ ୧୩, ଜଗତସିଂହପୁର ୮୬, ଯାଜପୁର ୧୧୩, ଝାରସୁଗୁଡ଼ା ୭୧, କଳାହାଣ୍ଡି ୯୪, କନ୍ଧମାଳ ୩୪, କେନ୍ଦ୍ରାପଡ଼ା ୮୨, କେନ୍ଦୁଝର ୬୭, ଖୋର୍ଦ୍ଧା ୨୫୯,କୋରାପୁଟ ୨୯, ମାଲକାନଗିରି ୩୮, ମୟୂରଭଞ୍ଜ ୧୧୯, ନବରଙ୍ଗପୁର ୫୦, ନୟାଗଡ଼ ୨୦, ନୂଆପଡ଼ା ୧୦୮, ପୁରୀ ୭୭, ରାୟଗଡ଼ା ୧୪, ସମ୍ବଲପୁର ୩୭, ସୋନପୁର ୭୦, ସୁନ୍ଦରଗଡ଼ ୧୪୦, ଷ୍ଟେଟ ପୋଲରୁ ୫୦ଜଣ ରହିଛନ୍ତି ।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୨୬୬୩୪୫ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୩,୭୮୬ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେହିପରି ୨,୪୧,୩୮୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକ ଦେବୀ ମିଶ୍ରଙ୍କ ଘରେ ସିବିଆଇ ଚଢ଼ାଉ

ଭୁବନେଶ୍ୱର,୧୮ା୯(ବ୍ୟୁରୋ): ବିଜେଡି ବିଧାୟକ ଦେବୀ ମିଶ୍ରଙ୍କ ଘରେ ଶୁକ୍ରବାର ଚଢ଼ାଉ କରିଛି ସିବିଆଇ।  ବହୁ ଚର୍ଚ୍ଚିତ ସି-ସୋର ଚିଟ୍‌ଫଣ୍ଡ ଲିଙ୍କ୍‌ ମାମଲାରେ ଏହି ଚଢ଼ାଉ କରାଯାଇଥିବା...

ଅନ୍ତରୀଣ ଡିଜିପି ଭାବେ ବିଧିବଦ୍ଧ ଦାୟିତ୍ୱ ଗ୍ରହଣ କଲେ ସତ୍ୟଜିତ: ରାଜ୍ୟ ସରକାରଙ୍କୁ ଜଣାଇଲେ କୃତଜ୍ଞତା

ଭୁବନେଶ୍ୱର, ୨୧।୧୧(ବ୍ୟୁରୋ): ରାଜ୍ୟ ପୋଲିସର ଅନ୍ତରୀଣ ଡିଜି ଭାବେ ଦାୟିତ୍ୱ ଗ୍ରହଣ କଲେ ରାଜ୍ୟ କାରାଗାର ଡିଜି ସତ୍ୟଜିତ ମହାନ୍ତି। କଟକ ପୋଲିସ ମୁଖ୍ୟାଳୟରେ ଆନୁଷ୍ଠାନିକ...

ପଟ୍ଟନାୟିକିଆ ଛକରେ ତିନିଭାଇଙ୍କ ହତ୍ୟା ଘଟଣା:ଅଭିଯୁକ୍ତଙ୍କୁ ଧରିବାକୁ ୩ ସ୍ବତନ୍ତ୍ର ଟିମ୍‌ର ଚଢ଼ାଉ

ସାକ୍ଷୀଗୋପାଳ,୧୬।୭(ଡି.ଏନ୍‌.ଏ.):ପୁରୀ ଜିଲା ସତ୍ୟବାଦୀ ଥାନା ପଟ୍ଟନାୟିକିଆ ଛକରେ ରବିବାର ଅପରାହ୍ନରେ ଘଟିଥିବା ଟ୍ରିପଲ ମର୍ଡର ଘଟଣାରେ ସତ୍ୟବାଦୀ ଥାନା ପୋଲିସ ସୋମବାର ୪ ଜଣଙ୍କୁ ଥାନାରେ...

CORONAVIRUS UPDATE: ରାଜ୍ୟରେ ପୁଣି ୨୬ କରୋନା ପଜିଟିଭ୍‌ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୨୪୫ରେ ପହଞ୍ଚିଲା

ଭୁବନେଶ୍ୱର,୮ା୫(ବ୍ୟୁରୋ) : ଶୁକ୍ରବାର ରାଜ୍ୟରେ ପୁଣି ୨୬ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୫ରେ ପହଞ୍ଚିଛି। ଏନେଇ...

ବିନା ଭକ୍ତରେ ହେବ ଚନ୍ଦନ ଯାତ୍ରା: ବାହାରିବନି ଶୋଭାଯାତ୍ରା, ଖର୍ଚ୍ଚକାଟ କରିଛି ମନ୍ଦିର ପ୍ରଶାସନ

ପୁରୀ ଅଫିସ,୧୯।୪: କରୋନା ପାଇଁ ଅଟକିବନି ମହାପ୍ରଭୁଙ୍କ ପ୍ରସିଦ୍ଧ ଚନ୍ଦନ ଯାତ୍ରା। କିନ୍ତୁ କଟକଣା ରହିବ। ଗହଳିକୁ ବାରଣ କରାଯିବ। କୌଣସି ଭକ୍ତ ଏଥିରେ ସାମିଲ...

ଆଉ ଜଣେ ନିର୍ଦ୍ଦେଶକଙ୍କୁ ଗିରଫ କଲା ଇଓଡବ୍ଲ୍ୟୁ

ଭୁବନେଶ୍ୱର,୮।୯(ବ୍ୟୁରୋ):  ବହୁ କୋଟି ଟଙ୍କାର କ୍ୟୁ ନେଟ୍‌ ଠକେଇ ମାମଲାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା(ଇଓଡବ୍ଲ୍ୟୁ) ଅନ୍ୟତମ ନିର୍ଦ୍ଦେଶକଙ୍କୁ ଗିରଫ କରିଛି। ସେ ହେଲେ ପଟିଆ...

ଉଚ୍ଛେଦରେ ସୀମିତ ସମ୍ପ୍ରସାରଣ

ବଇଣ୍ଡା, ୧୦ା୮(ପରିକ୍ଷିତ ସାହୁ):  ଅନୁଗୋଳ ଜିଲା ଦେଇ ଯାଇଥିବା କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥକୁ ୪ ଲେନ୍‌ କରାଯାଉଛି। ହେଲେ କିଶୋରନଗର ବ୍ଲକ ଜାମ୍ବୁନାଳୀଠାରୁ...

ଶପଥ ନେଲେ ନୂଆ ବିଧାୟକ: କାମଚଳା ବାଚସ୍ପତି ଶପଥପାଠ କରାଇଲେ

ଭୁବନେଶ୍ୱର,୩୦ା୫(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ତାଙ୍କ ମନ୍ତ୍ରୀ ମଣ୍ଡଳର ସଦସ୍ୟମାନେ ବୁଧବାର ଶପଥ ନେବା ପରେ ଗୁରୁବାର ନବନିର୍ବାଚିତ ବିଧାୟକମାନେ ଶପଥ ନେଇଛନ୍ତି। କାମଚଳା ବାଚସ୍ପତି...

Coronavirus Update

Archives

Model This Week

Why Dharitri