ଦସ୍ତଖତରେ ଶିଶୁ ଶ୍ରମିକ ନିରୋଧ ବାର୍ତ୍ତା

ବ୍ରହ୍ମପୁର ଅଫିସ,୧୨ା୬: ବିଶ୍ୱ ଶିଶୁ ଶ୍ରମିକ ନିରୋଧ ଦିବସ ଅବସରରେ ସ୍ଥାନୀୟ ଖଲ୍ଲିକୋଟ କଲେଜ ମୁଖ୍ୟ ରାସ୍ତାରେ ଏକ ଦସ୍ତଖତ ଅଭିଯାନ ବୁଧବାର ସକାଳେ ଅନୁଷ୍ଠିତ ହୋଇଯାଇଛି। ଇଣ୍ଡିଆନ ସୋସାଇଟି ଫର୍‌ ରୁରାଲ ଡେଭ୍‌ଲପ୍‌ମେଣ୍ଟ(ଆଇଏସ୍‌ଆରଡି) ଦ୍ୱାରା ପରିଚାଳିତ ଚାଇଲ୍ଡ ଲାଇନ ଦ୍ୱାରା ଆୟୋଜିତ ଏହି ଦସ୍ତଖତ ଅଭିଯାନରେ ମୁଖ୍ୟଅତିଥି ଭାବେ ଏମ୍‌ପି ଚନ୍ଦ୍ରଶେଖର ସାହୁ, ସମ୍ମାନିତ ଅତିଥିଭାବେ ବିଧାୟକ ବିକ୍ରମ କୁମାର ପଣ୍ଡା, ପୂର୍ବତନ ବିଧାୟକ ଡା. ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ ପ୍ରମୁଖ ଯୋଗଦେଇଥିଲେ। ଚଳିତ ବର୍ଷର ବିଷୟବସ୍ତୁ “ଶିଶୁ ଜମିରେ ନୁହେଁ, ନିଜ ସ୍ବପ୍ନ ଗଢ଼ିବାରେ କାମ କରିବ’କୁ ସଫଳ କରିବାକୁ ଆହ୍ବାନ ଦିଆଯାଇଥିଲା। ବ୍ରହ୍ମପୁର ଚାଇଲ୍ଡ ଲାଇନ ଏବଂ ରେଲଓ୍ବେ ଶିଶୁ ସହାୟତା କେନ୍ଦ୍ରର ସଂଯୋଜକ ସାଇ ପ୍ରସାଦ ସାମଲ ଏବଂ ବୈରାଗୀ ପାତ୍ରଙ୍କ ତତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗଦେଇଥିଲେ ।


All Right Reserved By Dharitri.Com

ଅଧ୍ୟକ୍ଷ ପଦବୀକୁ ନେଇ ଥମୁନି ଅଶାନ୍ତି: ବ୍ଲକରେ ଜନପ୍ରତିନିଧିଙ୍କ ହୋହଲ୍ଲା

ପୁରୁଷୋତ୍ତମପୁର, ୨୦ା୧୨ (ଡି.ଏନ.ଏ.)- ପୁରୁଷୋତ୍ତମପୁର ବ୍ଲକ ଅଧ୍ୟକ୍ଷ ପଦବୀକୁ ନେଇ ଲାଗି ରହିଥିବା ଅଶାନ୍ତି ଥମିବାର ନାଁ ନେଉନାହିଁ। ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ ପଣ୍ଡାଙ୍କ କାର୍ଯ୍ୟକଳାପରେ...

ପିଲା ଚୋରି ଅଭିଯୋଗରେ ଯୁବକଙ୍କୁ ମାଡ଼

ଗଞ୍ଜାମ,୧୫। ୭(ଡି.ଏନ.ଏ.)-ଗଞ୍ଜାମ ଥାନା ବଡ଼ନୋଳିଆ ନୂଆଗାଁରେ ରବିବାର ରାତି ପ୍ରାୟ ସାଢ଼େ ୮ଟାରେ ଜଣେ ବ୍ୟକ୍ତି ପିଲା ଚୋରି କରି ନେଇ ଯାଉଥିବା ବେଳେ ଗ୍ରାମବାସୀ...

ଗଁ।କୁ ଫେରୁନି ଦାଦନ ଶ୍ରମିକଙ୍କ ମୃତଦେହ

ଖଲ୍ଲିକୋଟ,୨୨ା୧୦(ଡି.ଏନ.ଏ.)-ଖଲ୍ଲିକୋଟ ବ୍ଲକ ଖୋଜାପଲି ଗ୍ରାମର ହରସ ସାମଲ (୨୬)ଙ୍କ ଗତ ୧୧ ଅକ୍ଟୋବରରେ ମୃତ୍ୟୁ ହୋଇଥିବା ନେଇ କୁଏତରୁ ପରିବାରକୁ ଫୋନ ଆସିଥିଲା। ପରିବାର ଲୋକେ...

ସରକାରୀ ବସ୍‌ ଛାତ ଉପରେ ଯାତ୍ରୀ ପରିବହନ: ଓଏସ୍‌ଆର୍‌ଟିସି ଇନ୍‌ଚାର୍ଜଙ୍କୁ କାରଣ ଦର୍ଶାଅ ନୋଟିସ

ଦାରିଙ୍ଗବାଡି,୨୮ା୬(ଡି.ଏନ୍‌.ଏ.) – ହାତିମୁଣ୍ଡା ଠାରୁ ଫୁଲବାଣୀ ଯାତାୟତ କରୁଥିବା ସରକାରୀ ବସ୍‌ରେ ବେଆଇନ ଭାବେ ବିପଦସଙ୍କୁଳ ଅବସ୍ଥାରେ ଯାତ୍ରୀଙ୍କୁ ବୁହାଯାଉଛି। ଏହି ଘଟଣାରେ ଆଞ୍ଚଳିକ ପରିବହନ...

ରକ୍ଷାବନ୍ଧନ ପାଳିତ

ଶେରଗଡ଼,୧୫।୮(ଡି.ଏନ.ଏ.)-ଶେରଗଡ଼ ସ୍ଥିତ ସ୍ବାମୀ ବିବେକାନନ୍ଦ ବିଦ୍ୟା ମନ୍ଦିରରେ ଗୁରୁବାର ରକ୍ଷାବନ୍ଧନ ଉତ୍ସବ ପାଳିତ ହୋଇଯାଇଛି। ଛାତ୍ରୀଛାତ୍ରମାନେ ରାଖୀ ଗୀତ ବୋଲିବା ପରେ ପରସ୍ପରକୁ ରାଖୀ ବାନ୍ଧି...

କୁହିଡ଼ି ପାଇଁ କାର୍‌ ଓଲଟି ୬ ଆହତ

କୋଦଳା,୨୩ା୧(ଡି.ଏନ.ଏ.)-କୋଦଳା ଖଲ୍ଲିକୋଟ ରାସ୍ତା ଖରଖରୀ ପୋଲ ନିକଟରେ ଗୁରୁବାର ଭୋର୍‌ରେ ଏକ କାର କୁହୁଡି ଯୋଗୁ ଓଲଟି ପଡ଼ିବାରୁ ୬ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ...

ଡିବିରି ନିଆଁରୁ ଅଗ୍ନିକାଣ୍ଡ, ବାପପୁଅ ଗୁରୁତର

ତୁମୁଡ଼ିବନ୍ଧ,୨୬ା୬(ଡି.ଏନ୍‌.ଏ)-ତୁମୁଡ଼ିବନ୍ଧ ବ୍ଲକ ବେଲଘର ବଜାରସାହିରେ ସୋମବାର ରାତିରେ ଡିବିରିରୁ ନିଅଁା ବ୍ୟାପି ୨ ବଖରା ଜଳି ଯାଇଥିବାବେଳେ ବାପ ପୁଅ ଗୁରୁତର ହୋଇଛନ୍ତି। ସେମାନେ ହେଲେ...

କୋଟିପତି ସରପଞ୍ଚଙ୍କୁ ସର୍ତ୍ତମୂଳକ ଜାମିନ

ବ୍ରହ୍ମପୁର ଅଫିସ,୩ା୮-ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ସରପଞ୍ଚ ତଥା ବିଜେଡି ନେତା ଉଷାନ୍ତ କୁମାର ସାହୁଙ୍କୁ ଗତ ଜୁଲାଇ ୧୧ ତାରିଖରେ ବ୍ରହ୍ମପୁର ଭିଜିଲାନ୍ସ...

Leave a comment

Your email address will not be published. Required fields are marked *