କେନ୍ଦ୍ରାପଡ଼ାରେ କୁମ୍ଭୀର ଆତଙ୍କ: ଗତ ପାଞ୍ଚ ବର୍ଷରେ ନେଲେଣି ୨୨ ଜୀବନ

ଭୁବନେଶ୍ୱର,୨୬।୧୧: ଗତ କିଛି ବର୍ଷ ମଧ୍ୟରେ ଓଡ଼ିଶାର ଉପକୂଳବର୍ତ୍ତୀ ଜିଲାମାନଙ୍କରେ କୁମ୍ଭୀର ଆକ୍ରମଣ ବଢ଼ିବାରେ ଲାଗିଛି। ଯେଉଁଥିରେ ବିନା କାରଣରେ ସାଧାରଣ ଲୋକେ ଜୀବନ ହାଉଥିବା ଦେଖିବାକୁ ମିଳୁଛି। ମଙ୍ଗଳବାର ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆ ବିଧାନସଭାରେ ଦେଇଥିବା ସୂଚନା ଅନୁଯାୟୀ ଗତ ପାଞ୍ଚବର୍ଷରେ କେନ୍ଦ୍ରାପଡ଼ା ଜିଲାରେ କୁମ୍ଭୀର ଆକ୍ରମଣରେ ୨୨ ଜଣ ଲୋକ ପ୍ରାଣ ହରାଇଛନ୍ତି।

ଆଳି ବିଧାୟକ ପ୍ରତାପ କେଶରୀ ଦେବଙ୍କ ପ୍ରଶ୍ନର ଉତ୍ତର ଦେଇ ଶ୍ରୀ ସିଂହ କହିଥିଲେ, ୨୦୧୯-୨୦ ଏବଂ ୨୦୨୩-୨୪ ବର୍ଷ ମଧ୍ୟରେ ବ୍ରାହ୍ମଣୀ, ବୈତରଣୀ ଏବଂ ଖରସ୍ରୋତା ନଦୀରେ କୁମ୍ଭୀର ଆକ୍ରମଣରେ ୨୨ ଜଣ ପ୍ରାଣ ହରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ରାମଚଣ୍ଡୀଙ୍କୁ ଜମି ଦାନ ଦେଇଥିଲେ ରାଜା, ଭୋଗ କରୁଛନ୍ତି ଜବରଦଖଲକାରୀ, ପାଉଣା ଦେବାର ନାଁ ଧରୁନାହାନ୍ତି

ମହାକାଳପଡ଼ା,୧୦ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ୧୭୩୭ ମସିହାଠାରୁ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ରାମନଗର ମୌଜାରେ ମା’ ରାମଚଣ୍ଡୀ ମନ୍ଦିର ରହିଛି। ଏହାର ରକ୍ଷଣାବେକ୍ଷଣ ପାଇଁ କୁଜଙ୍ଗ…

ଭାଜପା ବିଧାୟକ ଦଳର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ହିମନ୍ତ ବିଶ୍ୱ ଶର୍ମା ହେବେ….

ଗୁଆହାଟି,୧୦।୫: ହିମନ୍ତ ବିଶ୍ୱ ଶର୍ମା ଆସାମର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ। ଭାଜପା ବିଧାୟକ ଦଳର ଏକ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଜେପି ନଡ୍ଡା ହିମନ୍ତ ବିଶ୍ୱଙ୍କ…

ପିଚ୍ଛା କଲେ ଗୁଳି ଫୁଟାଇ ଟେକିନେଲେ: ସକାଳୁ ପଡ଼ିଥିଲା ରକ୍ତ ଜୁଡ଼ୁଜୁଡ଼ୁ ମୃତଦେହ

ରାୟଗଡ଼ା,୯।୫(ସୁଜାତା ପାଢ଼ୀ): ରାୟଗଡ଼ା ସହର ଇନ୍ଦିରା ନଗର ୩ୟ ଲାଇନ୍‌ରେ ଅଜଣା ଦୁର୍ବୃତ୍ତମାନେ ଶନିବାର ରାତିରେ ଗୁଳିକାଣ୍ଡ କରି  ରାୟଗଡା ସହରସ୍ଥିତ ରେଲି ସାହିର ଯୁବକ ନିଖିଲ…

ବାଲିଅନ୍ତା ହତ୍ୟା ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ୱର, ୧୦।୫(ସୁନିତ୍‌ ମିଶ୍ର): ବାଲିଅନ୍ତାରେ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଘଟଣାର ଠିକ୍‌ ଓ ପୁଙ୍ଖାନୁପୁଙ୍ଖ…

ତାମିଲନାଡୁରେ ନୂଆ ଯୁଗର ଆରମ୍ଭ, ଶେଷ ହେଲା ଦ୍ରାବିଡ଼ ରାଜନୀତିର ଦବଦବା

ଚେନ୍ନାଇ,୧୦।୫: ବହୁ ପ୍ରତିକ୍ଷାର ଅନ୍ତ ଘଟାଇ ଶେଷରେ ରବିବାର ସକାଳ ୧୦ଟା୨୨ରେ ଅଭିନେତାରୁ ରାଜନେତା ପାଲଟିଥିବା ବିଜୟ ଥାଲାପତି ଶେଷରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ…

୫ ଦିନ ୪ ବୈଠକ ପରେ ମିଳିଲା ‘ବିଜୟ’…

ଚେନ୍ନାଇ,୧୦।୫: ତାମିଲଗା ଭେଟ୍ରି କାଝାଗମ (ଟିଭିକେ) ସଭାପତି ବିଜୟଙ୍କୁ ସରକାର ଗଠନ କରିବା ପାଇଁ ଆବଶ୍ୟକ ସଂଖ୍ୟା ସଂଗ୍ରହ କରିବାକୁ ପାଞ୍ଚ ଦିନ, ରାଜ୍ୟପାଳଙ୍କ ସହ ଚାରୋଟି…

ଭୟାବହ ଅଗ୍ନିକାଣ୍ଡ: ଜଳିଲା ରାଇସ୍‌ ମିଲ୍‌, ଧୂପ କାରଖାନା

ବନ୍ତ,୧୦।୫(କିଶୋର କୁମାର ସେଠୀ/ ହରି ନାରାୟଣ ମହାନ୍ତି): ଭଦ୍ରକ ଜିଲା ବନ୍ତ ତହସିଲ ଅନ୍ତର୍ଗତ  ନିଳୋକ କୁମ୍ଭାରିଆ ନିକଟରେ ଶନିବାର ବିଳମ୍ବିତ ରାତିରେ ଏକ ବଡ଼ ଧରଣର…

ସୀମାନ୍ତ ଗାଁରେ ଜନଗଣନା ବିବାଦ

ଗଜପତି ଜିଲାର ସୀମାନ୍ତ ଗାଁରେ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ପକ୍ଷରୁ ଜନଗଣନାକୁ ନେଇ ବିବାଦ ସୃଷ୍ଟି ହୋଇଛି। ରାୟଗଡ଼ ବ୍ଲକ ଗଙ୍ଗାବାଡ଼ ପଞ୍ଚାୟତର ମାଣିକପାଟଣା ଗ୍ରାମରେ ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri