ଜର୍ମାନୀର ଏକ ସାଂସ୍କୃତିକ କାର୍ଯ୍ୟକ୍ରମରେ ସୁରକ୍ଷା କର୍ମୀ ଓ ଉପଦ୍ରବକାରୀଙ୍କ ସଂଘର୍ଷରେ ୨୨ପୋଲିସ କର୍ମୀ ଆହତ, ପୋଲିସର ଲାଠି ଚାର୍ଜ

ବର୍ଲିନ,୯।୭: ପଶ୍ଚିମ ଜର୍ମାନୀର ଜିସେନ ସହରରେ ଇରିଟ୍ରିଆନ ସାଂସ୍କୃତିକ କାର୍ଯ୍ୟକ୍ରମରେ ଦଙ୍ଗାରେ ୨୨ଜଣ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ବିକ୍ଷୋଭକାରୀମାନେ ପୋଲିସ ଉପରେ ପଥର,ବୋତଲ ଏବଂ ଗ୍ୟାସ ବମ୍‌ ଫିଙ୍ଗିଥିଲେ। ସେମାନେ ବ୍ୟାରିକଡେ ଭାଙ୍ଗି ଧସି ପଶିବାକୁ ଚେଷ୍ଟା ମଧ୍ୟ କରିଥିଲେ। ପୋଲିସ ଏବଂ ଉପଦ୍ରବକାରୀଙ୍କ ଧସ୍ତାଧସ୍ତି ମଧ୍ୟରେ ବହୁ ସୁରକ୍ଷା କର୍ମୀ ଆହତ ହୋଇଛନ୍ତି।

ଘଟଣାରେ ଉପଦ୍ରବକାରୀଙ୍କୁ ନିୟନ୍ତ୍ରଣକୁ ଆଣିବା ପାଇଁ ପୋଲିସ ସେମାନଙ୍କ ଉପରେ ଲଙ୍କା ଗୁଣ୍ଡ ସ୍ପ୍ରେ ଏବଂ ଲାଠି ଚାର୍ଜ କରିଥିଲା। ଘଟଣାସ୍ଥଳରେ ଏକ ହଜାର ପୋଲିସ କର୍ମଚାରୀ ମୁତୟନ ହୋଇଥିଲେ। ଜିସେନ ପୋଲିସ ଅନୁଯାୟୀ, ବର୍ତ୍ତମାନ ସୁଦ୍ଧା ଆହତ କିମ୍ବା ଗିରଫ ହୋଇଥିବା ଲୋକଙ୍କ ସଂଖ୍ୟା ସମ୍ପର୍କରେ କୌଣସି ଠୋସ ସୂଚନା ମିଳିପାରି ନାହିଁ। ଉପଦ୍ରବକାରୀଙ୍କ ମଧ୍ୟରୁ ୬୦ଜଣଙ୍କୁ ଅଟକ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା ରହସ୍ୟ ଉନ୍ମୋଚିତ: ଏହି କାରଣରୁ ମହିଳାଙ୍କୁ ଜୀବନରୁ ମାରିଦେଇଥିଲେ ରମାକାନ୍ତ

ବରଗଡ଼,୨୩।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ରେଶମ ପ୍ରଶାଖା ଛକ କେନାଲ ଘାଟ ନିକଟର ରବିବାର ଉଦ୍ଧାର ହୋଇଥିବା ମୃତ ମହିଳାଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚିତ ହୋଇଛି। ମୃତ…

ସାରକୁ ନେଇ ବଡ଼ କଥା କହିଲେ ମନ୍ତ୍ରୀ: କହୁ କହୁ କହିଦେଲେ ଗତ ବର୍ଷ କ’ଣ …

ଭୁବନେଶ୍ୱର, ୨୩।୬: ଚଳିତ ଖରିଫ ଋତୁରେ ରାଜ୍ୟରେ ସାର ଯୋଗାଣକୁ ନେଇ କୌଣସି ଅସୁବିଧା ହେବନାହିଁ ବୋଲି ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସ୍ପଷ୍ଟ କରିଛନ୍ତି।…

ଆକ୍ସନ ମୋଡ୍‌ରେ ପୋଲିସ: ବିପୁଳ ଦେଶୀମଦ ଜବତ

ଦାରିଙ୍ଗବାଡି, ୨୩।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପୋଲିସ ପକ୍ଷରୁ ବସଷ୍ଟାଣ୍ଡ ଅଞ୍ଚଳରେ ଚଢ଼ାଉ କରି ବିପୁଳ ପରିମାଣର ମହୁଲ ପୋଚ ଜବତ ଓ ତାକୁ…

ଘର କାମ କରୁଥିଲେ ଶୋଭାରାଣୀ, ଲାଗିଲା କରେଣ୍ଟ୍‌: ଆଉ ତା’ପରେ..

ଖଇରା,୨୩।୬(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ମହାତିପୁର ପଞ୍ଚାୟତ ଅଧୀନ ଚକ ଗ୍ରାମର ବୈକୁଣ୍ଠ ସାମଲ (୩୫)ଙ୍କ ପତ୍ନୀ ଶୋଭାରାଣୀ ମଙ୍ଗଳବାର ବିଦ୍ୟୁତ ସଂସ୍ପର୍ଶରେ…

ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ଧାରଣା: ଧାନବିକ୍ରି ଟୋକନ ଦାବିରେ ଗର୍ଜିଲେ

ବରଗଡ଼,୨୩।୬(ପ୍ରେମାନନ୍ଦ ଖମାରୀ)- ଖରିଫ ଚାଷକାର୍ଯ୍ୟ ସମୟ ଆସି ଯାଇଛି। ହେଲେ ବରଗଡ଼ ଜିଲାର ଚାଷୀମାନେ ଏପର୍ଯ୍ୟନ୍ତ ରବିରେ ଅମଳ ଧାନ ବିକ୍ରି କରି ପାରି ନାହାଁନ୍ତି ।…

ପୁଣି ଘୁଞ୍ଚିଲା OTET ପରୀକ୍ଷା: ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା

ଭୁବନେଶ୍ୱର,୨୩।୬: ପୁଣି ଘୁଞ୍ଚିଲା OTET ପରୀକ୍ଷା। ଜୁନ୍‌ ୨୮ରେ ହେବାକୁ ଥିବା OTET ପରୀକ୍ଷା ତାରିଖ ଘୁଞ୍ଚାଯାଇଛି। ଜୁନ ୨୮ ବଦଳରେ ଜୁଲାଇ ୫ରେ ହେବ ପରୀକ୍ଷା।…

ଶିକ୍ଷକଙ୍କ ପାଇଁ ବଡ଼ ଖବର: ଏଣିକି TET ପାସ ବାଧ୍ୟତାମୂଳକ

ଭୁବନେଶ୍ୱର,୨୩।୬: TET ପାସ କରି ନ ଥିବା ଶିକ୍ଷକଙ୍କ ପାଇଁ ମଙ୍ଗଳବାର ବଡ଼ ଖବର ଆସିଛି। ଦେଶର ସମସ୍ତ ଶିକ୍ଷକଙ୍କ ପାଇଁ TET ପାସ ବାଧ୍ୟତାମୂଳକ କରିଛନ୍ତି…

Video: ଇଣ୍ଟରନ୍ୟାଶନାଲ ଡେବ୍ୟୁରେ କେତେ ନମ୍ବର ଜର୍ସି ପିନ୍ଧିବେ ବୈଭବ? ଦେଖୁ ଦେଖୁ ଖୁସି ହୋଇଗଲେ ବେବି ବସ

ନୂଆଦିଲ୍ଲୀ,୨୩।୬: ଜୁନିଅର କ୍ରିକେଟ ସର୍କିଟରେ ଝଡ଼ ସୃଷ୍ଟି କରିବା ପରେ, ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ ଇଣ୍ଡିଆ ପାଇଁ ଡେବ୍ୟୁ କରିବାକୁ ପ୍ରସ୍ତୁତ। ବୈଭବ ମଙ୍ଗଳବାର ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri