ସୁନ୍ଦରଗଡ଼ ଜିଲାରେ ମାଟ୍ରିକ ପରୀକ୍ଷାରେ ପାସ୍‌ କଲେ ୨୨,୩୭୦ ଛାତ୍ରୀଛାତ୍ର

ସୁନ୍ଦରଗଡ଼,୧୮ା୫(ଡି.ଏନ୍‌.ଏ.): ଗୁରୁବାର ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ରେଜଲ୍ଟ ପ୍ରକାଶ ପାଇଛି। ଗତଥର ଅପେକ୍ଷା ଚଳିତ ବର୍ଷ ଭଲ ରେଜଲ୍ଟ ହୋଇଥିବା ବୋର୍ଡ ସୂତ୍ରରୁ ପ୍ରକାଶ। ଚଳିତ ବର୍ଷ ରାଜ୍ୟରେ ମୋଟ୍‌ ପାସ୍‌ ହାର ୯୬.୪ ପ୍ରତିଶତ ଥିବା ବେଳେ ସୁନ୍ଦରଗଡ଼ ଜିଲାରେ ମୋଟ୍‌ ୨୨,୬୬୯ ଜଣ ପିଲା ଫର୍ମ ଫିଲପ୍‌ କରିଥିଲେ। ସେଥିରୁ ୪୧୦ ଜଣ ଅନୁପସ୍ଥିତ ଥିଲେ। ୨୨୫୫୯ ପିଲା ପରୀକ୍ଷା ଦେଇଥିଲେ। ସେଥିମଧ୍ୟରୁ ୨୨,୩୭୦ ଛାତ୍ରୀଛାତ୍ର ପାସ୍‌ କରିଛନ୍ତି। ଏଥିରୁ ୧୦,୫୫୪ ଜଣ ଛାତ୍ର ଏବଂ ୧୧୮୧୬ ଜଣ ଛାତ୍ରୀ ରହିଛନ୍ତି। ଜିଲାରେ ମୋଟ୍‌ ପାସ୍‌ ହାର ୯୭.୩୯ ରହିଛି। ୧୮୧ ଜଣ ପିଲା ଫେଲ୍‌ ହୋଇଥିବା ବେଳେ ୮ ଜଣ ପିଲା ମାଲ୍‌ ପ୍ରାକ୍ଟିସ ହୋଇଛନ୍ତି।

ଗ୍ରେଡ୍‌ ଏ-୧ରେ ୮୪ ଜଣ, ଗ୍ରେଡ୍‌ ଏ-୨ରେ ୧୦୧୯, ବି-୧ରେ ୩୩୫୨ ଜଣ, ବି-୨ରେ ୫୯୯୦ ଜଣ, ସି’ରେ ୬୧୨୫ ଜଣ, ଡି’ରେ ୪୦୨୭ ଜଣ ଏବଂ ଇ’ରେ ୧୭୭୩ ଜଣ ପିଲା ପାସ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷିବ, ଆଲର୍ଟ ଜାରି

ଭୁବନେଶ୍ୱର,୧୧।୬: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆଗାମୀ ୭ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗାଙ୍ଗେଟିକ…

ସୁପ୍ରିମକୋର୍ଟରେ କାଗଜପତ୍ର ଫିଙ୍ଗିଥିବା ବ୍ୟକ୍ତିଙ୍କ ବିରୋଧରେ ନିଆଯିବନି କୌଣସି କାର୍ଯ୍ୟାନୁଷ୍ଠାନ: CJI ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୧।୭: ସୁପ୍ରିମକୋର୍ଟ ଖଣ୍ଡପୀଠ ସମ୍ମୁଖରେ କାଗଜ ଫିଙ୍ଗିଥିବା ଏବଂ ଅପମାନଜନକ ଭାଷା ବ୍ୟବହାର କରିଥିବା ଆବେଦନକାରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ମୁଖ୍ୟ ବିଚାରପତି…

କ୍ୟାଶ୍, ନା କ୍ରେଡିଟ୍ କାର୍ଡ! ଜାଣନ୍ତୁ ବିଦେଶ ଗସ୍ତରେ କେମିତି ପେମେଣ୍ଟ କରନ୍ତି ପିଏମ ମୋଦି?

ନୂଆଦିଲ୍ଲୀ,୧୧।୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟତଃ ବିଦେଶ ଗସ୍ତରେ ରହିଥାନ୍ତି। ଏହି ସମୟରେ ମଧ୍ୟ ପିଏମ ତିନୋଟି ଦେଶର ଯାତ୍ରାରେ ଅଛନ୍ତି। ବର୍ତ୍ତମାନ ସେ ଏହି…

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ନିଶାନ୍ତ ବାର ସ୍ଥାନାନ୍ତର ପାଇଁ ତେଜିଲା ଦାବି: ଆନ୍ଦୋଳନ ଚେତାବନୀ ଦେଲେ ଓ୍ବାର୍ଡବାସୀ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା -ଟିଟିଲାଗଡ ସହରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶରେ ନିଶାନ୍ତ ବାର ଖୋଲିବାକୁ ପ୍ରୟାସ ଚାଲିଛି। ୱାର୍ଡବାସୀ…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri