Posted inଜାତୀୟ

୨୦୨୪ରେ ୨୨ ଲକ୍ଷ କୁକୁର କାମୁଡ଼ା ମାମଲା ପଞ୍ଜୀକୃତ, ୫ ଲକ୍ଷ ପୀଡିତ ୧୫ ବର୍ଷରୁ କମ୍

ନୂଆଦିଲ୍ଲୀ, ୪।୨: ବର୍ଷ ୨୦୨୪ରେ ସମଗ୍ର ଭାରତରେ ୨୨ ଲକ୍ଷ କୁକୁର କାମୁଡ଼ା ମାମଲା ପଞ୍ଜୀକୃତ ହୋଇଛି। ମଙ୍ଗଳବାର ଲୋକସଭାରେ ଏହି ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଲଲନ ସିଂହ। ଏକ ଅଣତାରକା ପ୍ରଶ୍ନର ଉତ୍ତରରେ ସେ ଲିଖିତ ଆକାରରେ କହିଛନ୍ତି ଯେ, ୨୧,୯୫,୧୨୨ କୁକୁର କାମୁଡ଼ା ଏବଂ ୩୭ ମୃତ୍ୟୁ ମାମଲା ରିପୋର୍ଟ ହୋଇଛି। ଏହା ବ୍ୟତୀତ ୫,୦୪୭୨୮ ମାମଲା ଏବଂ ୧୧ ମୃତ୍ୟୁ ମାଙ୍କଡ଼ ସମେତ ଅନ୍ୟାନ୍ୟ ପ୍ରାଣୀଙ୍କ କାମୁଡ଼ାରେ ହୋଇଛି।

ତେବେ ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ମୋଟ କୁକୁର କାମୁଡ଼ା ମାମଲାରୁ ୫ ଲକ୍ଷ ପୀଡିତ ୧୫ ବର୍ଷ ବୟସରୁ କମ୍ ଅଟନ୍ତି। ବୁଲା କୁକୁରମାନଙ୍କ ସମସ୍ୟା ସମ୍ପୃକ୍ତ ରାଜ୍ୟ ସରକାରଙ୍କ ଅଧୀନରେ ପଡ଼ିଥାଏ ଏବଂ ତେଣୁ, ସ୍ଥାନୀୟ ସଂସ୍ଥାଗୁଡ଼ିକୁ ଏହି ଘଟଣାଗୁଡ଼ିକର ମୁକାବିଲା କରିବା ପାଇଁ ବାଧ୍ୟତାମୂଳକ ବୋଲି କହି ସିଂହ କେନ୍ଦ୍ରର ସମ୍ପୃକ୍ତ ବିଭାଗଗୁଡ଼ିକ ଦ୍ୱାରା ଏପରି ଘଟଣାଗୁଡ଼ିକର ମୁକାବିଲା ପାଇଁ ନିଆଯାଇଥିବା ପଦକ୍ଷେପଗୁଡ଼ିକର ତାଲିକା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଜିତ ପାୱାରଙ୍କ ମୃତ୍ୟୁ ପରେ ମୁହଁ ଖୋଲିଲେ VSR Aviation ମାଲିକ, ସମସ୍ୟା….

ମୁମ୍ବାଇ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର VSR ଆଭିଏସନ୍ ଦ୍ୱାରା ପରିଚାଳିତ ଏକ ବମ୍ବାର୍ଡିୟର୍ ଲିୟରଜେଟ ୪୫ ବିମାନରେ ଯାତ୍ରା କରୁଥିଲେ । ବାରାମତି ବିମାନବନ୍ଦରରେ ଅବତରଣ…

ଅଜିତ ପାୱାରଙ୍କ ମୃତ୍ୟୁ ପରେ ସ୍ତ୍ରୀ ସୁନେତ୍ରା ପାୱାର ହେବେ କି NCP ର ନୂଆ ଶକ୍ତିକେନ୍ଦ୍ର?

ପୁଣେ,୨୮।୧: ଅଜିତ ପାୱାରଙ୍କ ମୃତ୍ୟୁ ପରେ ମହାରାଷ୍ଟ୍ରରେ ନୂଆ ରାଜନୈତିକ ଦୃଶ୍ୟପଟ ଦେଖିବାକୁ ମିଳିପାରେ। ବିମାନ ଦୁର୍ଘଟଣାରେ ଅଜିତଙ୍କ ଆକସ୍ମିକ ବିୟୋଗ ପରେ ଏବେ ସାରା ରାଜ୍ୟର…

କିଏ ସେହି ମହିଳା ପାଇଲଟ ? ଯିଏ ଚଲାଉଥିଲେ ଅଜିତଙ୍କ ବିମାନ

ପୁଣେ,୨୮।୧: ଏକ ଦୁଖଦଃ ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ମୃତ୍ୟୁ ଘଟିଛି। ମୃତକ ୫ ଜଣଙ୍କ ମଧ୍ୟରେ ବିମାନର କୋ-ପାଇଲଟ୍ ଶମ୍ଭାବୀ ପାଠକ ମଧ୍ୟ…

ଅଜିତ ପାୱାରଙ୍କ କେବେ ଏବଂ କେଉଁଠି ଶେଷକୃତ୍ୟ ହେବ ଜାଣନ୍ତୁ

ମୁମ୍ବାଇ,୨୮ା୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ତଥା ଏନସିପି ନେତା ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ହୋଇଛି । ତାଙ୍କ ଅନ୍ତିମ ସଂସ୍କାର ଗୁରୁବାର ସକାଳ ୧୧ଟାରେ ବାରାମତିରେ…

ସାମ୍ନାକୁ ଆସିଲା ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ସିସିଟିଭି ଭିଡିଓ, ଶେଷ ମୁହୂର୍ତ୍ତ…

ମୁମ୍ବାଇ,୨୮ା୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ସିସିଟିଭି ଫୁଟେଜ୍ ସାମ୍ନାକୁ ଆସିଛି । ଫୁଟେଜରେ ସ୍ପଷ୍ଟ ଭାବରେ ଦେଖାଯାଉଛି ଯେ ବିମାନଟି ଖସିପଡ଼ିବା ମାତ୍ରେ ଅଗ୍ନିପିଣ୍ଡୁଳା…

ଏମିତି ଭୟଙ୍କର ଥିଲା ବିମାନ ଦୁର୍ଘଟଣାସ୍ଥଳ: ଅଜିତ ପାଓ୍ବାରଙ୍କୁ ଚିହ୍ନିବାରେ ସାହାଯ୍ୟ କଲା ତାଙ୍କ…

ମୁମ୍ବାଇ,୨୮ା୧: ବୁଧବାର ଏକ ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ମୃତ୍ୟୁ ଘଟିଛି। ବିମାନରେ ଥିବା ସମସ୍ତ ୬ ଜଣ ଯାତ୍ରୀଙ୍କର ମଧ୍ୟ ମୃତ୍ୟୁ ଘଟିଛି।…

ସାମ୍ନାକୁ ଆସିଲା ଅଜିତ ପାଓ୍ବାରଙ୍କ ବିମାନ ଦୁର୍ଘଟଣାର ଗୁରୁତ୍ୱପୂର୍ଣ୍ଣ ତଥ୍ୟ: ଦ୍ୱିତୀୟଥର ଅବତରଣବେଳେ…

ପୁଣେ,୨୮।୧: ମହାରାଷ୍ଟ୍ରର ବାରାମତିରେ ବୁଧବାର ସକାଳେ ଏକ ବିମାନ ଦୁର୍ଘଟଣା ଘଟିଛି। ଏଥିରେ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ସମେତ ୬ ଜଣଙ୍କର ମୃତ୍ୟୁ ହୋଇଛି। ବିମାନଟି ମୁମ୍ବାଇରୁ…

ବିମାନ ଦୁର୍ଘଟଣାରେ ଏହି ୭ ବଡ଼ ନେତାଙ୍କ ଯାଇଛି ଜୀବନ: ଲିଷ୍ଟ୍‌ରେ ୩ ମୁଖ୍ୟମନ୍ତ୍ରୀ ମଧ୍ୟ ସାମିଲ

ପୁଣେ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗତ ୭ ମାସ ମଧ୍ୟରେ ଦେଶ ବିମାନ ଦୁର୍ଘଟଣାରେ ଆଉ ଜଣେ ବଡ଼ ନେତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri