Posted inଜାତୀୟ

ପଶ୍ଚିମବଙ୍ଗକୁ ମିନି ପାକିସ୍ତାନ କରିଛନ୍ତି ମମତା: ଅଜୟ ଆଲୋକ

ପାଟନା,୧୨।୬: ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପଶ୍ଚିମବଙ୍ଗକୁ ମିନି ପାକିସ୍ତାନ କରିଛନ୍ତି। ଏନେଇ ଜେଡିୟୁ ନେତା ଅଜୟ ଆଲୋକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ରାଜ୍ୟରେ ରୋହିଙ୍ଗ୍ୟାମାନେ ବିହାର ଲୋକଙ୍କୁ ତଡି ଦେଉଥିବା ସେ ଅଭିଯୋଗ କରିଛନ୍ତି। ଏଠାରେ ବିହାରର ଲୋକଙ୍କ ଉପରେ ନିର୍ଯାତନା ହେଉଥିବା ଅୟଜ କହିଛନ୍ତି। ଅଜୟଙ୍କ ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ସୂଚନାଯୋଗ୍ୟ, ପୂର୍ବରୁ ସୁଶୀଲ ମୋଦି ପଶ୍ଚିମବଙ୍ଗରେ ହିନ୍ଦୀ ଭାଷାଭାଷୀଙ୍କ ଅଣଦେଖା କରାଯାଉଥିବା ଅଭିଯୋଗ କରିଥିଲେ।


All Right Reserved By Dharitri.Com

ଏସବୁ ଖାଦ୍ୟ ଆର୍ଥରାଇଟିସ୍‌ରୁ ରଖେ ଦୂରେଇ…

ପରିବର୍ତ୍ତିିତ ଜୀବନ ଶୈଳୀ ଏବଂ ଖାଦ୍ୟପେୟରେ ଅନିୟମିତତା ଯୋଗୁ କେତେକଙ୍କଠାରେ ଆଣ୍ଠୁଗଣ୍ଠି ବିନ୍ଧା ସମସ୍ୟା ଦେଖାଦେଇଥାଏ। ଏହାକୁ ଡାକ୍ତରମାନେ ଆର୍ଥରାଇଟିସ୍‌ କୁହାଯାଇଥାଏ। ଏହି ସମସ୍ୟାରେ ଗଣ୍ଠି...

ସ୍ବାଧୀନତାର ୭୨ ବର୍ଷ ପରେ ବି ତ୍ରିଶୁଳି ଗାଁରେ ପହଞ୍ଚିନି ବିଦ୍ୟୁତ୍‌ ଆଲୋକ

ରାୟପୁର,୧୩।୬: ଦେଶ ସ୍ବାଧୀନ ହେବାର ୭୨ ବର୍ଷ ବିତିଯାଇଛି। ଇତିମଧ୍ୟରେ ଦେଶରେ ବିଦ୍ୟୁତ୍‌କରଣ କାର୍ଯ୍ୟ ଜାରି ରହିଛି। ତେବେ ଏବେ ବି ଛତିଶଗଡ଼ର ବଳରାମପୁର ଜିଲା...

ନିଜକୁ ଗୁଳି ମାରି ଆତ୍ମହତ୍ୟା କଲେ ଡିସିପି

ଫରିଦାବାଦ୍‌,୧୪।୮: ହରିୟାଣାରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ଫରିଦାବାଦର ଡେପୁଟୀ କମିଶନର ଅଫ୍‌ ପୋଲିସ୍‌(ଡିସିପି) ବିକ୍ରମ କପୁର ବୁଧବାର ସକାଳୁ ନିଜ ବାସଭବନରେ ଗୁଳିମାରି...

ଅବିବାହିତା କନ୍ୟା ରଖିପାରିବେନି ମୋବାଇଲ୍‌ ଫୋନ୍‌: ଧରା ପଡ଼ିଲେ ପିତାଙ୍କୁ ଦେବାକୁ ପଡ଼ିବ ଦେଢ଼ଲକ୍ଷ ଜରିମାନା

ଅହମ୍ମଦାବାଦ୍‌,୧୭।୭: ଗୁଜରାଟର ବନାସକାଣ୍ଠା ଅନ୍ତର୍ଗତ ଦନ୍ତିଓ୍ବାଡ଼ାରେ ଅବିବାହିତା କନ୍ୟା ମୋବାଇଲ୍‌ ଫୋନ୍‌ ରଖିପାରିବେନି ବୋଲି ନିୟମ ପ୍ରଚଳନ ହୋଇଛି। ଏହାକୁ ସ୍ଥାନୀୟ ଠାକୁର ସମ୍ପ୍ରଦାୟ ପକ୍ଷରୁ...

ଚେନ୍ନାଇ ଜଳ ସଙ୍କଟ: ଭେଲୋରରୁ ଆସିଲା ପ୍ରଥମ ପାଣି ବୋଝେଇ ଟ୍ରେନ୍‌

ଭେଲୋର,୧୨।୭: ଚଳିତ ବର୍ଷ ଗ୍ରୀଷ୍ମ ଋତୁରେ ଚେନ୍ନାଇରେ ଦେଖା ଦେଇଥିଲା ଉତ୍କଟ ଜଳ ସଙ୍କଟ। ଏହାକୁ ଦୂର କରିବା ପାଇଁ ତାମିଲନାଡୁରୁ ଟ୍ରେନ୍‌ ଯୋଗେ ପାଣି...

ଶକ୍ତି ପରୀକ୍ଷାରେ ୟେଦୁରପ୍ପା ପାସ୍‌: ଗୃହରେ ଭଏସ୍‌ ଭୋଟ୍‌; ବିରୋଧୀ ଦାବୀ କଲେ ନି ଭୋଟିଂ

ବେଙ୍ଗାଲୁର୍‌,୨୯।୭: କର୍ନାଟକ କ୍ଷମତା ଦଖଲ ଡ୍ରାମା ଶେଷ ହୋଇଛି। ସୋମବାର ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦୁରପ୍ପା ବିଧାନସଭାରେ ଆସ୍ଥା ଭୋଟ୍‌ରେ ବିଜୟୀ ହୋଇଛନ୍ତି। ବାଚସ୍ପତି କେ. ଆର୍‌....

ପୁଣି ଥରେ କର୍ନାଟକରେ ୟେଦୁରପ୍ପା ସରକାର: ଆଜି ସନ୍ଧ୍ୟା ୬ଟାରେ ନେବେ ଶପଥ

କର୍ନାଟକ, ୨୬।୭: ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ କର୍ନାଟକରେ ବିଏସ୍‌ ୟେଦୁରପ୍ପାଙ୍କ ନେତୃତ୍ୱରେ ପୁଣି ସରକାର ଗଠନ ହେବାକୁ ଯାଉଛି। ଶୁକ୍ରବାର ରାଜ୍ୟପାଳ ବାଜୁଭାଇ ବାଲାଙ୍କୁ...

ଆର୍ଥିକ ମାନ୍ଦାବସ୍ଥା: ସରକାରଙ୍କୁ ଘେରିବାକୁ ଅଣ୍ଟା ଭିଡ଼ିଲେ ବାମପନ୍ଥୀ

ନୂଆଦିଲ୍ଲୀ,୧୬।୯: ଦେଶର ଆର୍ଥିକ ମାନ୍ଦାବସ୍ଥା ନେଇ ବାମପନ୍ଥୀ ସରକାରଙ୍କୁ ଘେରିବାକୁ ଅଣ୍ଟା ଭିଡ଼ିଛନ୍ତି। ସେପ୍ଟେମ୍ବର ୨୦ରେ ଏନେଇ ବାମପନ୍ଥୀ ଦଳଗୁଡ଼ିକର ଏକ ସମ୍ମିଳନୀ ଅନୁଷ୍ଠିତ ହେବ।...

Leave a comment

Your email address will not be published. Required fields are marked *