ରାଜ୍ୟରୁ ଚିହ୍ନଟ ହେଲେ ଆଉ ୨୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨୨ କରୋନା ଆକ୍ରାନ୍ତ। ଏଥିମଧ୍ୟରେ କ୍ୱାରାଣ୍ଟାଇନ୍‌ରୁ ୧୩ଜଣ ଥିବା ବେଳେ ୯ ଲୋକାଲ କେସ୍‌ ରହିଛି। ଏହାଛଡ଼ା ଜଣେ ଆକ୍ରାନ୍ତ ୧୮ ବର୍ଷରୁ କମ୍‌ର ଅଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା ୧୩,୩୬,୨୧୭ରେ ପହଞ୍ଚିଛି। ଏବେ ରାଜ୍ୟରେ ୨୩୩ ଆକ୍ଟିଭ୍‌ କେସ୍‌ ରହିଥିବା ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର କେଭି ପାଇଁ ୭ ପିଜିଟି ଶିକ୍ଷକ ଅନୁମୋଦନ, + ୨ ଖୋଲିବା ନେଇ ଅଧ୍ୟକ୍ଷ…

ଭଞ୍ଜନଗର,୩୦ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଆଜକୁ ୧୬ ବର୍ଷ ହେବ ସ୍ଥାନୀୟ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଅବ୍ୟବହୃତ ହଷ୍ଟେଲ କୋଠାରେ…

ଧାନ ସଂଗ୍ରହ କଣ୍ଟକୁ ଦିନେ, ଜିଦିରେ ଅଟଳ ଚାଷୀ

ବାହାନଗା/ତିହିଡ଼ି/ ଭଣ୍ଡାରିପୋଖରୀ, ୩୦ା୩ (ଅରୂପ କୁମାର ଦାସ/ସଞ୍ଜିତ ବଳ/ ରାଜେନ୍ଦ୍ର ଶତପଥୀ ): ବାଲେଶ୍ୱର ଜିଲା ବାହାନଗା ବ୍ଲକ୍‌ ଖନ୍ତାପଡ଼ାଠାରେ ଚାଷୀ ଅସନ୍ତୋଷ ଦେଖିବାକୁ ମିଳିଛି। ଟୋକନ…

‘ଭଲ ଉତ୍ପାଦ ଏହାର ଗୁଣବତ୍ତା ଦ୍ୱାରା ଆଦୃତ ହୁଏ’

ଭୁବନେଶ୍ୱରସ୍ଥିତ ଜୟବାବା ଅଟୋମୋବାଇଲ୍ସର ମ୍ୟାନେଜିଂ ପାର୍ଟନର ହର୍ଷିତ ଲୋଧା ଜଣେ ସଫଳ ଉଦ୍ୟୋଗୀ ଭାବେ ନିଜର ପରିଚୟ ସୃଷ୍ଟି କରିଛନ୍ତି। ୨୦୨୩ରେ ପ୍ରତିଷ୍ଠିତ ‘ଜୟବାବା ଟ୍ରାଇବ୍‌’ର ପ୍ରତିଷ୍ଠାତା…

ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ: ୭ ଉପଜିଲାପାଳ ନିଯୁକ୍ତ, ଜାଣନ୍ତୁ କିଏ କେଉଁଠିକୁ ଗଲେ…

ଭୁବନେଶ୍ୱର,୩୦।୩(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ରବିବାର ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌)ଅଧିକାରୀସ୍ତରରେ ଅଦଳବଦଳ କରାଯାଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ,…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri