ସରିଲା ଯାଞ୍ଚ: ୨ ଲକ୍ଷ ୨୦ ହଜାର ୪୧୪ ପ୍ରାର୍ଥିପତ୍ର କାଏମ

ଭୁବନେଶ୍ୱର,୨୩।୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ରବିବାର ପ୍ରାର୍ଥିପତ୍ର ଯାଞ୍ଚ ଶେଷ ହୋଇଛି । ଯାଞ୍ଚ ବେଳେ ୮ହଜାର ୬୪୮ନାମାଙ୍କନପତ୍ର କଟିଥିବା ବେଳେ ୨ଲକ୍ଷ ୨୦ହଜାର ୪୧୪ ପ୍ରାର୍ଥିପତ୍ର କାଏମ ରହିଛି । ସରପଞ୍ଚ ପଦ ପାଇଁ ୩୨ହଜାର ୮୬୦ ପ୍ରାର୍ଥିପତ୍ର କାଏମ ରହିଛି । ସେହିଭଳି ପଞ୍ଚାୟତ ସମିତି ପାଇଁ ୨୭ହଜାର ୩୪ ପ୍ରାର୍ଥିପତ୍ର ଓ ଓ୍ବାର୍ଡ ସଭ୍ୟ ପାଇଁ ୧ଲକ୍ଷ ୫୬ହଜାର ୭୫୩ ପ୍ରାର୍ଥିପତ୍ର କାଏମ ରହିଛି ।

ସେପଟେ ଜିଲା ପରିଷଦ ପାଇଁ ୩ହଜାର ୭୬୭ ନାମାଙ୍କନ କାଏମ ରହିଛି । ତେବେ ମୋଟ ୨ ଲକ୍ଷ ୨୯ ହଜାର ୬୨ଟି ପ୍ରାର୍ଥିପତ୍ର ଦାଖଲ ହୋଇଥିଲା । ଏଥିରେ ୧ ଲକ୍ଷ ୬୨ ହଜାର ୨୯୭ଟି ଓ୍ବାଡମେମ୍ବର ପାଇଁ ପ୍ରାର୍ଥିପତ୍ର ଦାଖଲ ହୋଇଥିଲା । ସେହିଭଳି ସରପଞ୍ଚ ପାଇଁ ୩୪ ହଜାର ୬୧୩, ସମିତିସଭ୍ୟ ପାଇଁ ୨୮ ହଜାର ୧୫୩ ଓ ଜିଲାପରିଷଦ ପାଇଁ ୩ ହଜାର ୯୯୯ ଜଣଙ୍କ ମୋଟ ପ୍ରାର୍ଥିପତ୍ର ଦାଖଲ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ଅଧିବେଶନ ପୂର୍ବରୁ ୧୦ରେ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର, ୭।୧୧(ବ୍ୟୁରୋ): ବିଧାନସଭା ଶୀତ ଅଧିବେଶନ ଆସନ୍ତା ୨୦ ତାରିଖରୁ ଆରମ୍ଭ ହୋଇ ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ। ଚଳିତ ଅଧିବେଶନରେ ଅତିରିକ୍ତ ବଜେଟ୍‌ ଆଗତ...

ହେଲମେଟ୍‌ ନ ପିନ୍ଧି ଗାଡି ଚଳାଇଲେ ବାତିଲ ହେବ ଡ୍ରାଇଭିଂ ଲାଇସେନ୍ସ

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ)-ଟ୍ରାଫିକ ନିୟମ କଡାକଡି ସତ୍ତ୍ୱେ ରାଜ୍ୟରେ ବଢି ଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ। ଏଥିରୁ ଅଧିକାଂଶ ମୃତ୍ୟୁ ବାଇକ ଆରୋହୀଙ୍କର ଘଟୁଛି। ସେଥିମଧ୍ୟରୁ ଅଧିକାଂଶ ହେଲମେଟ୍‌...

ମାଟିତଳୁ ଆଉ ଏକ ହାତୀ କଙ୍କାଳ ମିଳିଲା

ଭୁବନେଶ୍ୱର,୩।୬(ବ୍ୟୁରୋ): ହାତୀଙ୍କ ପାଇଁ ମୃତ୍ୟୁର ଇଲାକା ପାଲଟିଛି ଆଠଗଡ଼ ବନଖଣ୍ଡ। ଏହି ବୃହତ୍‌ ବନ୍ୟପ୍ରାଣୀ ପାଇଁ ବିପଦ ସାଜିଛନ୍ତି ଖୋଦ୍‌ ସୁରକ୍ଷା ଦାୟିତ୍ୱରେ ରହୁଥିବା ବନ...

ଖଳାରେ ଧାନ ଜଗିଥିବା ବେଳେ କଚାଡ଼ିଲା ହାତୀ, ଯୁବକଙ୍କ ଜୀବନ ଗଲା

ଦେବଗଡ଼,୧୮।୧୨(ଡି.ଏନ୍‌.ଏ.): ଖଳାରେ ଧାନ ଜଗିଥିବା ବେଳେ ଯୁବକଙ୍କୁ କଚାଡ଼ି ମାରିଲା ହାତୀ। ଦେବଗଡ ବନଖଣ୍ଡ ରିଆମାଳ ବନାଞ୍ଚଳ ଚିରଗୁଣିକୁଦର ଗ୍ରାମରେ ଏଭଳି ଏକ ଅଭାବନୀୟ ଘଟଣା...

ବୋମା ନିଷ୍କ୍ରିୟ ବେଳେ ବିସ୍ଫୋରଣ

ମାଲକାନଗିରି,୭ା୪(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ନାରାୟଣପୁରରେ ମାଓବାଦୀ ହିଂସା ଦେଖିବାକୁ ମିଳିଛି। ମାଓବାଦୀଙ୍କ ଦ୍ୱାରା ଖଞ୍ଜାଯାଇଥିବା ବୋମାକୁ ନିଷ୍କ୍ରିୟ କରିବାକୁ ଯାଇ ଜଣେ ଯବାନ...

ବାରବାଟୀ ଲଢେଇ: ଟସ୍‌ ଜିତିଲା ଦକ୍ଷିଣ ଆଫ୍ରିକା

କଟକ ଅଫିସ୍‌,୧୨।୬: ଭାରତ ଏବଂ ଦକ୍ଷିଣ ଆଫିକା ମଧ୍ୟରେ ପାଞ୍ଚ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ରବିବାର କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଉଛି।...

ତଡ଼ପ ଲାଗିହୋଇ ରହିଲେ ସାକ୍ଷୀଗୋପାଳ

ସାକ୍ଷୀଗୋପାଳ,୨୬ା୧୨(ଡି.ଏନ୍‌.ଏ.): ସୂର୍ଯ୍ୟୋପରାଗ ପାଇଁ ବୁଧବାର ସାକ୍ଷୀଗୋପାଳ ମନ୍ଦିରରେ ସଅଳ ଦେବନୀତି ସମ୍ପନ୍ନ କରାଯାଇଛି। ସନ୍ଧ୍ୟା ସୁଧା ବଡସିଂହାର ଧୂପ ସମାପନ କରାଯିବା ପରେ ଠାକୁରଙ୍କୁ ଗ୍ରହଣ...

‘ଆୟକର ପ୍ରଶାସନକୁ ପାରଦର୍ଶୀ କରିବ ନୂଆ ବ୍ୟବସ୍ଥା’

ଭୁବନେଶ୍ୱର,୩ା୯:ଲୋକ ଚରିତ୍ର ମହାନ୍‌ ହେଲେ ପ୍ରଶାସନିକ କଟକଣା ଓ ଆଇନର ଛାଟ ଅନାବଶ୍ୟକ। ଟିକସ ପଇଠ କରିବାକୁ ସକ୍ଷମ ବ୍ୟକ୍ତିବିଶେଷ ସ୍ବେଚ୍ଛାକୃତ ଭାବେ ଆଗେଇ ଆସିବାର...

Advertisement
Archives

Model This Week