୨୨ ବର୍ଷରେ ମହାବାତ୍ୟା: ସ୍ମୃତି ଏବେ ବି ଅଭୁଲା

ଏରସମା,୨୮ା୧୦(ସ୍ବ.ପ୍ର.): ମହାବାତ୍ୟାର ଲୋମଟାଙ୍କୁରା ଘଟଣାବଳୀକୁ ଏବେବି ଲୋକେ ଭୁଲି ପାରିନାହାନ୍ତି। ୨୨ ବର୍ଷ ତଳେ ଅର୍ଥାତ୍‌ ୧୯୯୯, ଅକ୍ଟୋବର ୨୯ରେ ତାଣ୍ଡବ ରଚିଥିଲା ମହାବାତ୍ୟା। ଏବେବି ସେଦିନର ବିଭୀଷିକାପୂର୍ଣ୍ଣ କଥା ମନେପଡିଲେ ଛାତି ଥରିଉଠେ ବୋଲି ଜଗତ୍‌ସିଂହପୁର ଜିଲା ଏରସମା ବ୍ଲକ ଅନ୍ତର୍ଗତ ଆମ୍ବିକିର ପୂର୍ବତନ ସରପଞ୍ଚ ଶଙ୍କର ଚରଣ ସେଠୀ, ନଗରୀ କଲୋନୀର ନିବାସ ଫନ୍ଦକାର, ସୁବତ୍ର ସାମନ୍ତ ଓ ଦହିବର ଗ୍ରାମର ଦେବଦତ୍ତ ଦାସ ଓ ଅର୍ଜୁନ ଜେନା କହିଛନ୍ତି। ସେଦିନ ମେଘ ସାଙ୍ଗକୁ ପବନ ଧ୍ୱଂସଲୀଳା ରଚିଥିଲା।

ସମୁଦ୍ରରୁ ୩୦ ଫୁଟ ଉଚ୍ଚର ଲୁଣା ଜୁଆର ଉଠି ଏରସମାର ଭୌଗୋଳିକ ସ୍ଥିତିକୁ ଛାରଖାର କରି ଚାଲିଗଲା। ଏହାର ପ୍ରଭାବରେ ଅନେକ ଘରଦ୍ୱାର, ଗଛ ଭାଙ୍ଗିବା ସହ ଶତାଧିକ ମଣିଷ, ଜୀବଜନ୍ତୁଙ୍କ ଜୀବନ ଯାଇଥିଲା। ୨୨ ବର୍ଷ ତଳେ ବିନାଶ ଭିତରୁ ସୂତ୍ରପାତ ହୋଇଛି ବିକାଶର ପର୍ବ। ତଥାପି ଏରସମାବାସୀଙ୍କ ମନରେ ସେଦିନର ଦୃଶ୍ୟ ଅଲିଭା ସ୍ମୃତି ହୋଇ ରହିଯାଇଛି।
ଅସୁରକ୍ଷିତ ହୋଇପଡିଛି ବାତ୍ୟା ଆଶ୍ରୟସ୍ଥଳ ପ୍ର।କୃତିକ ବିପଯର୍‌ୟୟକୁ ମୁକାବିଲା କରିବା ପାଇଁ ଏହି ବ୍ଲକରେ ପ୍ରତିଷ୍ଠା କରାଯାଇଥିବା ବାତ୍ୟା ଆଶ୍ରୟସ୍ଥଳ ମରାମତି ଅଭାବରୁ ଅସୁରକ୍ଷିତ ହୋଇପଡିଲାଣି। ନିର୍ମାଣ କରାଯାଇଥିବା ୯୨ଟି ଆଶ୍ରୟସ୍ଥଳ ମଧ୍ୟରୁ ପୋର୍ଟ ଟ୍ରଷ୍ଟ ପକ୍ଷରୁ ୧୨ଟି ଓ ମହାରାଷ୍ଟ୍ର ସରକାରଙ୍କ ପକ୍ଷରୁ ୨୯ଟି ବହୁମୁଖୀ ଆଶ୍ରୟସ୍ଥଳ ମରାମତି ଅଭାବରୁ ଅସୁରକ୍ଷିତ ହୋଇପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କଟକ ସହରରୁ ୧୨୭ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୨୨।୮-କଟକ ସହରରେ ଶନିବାର ପୁଣି ୧୨୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୮୦ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୪୭ ଲୋକାଲ କଣ୍ଟାକ୍ଟ କେସ...

ଅଭିଯୁକ୍ତଙ୍କ ଟେର୍‌ ପାଉନି ପୋଲିସ

ଭୁବନେଶ୍ୱର, ୪।୭(ସୂର୍ଯ୍ୟକାନ୍ତ ବେହେରା): ଆଇପିଏସ୍‌ ଅଫିସର ତଥା ବାଲେଶ୍ବର ଏସ୍‌ପିଙ୍କ ମା’, ବାପାଙ୍କଠାରୁ ଲୁଟ ଉଦ୍ୟମ ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଚିହ୍ନଟ କରିଥିଲେ ମଧ୍ୟ ଏଯାବତ...

୪ ଲୁଟେରା ଗିରଫ, ୧୮ ବାଇକ୍‌ ଜବତ

କବିସୂର୍ଯ୍ୟନଗର,୭ା୭-କବିସୂର୍ଯ୍ୟନଗର ଥାନା ପୋଲିସ ୧୮ଟି ବାଇକ୍‌ ଓ ଏକ ବୋଲେରୋ ଜବତ କରିବା ସହ ୪ଜଣ ଲୁଟେରାଙ୍କୁ ଗିରଫ କରି ଶନିବାର କୋର୍ଟଚାଲାଣ କରିଛି। ସେମାନେ...

ପରିବେଶର ସୁରକ୍ଷା ନେଇ ଶପଥ ନେଲେ ଛାତ୍ରୀଛାତ୍ର

ଦାରିଙ୍ଗବାଡି,୨୨।୪(ଡି.ଏନ୍‌.ଏ.): ଆଜି ଧରିତ୍ରୀ ଦିବସ। ଏହି ଦିବସକୁ ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ର ଏକାଠି ହୋଇ ନିଆରା ଢଙ୍ଗରେ ପାଳନ କରିଛନ୍ତି। ଓଡ଼ିଶାର କାଶ୍ମୀର କୁହାଯାଉଥିବା କନ୍ଧମାଳ...

ହଟିଲା ରାସ୍ତାରୋକ: ମୃତକଙ୍କ ପରିବାରକୁ ଚାକିରି , ୫ଲକ୍ଷର କ୍ଷତିପୂରଣ

ବାରଙ୍ଗ,୩୦।୧୦(ଡି.ଏନ୍‌ଏ.): ବିଏମ୍‌ସି ଅଳିଆ ଗାଡ଼ି ଧକ୍କାରେ ରବିବାର ସକାଳେ ଜଣଙ୍କ ମୃତ୍ୟୁ ଘଟିଥିଲା। ଏ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଯାଇଛି। ମୃତକଙ୍କ ପରିବାରକୁ ୫...

ପିଆର୍‌ଏମ୍‌ ମେଡିକାଲ ଛାତରୁ ଖସିଲା ପ୍ଲାଷ୍ଟର

ବାରିପଦା ଅଫିସ,୭ା୧୧:ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲେ କଲେଜ ଓ ହସ୍ପିଟାଲ(ପିଆର୍‌ଏମ୍‌) ଚକ୍ଷୁ ବିଭାଗ ଛାତରୁ ରବିବାର ପ୍ଲାଷ୍ଟର ଖସିଛି। ସେଠାରେ ଚିକିତ୍ସାଧିନ...

ପାହାଡ଼ରୁ ହେଉଛି ଅବାଧ ମୋରମ ଚାଲାଣ

ଖଣ୍ଡପଡ଼ା,୨ା୯ (ସ୍ବ.ପ୍ର.): ଖଣ୍ଡପଡ଼ା ତହସିଲ ଅଧୀନ ଖଳିସାହି ପଞ୍ଚାୟତର ଇଚ୍ଛାପୁର ଗ୍ରାମ ନିକଟ ପାହାଡ଼ରୁ ଅବାଧରେ ମୋରମ ଚାଲାଣ ହେଉଥିବା ଅଭିଯୋଗ ହେଉଛି। ଏଥିପାଇଁ ପାହାଡ଼...

ଟ୍ରେନ୍‌ରେ ଛାଡ଼ିଥିବା ୪ ଲକ୍ଷ ୫୦ ହଜାର ଟଙ୍କା ଫେରିପାଇଲେ ବ୍ୟକ୍ତି

ରାୟଗଡ଼ା ଅଫିସ,୧୯।୧: ବିଶାଖାପାଟନମ୍‌ରୁ ରାୟଗଡ଼ା ଅଭିମୁଖେ ଶେଖ୍‌ ୟାସୋଦିନ୍‌ ନାମକ ଜଣେ ବ୍ୟକ୍ତି ରବିବାର ସକାଳେ ସମତା ଏକ୍ସପ୍ରେସରେ ତାଙ୍କର ଜଣେ ବନ୍ଧୁଙ୍କ ବିବାହ ଉତ୍ସବରେ...

Advertisement
Archives

Model This Week