ରଜ ପରେ ବାହାରିକ ଯୁକ୍ତ ୨ କଳା, ବାଣିଜ୍ୟ ପରୀକ୍ଷା ଫଳ

ଭୁବନେଶ୍ୱର, ୧୨।୬(ବ୍ୟୁରୋ): ଯୁକ୍ତ ୨ କଳା ଓ ବାଣିଜ୍ୟ ପରୀକ୍ଷା ଫଳ ରଜ ପରେ ପ୍ରକାଶ ପାଇବ। ୧୭ କିମ୍ବା ୧୮ ତାରିଖ ବେଳକୁ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ବୁଧବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ ଜୁନ୍‌ ୩ ତାରିଖରେ ପ୍ରକାଶ ପାଇଥିଲା।


All Right Reserved By

ଗୁରୁବାର ଭୋଟ ଗଣନା: କେନ୍ଦୁଝର ପ୍ରଶାସନର ପ୍ରସ୍ତୁତି ଶେଷ, କେନ୍ଦ୍ରଗୁଡ଼ିକୁ ମୋବାଇଲ ଫୋନ ମନା

କେନ୍ଦୁଝର,୨୨।୫(ସ୍ବ.ପ୍ର.): ଗୁରୁବାର ୨୦୧୯ ସାଧାରଣ ନିର୍ବାଚନକୁ ନେଇ ଭୋଟ ଗଣନା କରାଯିବ। ଏହାକୁ ନେଇ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଶେଷ ହୋଇଛି। ଅବଜର୍ଭର ଡ଼....

ଗେଷ୍ଟ ହାଉସରେ ସେକ୍ସ ର଼୍ୟାକେଟ, ୨ ଗିରଫ

ଭୁବନେଶ୍ୱର,୨୨ା୮(ବ୍ୟୁରୋ): ରାଜଧାନୀର ବ୍ୟସ୍ତବହୁଳ ବରମୁଣ୍ଡା ବସ୍‌ଷ୍ଟାଣ୍ଡ୍‌ ନିକଟ ଏକ ଗେଷ୍ଟ ହାଉସରେ ସେକ୍ସ କାରବାର ଚାଲିଥିଲା। ଏ ସମ୍ପର୍କରେ ସୂଚନା ମିଳିବା ପରେ ମଙ୍ଗଳବାର ଖଣ୍ଡଗିରି...

ରହସ୍ୟ ଘେରରେ କୁନ୍ଦୁଲି ପୀଡ଼ିତାଙ୍କ ଆତ୍ମହତ୍ୟା

ଭୁବନେଶ୍ୱର,୪।୮(ବ୍ୟୁରୋ): କୁନ୍ଦୁଲି ପୀଡିତାଙ୍କ ଆତ୍ମହତ୍ୟା ରହସ୍ୟ ଘେରକୁ ଚାଲିଯାଇଛି। ପୀଡିତା କେଉଁ ପରିସ୍ଥିତିରେ ଆତ୍ମହତ୍ୟା କଲେ ତାହା ଉପରୁ ପରଦା ହଟାଇବା ପାଇଁ ଆହୁରି ତଦନ୍ତର...

ଟ୍ରାକ୍ଟର ଓଲଟି ଶ୍ରମିକ ମୃତ

କ.ନୂଆଗଁା,୨୪ା୭(ଡି.ଏନ୍‌.ଏ.)-କନ୍ଧମାଳ ଜିଲା ସାରଙ୍ଗ ଗଡ଼ ଥାନା ଅଞ୍ଚଳରେ ବୁଧବାର ଏକ ଟ୍ରାକ୍ଟର ଦୁର୍ଘଟଣାରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବନେଗଁାର ଜମ୍ବେବ ପ୍ରଧାନ...

ପାର୍ଲାମେଣ୍ଟ,ବିଧାନସଭାରେ ମହିଳାଙ୍କୁ ୩୩ ପ୍ରତିଶତ ସଂରକ୍ଷଣ ପ୍ରସଙ୍ଗ: କାର୍ଯ୍ୟକାରିତା ନେଇ ପଦକ୍ଷେପ ନିଅନ୍ତୁ କେନ୍ଦ୍ର ସରକାର’

ଭୁବନେଶ୍ୱର,୯।୭(ବ୍ୟୁରୋ):ପାର୍ଲାମେଣ୍ଟ ଏବଂ ରାଜ୍ୟ ବିଧାନସଭାଗୁଡିକରେ ମହିଳାଙ୍କୁ ୩୩ ପ୍ରତିଶତ ସଂରକ୍ଷଣ ପ୍ରଦାନ ନେଇ ସ୍ବତନ୍ତ୍ର ଆଇନ କେନ୍ଦ୍ର ସରକାର ପ୍ରସ୍ତୁତ କରନ୍ତୁ ବୋଲି ସୋମବାର ବିଜେଡି...

ବଦଳିଲେ ପୁରୀ ସିଡିଏମ୍‌ଓ, ବାତ୍ୟା ସମୟରେ କାର୍ଯ୍ୟରେ ଅବହେଳା ଲାଗି ୪ ଡାକ୍ତର ନିଲମ୍ବିତ

ଭୁବନେଶ୍ୱର,୧୮।୫(ବ୍ୟୁରୋ): ଶନିବାର ବଦଳିଛନ୍ତି ପୁରୀ ସିଡିଏମ୍‌ଓ। ତାଙ୍କ ସ୍ଥାନରେ ଡା. ଅମରେନ୍ଦ୍ର ନାଥ ମହାନ୍ତିଙ୍କୁ ନିଯୁକ୍ତି ମିଳିଛି। ଏହାଛଡ଼ା ବାତ୍ୟା ‘ଫନୀ’ ସମୟରେ କାର୍ଯ୍ୟରେ ଅବହେଳାକୁ...

ନାଉଗଁ।ରେ ବିଧାୟକଙ୍କ ପ୍ରଥମ ସୀମକ୍ଷା ବୈଠକ : ଠିକ୍‌ ତଥ୍ୟ ରଖିପାରିଲେନି ଅଧିକାରୀ

ନାଉଗଁ।,୪ା୭(ସ୍ବ.ପ୍ର.): ନାଉଗଁ। ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ଅପରାହ୍ନରେ ଜଗତ୍‌ସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲି ପ୍ରଥମଥର ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା ବୈଠକ କରିଛନ୍ତି। ତେବେ...

ଭାଙ୍ଗିପଡିଲା ଅର୍ଦ୍ଧନିର୍ମିତ ବିଦ୍ୟାଳୟ ଗୃହ

ବୋଲଗଡ଼,୧୦ା୮(ଡି.ଏନ.ଏ.): ବୋଲଗଡ଼ ବ୍ଲକ ଅସରଳା ନୋଡ଼ାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଏକ ଅର୍ଦ୍ଧନିର୍ମିତ ଗୃହର ତାଜା ଏବଂ କାନ୍ଥ ବୁଧବାର ବର୍ଷାଯୋଗୁ ଭାଙ୍ଗିିଯାଇଛି। ପ୍ରାୟ ୮ବର୍ଷ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *