୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୨ କରୋନା ପଜିଟିଭ୍‌

ଭୁବନେଶ୍ୱର,୧୫।୬(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୨ ଜଣ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍‌ ବୟସର ପିଲା ଜଣେ ଜଣ ଅଛନ୍ତି। ସେହିପରି କ୍ୱାରାଣ୍ଟାଇନ୍‌ରୁ ୧୩ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍‌ ୯ ରହିଛନ୍ତି। ଏ ନେଇ ବୁଧବାର ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୧୬ ଜଣ ଥିବା ବେଳେ ବାଲେଶ୍ୱର, ବଲାଙ୍ଗୀର, ଜଗତ୍‌ସିଂହପୁରରୁ ଜଣେ ଲେଖାଏ ଆକ୍ରାନ୍ତ ଅଛନ୍ତି। ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୩ ଜଣ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଙ୍କଡ଼ କାମୁଡାରେ ୫ ଆହତ: ବନବିଭାଗକୁ ଚିଠି ଲେଖିଲେ ସମିତି ସଭ୍ୟ ଧ୍ରୁବ

ଗଞ୍ଜାମ,୯।୭(ବିଦ୍ୟାଧର ସାହୁ ): ହୁମା ଓ ଆଖପାଖ ଅଞ୍ଚଳରେ ପାତି ମାଙ୍କଡ଼ଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବୃଦ୍ଧି ପାଉଛି । ଘର ଉପକରଣ ପାଇଁ ଜଙ୍ଗଲ ସଫା…

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ…

ବିଦ୍ୟାଳୟର ନୂତନ ପରିଚାଳନା କମିଟି ଗଠନ: ସଭାପତି, ଉପସଭାନେତ୍ରୀ ଭାବେ ମନୋନୀତ ହେଲେ ଏମାନେ…

ଲାଞ୍ଜିଗଡ,୯।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପରିଚାଳନା କମିଟି ଗଠନ ବୁଧବାର ଅନୁଷ୍ଠିତ ହୋଇଯାଇଛିI ବିଦ୍ୟାଳୟର…

ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ: ଉଭୟ ପକ୍ଷ ମଧ୍ୟରେ ମାଡ଼ ପିଟ

ମହାକାଳପଡ଼ା,୯ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ କଣ୍ଡରାପାଟିଆ ଗ୍ରାମର ୭୭ ପରିବାର ଦୀର୍ଘ ବର୍ଷ ଧରି ୧୭୦ ଏକର ସରକାରୀ…

ମରିବୁ ପଛେ ଛାଡିବୁ ନାହିଁ : ଆନ୍ଦୋଳନ ପାଇଁ ସଜବାଜ ହେଉଛନ୍ତି ମତ୍ସ୍ୟଜୀବୀ, ସମାଧାନ ନ ହେଲେ…

ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ମରିବୁ ପଛେ ଛାଡିବୁ ନାହିଁ। ପ୍ରଶାସନ ଓ ପୋର୍ଟ କର୍ତ୍ତୃପକ୍ଷ ଆମକୁ ଦିନକୁ ଦିନ ଧୋକା ଦେବାରେ ଲାଗିଛନ୍ତି । ଏନେଇ ଆନ୍ଦୋଳନ…

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୩୦ରୁ ୪୦ କିମି ବେଗରେ ବହିବ ପଦନ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୯ା୭(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ସଦୃଶ ଲଘୁଚାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri