ଦେଶରେ ସ୍ଥାପନ ହେବ ୨୨ ହଜାର ଇଭି ଚାର୍ଜିଂ ଷ୍ଟେଶନ

ନୂଆଦିଲ୍ଲୀ,୯।୧୧: ଇଣ୍ଡିଆନ ଅଏଲ କର୍ପୋରେଶନ(ଆଇଓସି) ସମେତ ୨ ଅନ୍ୟ ରାଷ୍ଟ୍ରାୟତ୍ତ ତେଲ କମ୍ପାନୀ ୨୨ ହଜାର ଇ-ଯାନ ଚାର୍ଜିଂ ଷ୍ଟେଶନ ବସାଇବେ। ୩ରୁ ୫ ବର୍ଷରେ ଏହି ଇ-ଯାନ ଚାର୍ଜିଂ ଭିତ୍ତିଭୂମି ବିକାଶ ଲାଗି କମ୍ପାନୀଗୁଡ଼ିକ ଯୋଜନା ରଖିଛନ୍ତି। ଅଙ୍ଗାରକାମ୍ଳ ବାଷ୍ପ ନିର୍ଗମନକୁ ନେଟ୍‌ ଜିରୋ କରିବା ଲାଗି ସରକାରଙ୍କ ଲକ୍ଷ୍ୟ ହାସଲ ଦିଗରେ ଅଂଶୀଦାରମାନେ ବର୍ତ୍ତମାନ ଯୋଗଦାନ ରଖୁଥିବା କୁହାଯାଉଛି। ଏହିଦିଗରେ ଦେଶର ସର୍ବବୃହତ୍ତ ତୈଳ ବିପଣନ କମ୍ପାନୀ ଆଇଓସିଏଲ୍‌ ୧୦ ହଜାର ଚାର୍ଜିଂ ଷ୍ଟେଶନ ବସାଇବାକୁ ଯୋଜନା ରଖିଛି ବୋଲି ଏହାର ଅଧ୍ୟକ୍ଷ ଏସ୍‌.ଏମ୍‌.ବୈଦ୍ୟ କହିଛନ୍ତି। ସେହିଭଳି ଭାରତ ପେଟ୍ରୋଲିୟମ ଏବଂ ହିନ୍ଦୁସ୍ତାନ ପେଟ୍ରୋଲିୟମ ଭଳି କମ୍ପାନୀଗୁଡ଼ିକ ଯଥାକ୍ରମେ ୭ ହଜାର ଏବଂ ୫ ହଜାର ଲେଖାଏ ଷ୍ଟେଶନ ବସାଇବେ। ଆସନ୍ତା ବର୍ଷ ଆଇଓସି ୨ ହଜାର ଷ୍ଟେଶନ ବସାଇବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟଗୁଡ଼ିକ ଲାଗି ଋଣ ସୀମା ୫%କୁ ବଢ଼ିଲା

ନୂଆଦିଲ୍ଲୀ,୧୮।୫: କେନ୍ଦ୍ର ସରକାର ରାଜ୍ୟଗୁଡ଼ିକ ଲାଗି ଋଣ ସୀମାକୁ ରବିବାର ୩%ରୁ ୫% ବଢ଼ାଇଛନ୍ତି। ଏହାଦ୍ୱାରା ରାଜ୍ୟଗୁଡିକ ୨୦୨୦-୨୧ରେ ସେମାନଙ୍କ ମୋଟ ରାଜ୍ୟ ଜିଡିପିର ୫%...

ଆଳୁ, ପିଆଜ ପରେ ଖାଇବା ତେଲ ଦର ବୃଦ୍ଧି

ନୂଆଦିଲ୍ଲୀ: ଆଳୁ,ପିଆଜ ପରେ ବର୍ତ୍ତମାନ ଖାଇବା ତେଲ ଦର ବର୍ତ୍ତମାନ ମହଙ୍ଗା ହୋଇଛି। ବିଭିନ୍ନ ବର୍ଗର ଖାଇବା ତେଲ ଦର ବଢିଚାଲିଥିବା ବେଳେ ନିକଟ ଭବିଷ୍ୟତରେ...

କରୋନା ଲଢ଼େଇରେ ୟୁପି ମଡେଲକୁ ପ୍ରଶଂସା

ନୂଆଦିଲ୍ଲୀ,୧୯।୪: କରୋନା ଲଢ଼େଇ କ୍ଷେତ୍ରରେ ବିଶେଷ ଯୋଗଦାନ ଲାଗି ଉତ୍ତର ପ୍ରଦେଶ ସରକାର ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିକଟରେ ପ୍ରଶଂସା...

ବାଇଜୁସ୍‌ର ରବିନ୍ଦ୍ରନ ଦେଶର ନୂଆ କୋଟିପତି;ଟ୍ୟୁସନରୁ ମିଳିଥିଲା ଆପ୍‌ ତିଆରି ଆଇଡିଆ

ନୂଆଦିଲ୍ଲୀ,୩୦-୭: ଏକଦା ଟ୍ୟୁସନ ପଢ଼ାଉଥିବା ବାଇଜୁ ରବିନ୍ଦ୍ରନ ଆଜି ଭାରତର ନୂଆ କୋଟିପତି ଭାବେ ପରିଗଣିତ ହେଉଛନ୍ତି। ଗତ ୮ ବର୍ଷ ଭିତରେ ତାଙ୍କ ସମ୍ପତ୍ତି...

କ୍ରିପ୍ଟୋ କରେନ୍ସି ଟ୍ରେଡିଂ କଟକଣା ହଟିଲା

ନୂଆଦିଲ୍ଲୀ,୫-୩: ବିବାଦୀୟ କ୍ରିପ୍ଟୋକରେନ୍ସି କାରବାର ଉପରେ ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ୨ ବର୍ଷ ପୂର୍ବେ ପ୍ରତିବନ୍ଧକ ଲଗାଇଥିଲା। ଦେଶ ମଧ୍ୟରେ ଏହାର କାରବାର ନ...

ଦୋହଲିଗଲା ଖାଉଟିଙ୍କ ଆତ୍ମବିଶ୍ୱାସ

  ନୂଆଦିଲ୍ଲୀ,୬।୬: କରୋନା ପାଇଁ ଦେଶର ଅର୍ଥ ବ୍ୟବସ୍ଥା ବର୍ତ୍ତମାନ କ୍ଷତିଗ୍ରସ୍ତ ହୋଇଛି। ଏହି ମହାମାରୀ ଖାଉଟିଙ୍କ ଆତ୍ମବିଶ୍ୱାସକୁ ଦୋହଲାଇ ଦେଇଥିବା ଜଣାପଡିଛି। ଏଥିଲାଗି ଚଳିତ...

୩୦ ହଜାର କର୍ମଚାରୀଙ୍କୁ ଭିଆର୍‌ଏସ୍‌ ଦେବ ଏସ୍‌ବିଆଇ

ନୂଆଦିଲ୍ଲୀ,୭।୯ : ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଏସ୍‌ବିଆଇ) ଏହାର ପ୍ରାୟ ୩୦,୧୯୦ କର୍ମଚାରୀଙ୍କୁ ସ୍ବେଚ୍ଛାକୃତ ଅବସର ଯୋଜନା (ଭିଆର୍‌ଏସ୍‌)ରେ ଅବସର ଦେବାକୁ ଯୋଜନା କରୁଛି। ଦେଶର...

‘ପାରମ୍ପରିକ ଭାରତୀୟ ଔଷଧର ଆଧୁନିକୀକରଣ’

ନୂଆଦିଲ୍ଲୀ,୨।୮ ଦେଶର ପ୍ରମୁଖ ଘରୋଇ ଅନୁଷ୍ଠାନ ‘ପତଞ୍ଜଳି ଅନୁସନ୍ଧାନ ଫାଉଣ୍ଡେଶନ’ ହରିଦ୍ୱାରର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ବର୍ତ୍ତମାନର ଚିକିତ୍ସା ବ୍ୟବସ୍ଥାକୁ ‘ପାରମ୍ପରିକ ଭାରତୀୟ ଔଷଧର ଆଧୁନିକୀକରଣ’ ଶୀର୍ଷକ...

Advertisement
Archives

Model This Week