୨୨୦ ଓଏଏସ୍‌ ଅଧିକାରୀଙ୍କ ବଦଳି

ଭୁବନେଶ୍ୱର, ୨୩ା୧୦(ସୁନିତ୍‌ ମିଶ୍ର): ଓଏଏସ୍‌ ଅଫିସର ସ୍ତରରେ ରାଜ୍ୟ ସରକାର ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି। ୨୨୦ ଓଏଏସ୍‌ ଅଧିକାରୀଙ୍କୁ ବଦଳି କରାଯାଇଛି। ବଦଳି ସହ ସମସ୍ତ ଅଧିକାରୀଙ୍କୁ ବିଭାଗ ଦ୍ୱାରା ସେଣ୍ଟ୍ରାଲୀ ରିଲିଭ୍‌ କରାଯାଇଛି। ଆସନ୍ତା ୨୫ ତାରିଖ ସୁଦ୍ଧା ନିଜ ନୂଆ ସ୍ଥାନରେ ଯୋଗଦେବାକୁ ସେମାନଙ୍କ ଉକ୍ତ ବିଜ୍ଞପ୍ତିରେ ନିର୍ଦ୍ଦେଶ ଦିଆଯାଇଛି। ପୂଜା ଛୁଟି ଥିବା ସତ୍ତ୍ବେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଏହି ବଦଳି ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ବିଜ୍ଞପ୍ତିରେ ସେପ୍ଟେମ୍ବର ୧୨ ଓ ଅକ୍ଟୋବର ୧୩ରେ ଯେଉଁ ଓଏଏସ୍‌ ଅଧିକାରୀଙ୍କ ବଦଳି କରାଯାଇଥିଲା ସେମାନଙ୍କୁ ମଧ୍ୟ ସେଣ୍ଟ୍ରାଲୀ ରିଲିଭ୍‌ କରାଗଲା ବୋଲି ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶାହରୁଖଙ୍କ ‘ମନ୍ନତ’ର ମାସିକ ବିଦ୍ୟୁତ ବିଲ କେତେ ଜାଣିଛନ୍ତି କି, ଉଡିଯିବ ହୋଶ୍‌

ମୁମ୍ବାଇ: ବଲିଉଡର ‘କିଙ୍ଗ ଖାନ’ ଭାବେ ପରିଚିତ ଶାହରୁଖ ଖାନଙ୍କ ଲୋକପ୍ରିୟତା କେବଳ ଭାରତରେ ସୀମିତ ନୁହେଁ। ଦେଶ-ବିଦେଶରେ ତାଙ୍କର କୋଟି କୋଟି ପ୍ରଶଂସକ ରହିଛନ୍ତି। ତାଙ୍କର…

ପେଟ୍ରୋଲ-ଡିଜେଲ ଭରିବା ହେବ ମହଙ୍ଗା! ଏବେ ଲାଗିବ ଅତିରିକ୍ତ ଚାର୍ଜ, ଜାଣନ୍ତୁ କେତେ…

ନୂଆଦିଲ୍ଲୀ: UPI ପେମେଣ୍ଟକୁ ନେଇ ବଡ଼ ପରିବର୍ତ୍ତନ ଆସିଛି। ନ୍ୟାଶନାଲ ପେମେଣ୍ଟ୍ସ କର୍ପୋରେସନ ଅଫ ଇଣ୍ଡିଆ (NPCI) ଘୋଷଣା କରିଥିବା ନୂଆ ମର୍ଚ୍ଚାଣ୍ଟ ଡିସ୍କାଉଣ୍ଟ ରେଟ (MDR)…

ପ୍ରଶାସନକୁ ହସ୍ତାନ୍ତର ହୋଇନାହିଁ ଅଙ୍ଗନୱାଡ଼ି କେନ୍ଦ୍ର: ବିପଦସଙ୍କୁଳ ସ୍କୁଲ ବାରଣ୍ଡାରେ ବସୁଛନ୍ତି ଶିଶୁ

ଲାଞ୍ଜିଗଡ଼,୧୬ା୯(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ଠାରେ ୨୦୧୫ରେ ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ଆରମ୍ଭ ହୋଇ ସମ୍ପୂର୍ଣ୍ଣ ହେବାର ୪ ବର୍ଷରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ପ୍ରଶାସନକୁ…

ହଇଚଇ ସୃଷ୍ଟି କଲା ଅଭିଜିତ ଦୀପକେଙ୍କ ନୂଆ ପୋଷ୍ଟ, କହିଲେ- ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାରେ…

ନୂଆଦିଲ୍ଲୀ,୧୬।୯: ଉତ୍ତରପ୍ରଦେଶର ୧୪,୪୨୯ଟି ପରିଷଦୀୟ ପ୍ରାଥମିକ ବିଦ୍ୟାଳୟକୁ ‘ସ୍ମାର୍ଟ ସ୍କୁଲ’ ଭାବେ ବିକଶିତ କରାଯିବ। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଏହି…

ମକର ରାଶିରେ ରାହୁଙ୍କ ପ୍ରବେଶ: ୨୦୨୮ ଯାଏ ୫ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ହାତକୁ ଆସିବ ପ୍ରଚୁର ଟଙ୍କା, ବ୍ୟବସାୟରେ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମକର ରାଶିକୁ କର୍ମ, ଅଧିକାର ଓ ସଂଘର୍ଷ ପରେ ସଫଳତାର ପ୍ରତୀକ ଭାବେ ଦେଖାଯାଏ। ଶନିଙ୍କ ଅଧିପତ୍ୟ ଥିବା ଏହି ରାଶିରେ…

ଅବହେଳିତ କଳାହାଣ୍ଡିର ଲୋକନୃତ୍ୟ ‘ଘୁମୁରା’: ପ୍ରଶିକ୍ଷଣ କେନ୍ଦ୍ରରେ ଝୁଲୁଛି ତାଲା

ଭବାନୀପାଟଣା, ୧୬ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡିର ଲୋକନୃତ୍ୟ ଘୁମୁରାକୁ ଆହୁରି ସମୃଦ୍ଧ କରିବା ପାଇଁ ରାଜ୍ୟ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡିଶା ସଂଗୀତ ନାଟକ ଏକାଡେମୀ ପକ୍ଷରୁ…

ଫ୍ରାଜାଇଲ ଫାଇଭ୍‌

ବର୍ତ୍ତମାନର କେନ୍ଦ୍ର ସରକାର ବାରମ୍ବାର କହୁଛନ୍ତି, ଦେଶରେ ସବୁ କିଛି ଠିକ୍‌ଠାକ୍‌ ଚାଲିଛି। ୨୦୧୪ ପୂର୍ବରୁ ଭାରତ ‘ଫ୍ରାଜାଇଲ ଫାଇଭ୍‌’ ଅର୍ଥନୀତିରେ ଥିବା ବେଳେ ଏହାର ଅଭିବୃଦ୍ଧି…

ଲୋନ୍‌ ନେଇଥିବା ଲୋକଙ୍କୁ ଲାଗିବ ବଡ଼ ଝଟକା: ମହଙ୍ଗା ହେବ EMI! ଅକ୍ଟୋବରରୁ RBI …

ନୂଆଦିଲ୍ଲୀ,୧୬।୯: ଯଦି ଆପଣ ବ୍ୟାଙ୍କରୁ ହୋମ ଲୋନ, କାର୍‌ ଲୋନ କିମ୍ବା ପର୍ସନାଲ ଲୋନ ନେଇଛନ୍ତି, ତେବେ ଆଗାମୀ ଦିନରେ ଆପଣଙ୍କ ଉପରେ ଅତିରିକ୍ତ EMI ବୋଝ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?