୨୨ ବର୍ଷରେ ମହାବାତ୍ୟା: ସ୍ମୃତି ଏବେ ବି ଅଭୁଲା

ଏରସମା,୨୮ା୧୦(ସ୍ବ.ପ୍ର.): ମହାବାତ୍ୟାର ଲୋମଟାଙ୍କୁରା ଘଟଣାବଳୀକୁ ଏବେବି ଲୋକେ ଭୁଲି ପାରିନାହାନ୍ତି। ୨୨ ବର୍ଷ ତଳେ ଅର୍ଥାତ୍‌ ୧୯୯୯, ଅକ୍ଟୋବର ୨୯ରେ ତାଣ୍ଡବ ରଚିଥିଲା ମହାବାତ୍ୟା। ଏବେବି ସେଦିନର ବିଭୀଷିକାପୂର୍ଣ୍ଣ କଥା ମନେପଡିଲେ ଛାତି ଥରିଉଠେ ବୋଲି ଜଗତ୍‌ସିଂହପୁର ଜିଲା ଏରସମା ବ୍ଲକ ଅନ୍ତର୍ଗତ ଆମ୍ବିକିର ପୂର୍ବତନ ସରପଞ୍ଚ ଶଙ୍କର ଚରଣ ସେଠୀ, ନଗରୀ କଲୋନୀର ନିବାସ ଫନ୍ଦକାର, ସୁବତ୍ର ସାମନ୍ତ ଓ ଦହିବର ଗ୍ରାମର ଦେବଦତ୍ତ ଦାସ ଓ ଅର୍ଜୁନ ଜେନା କହିଛନ୍ତି। ସେଦିନ ମେଘ ସାଙ୍ଗକୁ ପବନ ଧ୍ୱଂସଲୀଳା ରଚିଥିଲା।

ସମୁଦ୍ରରୁ ୩୦ ଫୁଟ ଉଚ୍ଚର ଲୁଣା ଜୁଆର ଉଠି ଏରସମାର ଭୌଗୋଳିକ ସ୍ଥିତିକୁ ଛାରଖାର କରି ଚାଲିଗଲା। ଏହାର ପ୍ରଭାବରେ ଅନେକ ଘରଦ୍ୱାର, ଗଛ ଭାଙ୍ଗିବା ସହ ଶତାଧିକ ମଣିଷ, ଜୀବଜନ୍ତୁଙ୍କ ଜୀବନ ଯାଇଥିଲା। ୨୨ ବର୍ଷ ତଳେ ବିନାଶ ଭିତରୁ ସୂତ୍ରପାତ ହୋଇଛି ବିକାଶର ପର୍ବ। ତଥାପି ଏରସମାବାସୀଙ୍କ ମନରେ ସେଦିନର ଦୃଶ୍ୟ ଅଲିଭା ସ୍ମୃତି ହୋଇ ରହିଯାଇଛି।
ଅସୁରକ୍ଷିତ ହୋଇପଡିଛି ବାତ୍ୟା ଆଶ୍ରୟସ୍ଥଳ ପ୍ର।କୃତିକ ବିପଯର୍‌ୟୟକୁ ମୁକାବିଲା କରିବା ପାଇଁ ଏହି ବ୍ଲକରେ ପ୍ରତିଷ୍ଠା କରାଯାଇଥିବା ବାତ୍ୟା ଆଶ୍ରୟସ୍ଥଳ ମରାମତି ଅଭାବରୁ ଅସୁରକ୍ଷିତ ହୋଇପଡିଲାଣି। ନିର୍ମାଣ କରାଯାଇଥିବା ୯୨ଟି ଆଶ୍ରୟସ୍ଥଳ ମଧ୍ୟରୁ ପୋର୍ଟ ଟ୍ରଷ୍ଟ ପକ୍ଷରୁ ୧୨ଟି ଓ ମହାରାଷ୍ଟ୍ର ସରକାରଙ୍କ ପକ୍ଷରୁ ୨୯ଟି ବହୁମୁଖୀ ଆଶ୍ରୟସ୍ଥଳ ମରାମତି ଅଭାବରୁ ଅସୁରକ୍ଷିତ ହୋଇପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri