୨୨ରୁ ୨୬ ମଦ ବିକ୍ରି ବନ୍ଦ

ଭୁବନେଶ୍ୱର,୧୬ା୩(ବ୍ୟୁରୋ): ରାଜ୍ୟରେ ପୌର ନିର୍ବାଚନ ପାଇଁ ମାର୍ଚ୍ଚ ୨୪ରେ ଭୋଟ ଗ୍ରହଣ ହେବ। ପୌର ନିର୍ବାଚନକୁ ଦୃଷ୍ଟିରେ ରଖି ୫ ଦିନ ମଦ ବିକ୍ରି ବନ୍ଦ ରଖିବାକୁ ମଙ୍ଗଳବାର ଅବକାରୀ ବିଭାଗ ପକ୍ଷରୁ ଘୋଷଣା କରାଯାଇଛି। ରାଜ୍ୟର ସମସ୍ତ ପୌରାଞ୍ଚଳ ଓ ମହାନଗର ନିଗମ ଅଞ୍ଚଳରେ ମଦ ବିକ୍ରି ବନ୍ଦ ରହିବ। ମାର୍ଚ୍ଚ ୨୨ରୁ ୨୬ ତାରିଖ ଯାଏ ‘ଡ୍ରାଏ ଡେ’ ଘୋଷଣା କରାଯାଇଛି। ଏହି ସମୟରେ ସମସ୍ତ ଦୋକାନ, ବାର୍‌, ହୋଟେଲ ଓ ରେଷ୍ଟୁରାଣ୍ଟରେ ମଦ ବିକ୍ରି ବନ୍ଦ ରହିବ। ଏ ନେଇ ସମସ୍ତ ଜିଲାପାଳମାନଙ୍କୁ ଅବକାରୀ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ପୌର ନିର୍ବାଚନ ପାଇଁ ପ୍ରଚାର ଚାଲିଥିବା ବେଳେ ବେଆଇନ ମଦ କାରବାର ବୃଦ୍ଧି ପାଇଛି। ଗତ ମାର୍ଚ୍ଚ ୩ ତାରିଖରୁ ୧୩ ତାରିଖ ମଧ୍ୟରେ ୧୩୬୦୫.୨ ବଲ୍କ ଲିଟର ଜବତ ହୋଇଥିବା ବେଳେ ୫ଟି ବେଆଇନ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। ସେହିପରି ୧୯୯୪ ଗ୍ରାମ ଡ୍ରଗ୍ସ ଜବତ ହୋଇଥିବା ବେଳେ ୨୩,୧୨୬ ଜଣଙ୍କ ବିରୋଧରେ ଓ୍ବାରେଣ୍ଟ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା। ଶୁକ୍ରବାର ଭୁବନେଶ୍ବର ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri