ବିଷାକ୍ତ ମଦ ପିଇ ଗଲା ୨୨ ଜୀବନ

ଆଙ୍କାରା,୧୭।୧୨: ତୁର୍କୀର ଇସ୍ତାନବୁଲ୍‌ରେ ବିଷାକ୍ତ ମଦ ପିଇ ୨୨ ଜଣଙ୍କ ଜୀବନ ଯାଇଛି । ଅନ୍ୟ ୧୬ ଜଣ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସ୍ଥାନୀୟ ଗଭର୍ନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ମୃତକଙ୍କ ମଧ୍ୟରୁ ୧୧ ଜଣ ବିଦେଶୀ ନାଗରିକ ବୋଲି ଜଣାପଡିଛି। ନୂଆବର୍ଷ ପାଳନ ପୂର୍ବରୁ ତୁର୍କୀରେ ନକଲି ମଦ ଉପରେ ଚଢ଼ାଉ ଜୋର୍‌ଦାର କରାଯାଇଛି। ବିଷାକ୍ତ ମଦ କାରବାରରେ ସମ୍ପୃକ୍ତ ଥିବା ୪ ଜଣଙ୍କୁ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାରେ ଶବଦାହ ଗୃହ ବାହାରେ ଫୁଟିଲା ଗୁଳି, ଜଣେ ମୃତ, ୩ ଆହତ

ଓ୍ବାଶିଂଟନ,୧୨।୪: ଆମେରିକାର ରାଜଧାନୀ ଓ୍ବାଶିଂଟନ ଡିସିରେ ମଙ୍ଗଳବାର ଏକ ଗୁଳିକାଣ୍ଡ ଘଟଣା ସାମ୍ନାକୁ ଆସିଛି। କୁହାଯାଉଛି କି ଏହି ଗୁଳିକାଣ୍ଡରେ ଜଣଙ୍କର ମୃତ୍ୟୁ ହୋଇଛି। ଏହାସହ...

ଭାରତଠାରୁ ସହାୟତା ନେବ କି ନାହିଁ ଚିନ୍ତା କରୁଛି ପାକିସ୍ତାନ

ଇସଲାମାବାଦ,୩୧ା୮: କିଛି ସପ୍ତାହ ଧରି ପାକିସ୍ତାନରେ ପ୍ରବଳ ବର୍ଷା ଓ ବନ୍ୟା ପରିସ୍ଥିତି ଲାଗି ରହିଛି। ବନ୍ୟା ଯୋଗୁ ଦେଶରେ ବିସ୍ଥାପିତ ହୋଇଥିବା ହଜାର ହଜାର...

ନିଜ ଦେଶରେ ବାସହରା ହୋଇଛନ୍ତି କୋଟିଏରୁ ଊର୍ଦ୍ଧ୍ୱ ଶିଶୁ

ନ୍ୟୁୟକ, ୭ା୫: ନିଜ ଦେଶରେ ବାସହରା ହୋଇଛନ୍ତି ଲକ୍ଷ ଲକ୍ଷ ଶିଶୁ। ପୁଣି ବର୍ଷକ ମଧ୍ୟରେ। ୨୦୧୯ରେ ପୃଥିବୀର ବିଭିନ୍ନ ଦେଶରେ କୋଟିଏ ୯୦ ଲକ୍ଷ...

ନିର୍ବାଚନ ଲଢ଼ିବେ ଟ୍ରମ୍ପ୍‌

ଓ୍ବାଶିଂଟନ୍‌, ୩୧ା୧: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟମ୍ପ୍‌ ୨୦୨୪ ନିର୍ବାଚନ ଲଢ଼ିପାରନ୍ତି ବୋଲି କହିଛନ୍ତି। ସେ କ୍ଷମତାକୁ ଆସିଲେ ୨୦୨୧ ଜାନୁୟାରୀ ୬ରେ ହୋଇଥିବା...

ନାଟୋ ସଦସ୍ୟତା ପାଇଁ ଆବେଦନ କରିବେ ଫିନ୍‌ଲାଣ୍ଡ, ସୁଇଡେନ

ବ୍ରସେଲ୍ସ, ୨୬ା୪: ରୁଷିଆର ଧମକ ସତ୍ତ୍ୱେ ଫିନ୍‌ଲାଣ୍ଡ ଏବଂ ସୁଇଡେନ୍‌ ଆସନ୍ତା ମେ’ରେ ନାଟୋ ସଦସ୍ୟତା ପାଇଁ ଆବେଦନ କରିବେ ବୋଲି ରିପୋର୍ଟ ପ୍ରକାଶ ପାଇଛି।...

ତାଲିବାନର ବର୍ବରତା, ସାଧାରଣ ଲୋକଙ୍କୁ ହତ୍ୟା-ଟାର୍ଗେଟ୍‌ରେ ସରକାରୀ କର୍ମଚାରୀ…

କାବୁଲ,୩।୮: ଆଫଗାନିସ୍ତାନରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ତାଲିବାନର ବର୍ବରତା ବୃଦ୍ଧି ପାଉଛି। ଅନ୍ତର୍ଜାତୀୟ ମାନବିକ ଆଇନ ଉଲ୍ଲଂଘନ କରି ତାଲିବାନ ସଦସ୍ୟମାନେ ସାଧାରଣ...

ସିଟିଭେନି ରାବୁକା ଫିଜିର ନୂଆ ପ୍ରଧାନମନ୍ତ୍ରୀ

ସୁଭା,୨୫।୧୨: ୧୯୮୭ରେ ଦୁଇଟି ବିଦ୍ରୋହର ନେତୃତ୍ୱ ନେଇଥିବା ପୂର୍ବତନ ସାମରିକ ଅଧିକାରୀ ସିଟିଭେନି ରାବୁକା ଶନିବାର ଫିଜିର ନୂଆ ପ୍ରଧାନମନ୍ତ୍ରୀ ନିର୍ବାଚିତ ହୋଇଛନ୍ତି। ତାଙ୍କ ନେତୃତ୍ୱରେ...

୪୩ ଶିଶୁଙ୍କ ଜୀବନ ନେଲାଣି ସେନା

ନାପିତାଉ,୩ା୪: ଗଣତାନ୍ତ୍ରିକ ଉପାୟରେ ନିର୍ବାଚିତ ସରକାରଙ୍କ କ୍ଷମତା ଅପହରଣ କରି ନୋବେଲ ବିଜୟିନୀ ନେତ୍ରୀ ଅଙ୍ଗ୍‌ ସାନ୍‌ ସ୍ୟୁ ଚୀଙ୍କୁ ଜେଲ୍‌ରେ ପୂରାଇବାର ୨ ମାସ...

Advertisement
Archives

Model This Week