ଆଉ ୨୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୫।୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ କରୋନାରେ ଆଉ ୨୨ ଜଣଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୭୧୧କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ୭ଜଣ ରହିଥିବା ବେଳେ ସୁନ୍ଦରଗଡ଼ ଓ କଟକ ଜିଲାରୁ ୩ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କେନ୍ଦୁଝର ଜିଲାରୁ ୨, ସୋନପୁର, ନବରଙ୍ଗପୁର, ନୟାଗଡ଼, ବୌଦ୍ଧ, ଜଗତସିଂହପୁର, ଗଞ୍ଜାମ, ବାଲେଶ୍ୱର ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତ ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ…

ହୋଟେଲ, ରେଷ୍ଟୁରାଣ୍ଟରେ ବଡ଼ ଧରଣର ଚଢ଼ାଉ

ନୂଆପଡ଼ା,୨୬ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଘରୋଇ ଏଲ୍‌ପିଜି ସିଲିଣ୍ଡରର କୃତ୍ରିମ ଅଭାବ ଦେଖାଦେଇଥିବା ବେଳେ ବିଭିନ୍ନ ହୋଟେଲ ଓ ରେଷ୍ଟୁରାଣ୍ଟରେ ଅବୈଧ ବ୍ୟବହାର କରାଯାଉଥିବା ଅଭିଯୋଗ…

ଚୌକା-ଛକାରେ ଝୁମି ଉଠୁଥିବା ଚିୟରଲିଡର୍ସଙ୍କୁ କେତେ ମିଳେ ଦରମା… ଗୋଟିଏ ମ୍ୟାଚର ପାରିଶ୍ରମିକ ସହ ବିଳାସପୂର୍ଣ୍ଣ ସୁବିଧା ପଛର କାହାଣୀ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୩: ଆଇପିଏଲର ୧୯ତମ ସିଜିନ ୨୮ ମାର୍ଚ୍ଚରୁ ଆରମ୍ଭ ହେଉଛି। ଫାଇନାଲ ମ୍ୟାଚ ୩୧ ମଇରେ ଖେଳାଯିବ। ପଡ଼ିଆରେ ଖେଳାଳିମାନେ ସେମାନଙ୍କ ବିଡ ଏବଂ ଦୌଡ଼ ପାଇଁ…

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

ହର୍ମୁଜ ବନ୍ଦ ହେଲେ LPG ପାଇଁ ଛଟପଟ ହେବ ସାରା ବିଶ୍ୱ, ଇରାନ ଏହି ରାସ୍ତା ବନ୍ଦ କଲେ କ’ଣ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ/ତେହରାନ୍‌,୨୬।୩: ଯେତେବେଳେ ଇରାନ ଆମେରିକା ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ହର୍ମୁଜ ପ୍ରଣାଳୀ ବନ୍ଦ କରିଦେଲା, ସମଗ୍ର ବିଶ୍ୱ ଚିନ୍ତାରେ ପଡ଼ିଗଲା। ପେଟ୍ରୋଲ ପମ୍ପରେ ଧାଡ଼ି ଲାଗିଲା…

ଦୁନିଆର ଏମିତି ଏକ ମନ୍ଦିର, ଯେଉଁଠି ରାଜା ରାମଙ୍କୁ ଗାର୍ଡ ଅଫ ଅନର ଦିଅନ୍ତି ପୋଲିସ, ରାଜକୀୟ ନିୟମ ଅନୁସାରେ…

ଭାରତରେ ଏମିତି ଏକ ସହର ଅଛି, ଦେବତାଙ୍କୁ ମନ୍ଦିରରେ ନୁହେଁ ବରଂ ରାଜକୀୟ ଆଡ଼ମ୍ବର ଏବଂ ମହିମା ସହିତ ଏକ ପ୍ରାସାଦରେ ପୂଜା କରାଯାଏ। ଏଠାରେ ପରମ୍ପରା…

ତାତିରୁ ମିଳିଲା ତ୍ରାହି; ରାଜଧାନୀରେ ଘଡ଼ଘଡ଼ି ସହ କୁଆପଥର ବର୍ଷା

ଭୁବନେଶ୍ବର,୨୬ା୩: ଭୁବନେଶ୍ବରରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ପବନ, ଘଡ଼ଘଡ଼ି ସହିତ କୁଆପଥର ବର୍ଷା ହୋଇଛି । ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ମାଡ଼ ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri