ଜେଲରେ ରହିବେ ନୀରବ ମୋଦି: ଲଣ୍ଡନ କୋର୍ଟରୁ ମିଳିଲାନି ଜାମିନ

ଲଣ୍ଡନ, ୧୨।୬: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ଦୁର୍ନୀତି ମାମଲାରେ ପଳାତକ ଅଭିଯୁକ୍ତ ତଥା ହୀରା ବ୍ୟବସାୟୀ ନୀରବ ମୋଦିଙ୍କୁ ପୁଣି ଝଟକା ଲାଗିଛି। ଲଣ୍ଡନର ରୟାଲ କୋର୍ଟ ଅଫ୍‌ ଜଷ୍ଟିସ୍‌ ତଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଛି। ଏହାପୂର୍ବରୁ ଓ୍ବେଷ୍ଟମିନିଷ୍ଟର କୋର୍ଟ ଲଗାତର ତିନିଥର ଜାମିନ ଖାରଜ କରିଦେଇଥିଲେ। ସୂଚନାଯୋଗ୍ୟ, ଭାରତରୁ ୧୪ହଜାର କୋଟି ଟଙ୍କା ନେଇ ଲଣ୍ଡନ ପଳାଇଥିବା ନୀରବଙ୍କୁ ମାର୍ଚ୍ଚ ୧୯ରେ ସ୍କଟଲାଣ୍ଡରୁ ଗିରଫ କରାଯାଇଥିଲା। ତାଙ୍କ ଭାରତ ପ୍ରତ୍ୟର୍ପଣ ପାଇଁ ଚେଷ୍ଟା ଚାଲିଛି।


All Right Reserved By Dharitri.Com

ଏପରି ଗାଁ ଯେଉଁଠି ପ୍ରେତାତ୍ମା ଭୟରେ ନେଲ୍‌ପଲିସ ଲଗାନ୍ତି ପୁରୁଷ…

ଥାଇଲାଣ୍ଡରର ପୁହଙ୍ଗ୍‌ ଗାଁରେ ପୁରୁଷମାନେ ପ୍ରେତାତ୍ମା ଭୟରେ ନେଲ୍‌ପଲିସ୍‌ ଲଗାଇଥାନ୍ତି। ଲୋକେ କୁହନ୍ତି ଅନେକ ବର୍ଷ ତଳେ ଗାଁରେ ଜଣେ ବିଧବା ମହିଳା ଆତ୍ମହତ୍ୟା କରିଥିଲେ।...

ପେଟୁଆ ପୋଲିସଙ୍କ ଓଜନ ହ୍ରାସ ପାଇଁ ଥାଇଲାଣ୍ଡ ସରକାରଙ୍କ ଅଭିନବ ଯୋଜନା

ଥାଇଲାଣ୍ଡ, ୨୭।୫: ପେଟୁଆ ପୋଲିସଙ୍କ ଓଜନ କମାଇବା ପାଇଁ ଥାଇଲାଣ୍ଡ ସରକାର ଅଭିନବ ଯୋଜନା ଆପଣାଇଛନ୍ତି। ପେଟ ବାହାରିଥିବା ପୋଲିସ ଅଫିସରଙ୍କ ପାଇଁ ସେଠାରେ ଏକ...

ବିମାନ ଦୁର୍ଘଟଣାରେ ୩ ମୃତ

ବିମାନ ଦୁର୍ଘଟଣାରେ ୩ ମୃତ ଲିଉଟସ୍କ, ୨୦ା୭ : ଜର୍ମାନ ସୀମାରେ ଏକ ଛୋଟ ବିମାନ ଦୁର୍ଘଟଣା ହେବା ଫଳରେ ୩ଜଣ ପ୍ରାଣ ହରାଇଥିବା ଅଷ୍ଟ୍ରିଆର...

ୟୁଏଇରେ ହିନ୍ଦୁ ମନ୍ଦିରର ଶିଳାନ୍ୟାସ

ଆବୁ ଧାବି,୨୧।୪: ୟୁନାଇଟେଡ ଆରବ ଏମିରେଟ୍‌ସ (ୟୁଏଇ)ର ରାଜଧାନୀ ଆବୁ ଧାବିରେ ପ୍ରଥମ ହିନ୍ଦୁ ମନ୍ଦିରର ଶିଳାନ୍ୟାସ ହୋଇଛି। ସ୍ବାମୀନାରାୟଣନ ସଂସ୍ଥାର ମହନ୍ତ ସ୍ବାମୀ ମହାରାଜ...

ପୃଥିବୀର ୧୦ ସହରରେ ଜଳ ସଙ୍କଟ: ଆଗାମୀ ଦିନରେ ନିତି ଗାଧୋଇବା ହେବ ଅସମ୍ଭବ; ତାଲିକାରେ ଭାରତର ବେଙ୍ଗାଲୁରୁ

ଓ୍ବାଶିଂଟନ/ନୂଆଦିଲ୍ଲୀ,୩୦।୭: ଜଳବାୟୁ ପରିବର୍ତ୍ତନ ଯୋଗୁ ପୃଥିବୀର ୧୦ଟି ସହରରେ ଜଳ ସଙ୍କଟ ଦେଖାଦେଇଛି। ଏହାର ଶୀଘ୍ର ନିରାକରଣ କରା ନ ଗଲେ ପରିସ୍ଥିତି ଅଣାୟତ ହେବ...

କଶ୍ମୀରରେ ପ୍ରସଙ୍ଗରେ ଏମିତି କଥା ଶୁଣି ଚିଡିଗଲେ ଟ୍ରମ୍ପ୍‌: ଇମ୍ରାନ ରହିଲେ ଚୁପ୍‌

ନ୍ୟୁୟର୍କ,୨୪।୯: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ସୋମବାର ସାକ୍ଷାତ କରିଛନ୍ତି। ଆଲୋଚନାବେଳେ ଇମ୍ରାନ କଶ୍ମୀର ପ୍ରସଙ୍ଗ ଉଠାଇଥିଲେ ମଧ୍ୟ ଟ୍ରମ୍ପ...

ଆମେରିକାକୁ ଯୁଦ୍ଧ ଧମକ ଦେଲା ଇରାନ

ଦୁବାଇ,୧୬ା୯: ସୌଦି ଆରବର ଦୁଇଟି ତୈଳ ପ୍ରକଳ୍ପ ଉପରେ ଡ୍ରୋନ୍‌ ଆକ୍ରମଣ ପଛରେ ଇରାନ୍‌ର ହାତ ରହିଛି ବୋଲି ଆମେରିକା ଅଭିଯୋଗ କରିଥିବାବେଳେ ତେହେରାନ ଏହାକୁ...

ମୋଦିଙ୍କ ଇଂରାଜୀ କହିବା ଶୈଳୀକୁ ପ୍ରଶଂସା କଲେ ଆମେରିକା ରାଷ୍ଟ୍ରପତି

ବାଇରିଜ୍‌,୨୭।୮: ଫ୍ରାନ୍ସର ବାଇରିଜଠାରେ ଜି-୭ ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିଥିଲେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଉଭୟଙ୍କ ମଧ୍ୟରେ ବିଭିନ୍ନ ପ୍ରସଙ୍ଗକୁ...

Leave a comment

Your email address will not be published. Required fields are marked *