ପୋଲିସ, ଖବରଦାତାଙ୍କୁ ମାସ୍କ, ସାନିଟାଇଜର ପ୍ରଦାନ

ଓଡ଼ଗାଁ, ୨୮।୪(ସ୍ବ.ପ୍ର.): କରୋନା ମହାମାରୀ ପାଇଁ ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନାରେ ନିୟୋଜିତ ସମସ୍ତ ପୋଲିସ କର୍ମଚାରୀ ଏବଂ ଖବରଦାତାଙ୍କୁ ଏକ ଏନ୍‌ଜିଓ ପକ୍ଷରୁ ମାସ୍କ, ସାନିଟାଇଜର ସହ ଗାମୁଛା ପ୍ରଦାନ କରାଯାଇଛି। ଗୁଜୁରାଟସ୍ଥିତ ଫାଉଣ୍ଡେସନ ଫର ଇକୋଲୋଜିକାଲ ସିକ୍ୟୁରିଟି ପକ୍ଷରୁ ଜଙ୍ଗଲ ସୁରକ୍ଷା ମହାସଂଘ ସମ୍ପାଦକ ନିତ୍ୟାନନ୍ଦ ପ୍ରଧାନ ସମସ୍ତଙ୍କୁ ଏସବୁ ସାମଗ୍ରୀ ପ୍ରଦାନ କରିଛନ୍ତି। ପୂର୍ବରୁ ଏହି ସଂସ୍ଥା ମେଡିକାଲ ଷ୍ଟାଫ୍‌ଙ୍କ ପାଇଁ ୫ଶହ ପିପିଇ କିଟ୍‌, ୧ ହଜାର ମାସ୍କ ଓ ସାନିଟାଇଜର ସିଡିଏମ୍‌ଙ୍କୁ ପ୍ରଦାନ କରିଛଥିଲେ।


All Right Reserved By Dharitri.Com

କ୍ରିକେଟ ପଡ଼ିଆରୁ ୩ ବାଇକ, ୭ ସାଇକେଲ ଜବତ

ପାଟଣା, ୨୯ା୩(ସ୍ବ.ପ୍ର.): କରୋନା ପାଇଁ ସରକାର ସାରା ଦେଶରେ ଲକ୍‌ଡାଉନ ଘୋଷଣା କରିଛନ୍ତି। ହେଲେ ଏହି କଟକଣାକୁ ଉଲ୍ଲଂଘନ କରି କେନ୍ଦୁଝର ଜିଲା ପାଟଣା ଥାନା...

ମଠଖାଇ ମହୋତ୍ସବ ଉଦ୍‌ଘାଟିତ

ବଲାଙ୍ଗୀର ଅଫିସ,୨୦ା୧ : ସର୍ବଭାରତୀୟସ୍ତରୀୟ ବହୁଭାଷୀ ନାଟକ ଉତ୍ସବ ମଠଖାଇ ମହୋତ୍ସବ ରବିବାର ଉଦ୍‌ଘାଟିତ ହୋଇଛି ା ମଠଖାଇ ମହୋତ୍ସବ କମିଟି ଅଧ୍ୟକ୍ଷ ବିଧାୟକ ନରସିଂହ...

୧୦ କେଜି ହରିଣ ମାଂସ ଜବତ: ଜଣେ ଗିରଫ

ମହାକାଳପଡ଼ା,୨୧।୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବତଘର ପଞ୍ଚାୟତର ସ୍ଥାନୀୟ କଂସାରିଡ଼ିହ ପ୍ରସ୍ଥାବିତ ସଂରକ୍ଷିତ ଜଙ୍ଗଲ ମଧ୍ୟରୁ ମଙ୍ଗଳବାର ୧୦ କେଜି ହରିଣ ମାଂସ ଜବତ...

ଲାଗିଲା ପୋଷ୍ଟର: କରୋନା ସଂକ୍ରମଣର ବାହକ ନ ହେବାକୁ ମାଓବାଦୀଙ୍କୁ ଆହ୍ବାନ

କୋକସରା, ୩୧।୩,(ଡି.ଏନ.ଏ.): କଳାହାଣ୍ଡି ଓ ନବରଙ୍ଗପୁର ଜଲା ସୀମାନ୍ତ ଆମପାଣି ଘାଟି ବିରିମୁହାଣ ଛକ ସମେତ ଆନ୍ଦିଝରନ, ଝୁଲେନବର, କୁଟ୍ରୁଠାରେ ମାଓବାଦୀଙ୍କ ଉଦ୍ଦେଶ୍ୟରେ ଫୋଷ୍ଟର ଲାଗିଛି।...

ଫିଫା ବିଶ୍ୱକପ୍‌: ଷ୍ଟାଡିୟମ ନିର୍ମାଣ ସ୍ଥଳରେ କରୋନା ସଂକ୍ରମଣ

ଦୋହା,୧୭।୪(ଏଏଫ୍‌ପି): ୨୦୨୨ ଫିଫା ବଶ୍ୱକପ୍‌ ମଧ୍ୟପ୍ରାଚ୍ୟ ଦେଶ କାତାରରେ ଆୟୋଜନ ହେବ। ବିଶ୍ୱକପ୍‌ ପାଇଁ ନିର୍ମାଣାଧିନ ଷ୍ଟାଡିୟମ ନିକଟରେ କେତୋଟି କରୋନା ଭାଇରସ ସଂକ୍ରମଣ ହୋଇଥିବା...

ବାର୍‌ହା ମାରି ମାଂସ ଭାଗ ସମୟରେ ଚଢାଉ: କଟା ମାଂସ, ୨ ବାଇକ୍‌ ଜବତ

ସୋନପୁର,୩୦।୪(ନି.ପ୍ର.): ସୁବର୍ଣ୍ଣପୁର ଜିଲା ଲଛିପୁର ଫରେଷ୍ଟ ସେକ୍ସନ ଅନ୍ତର୍ଗତ ମୟୂରଉଡାନ ଗ୍ରାମ୍ୟ ଜଙ୍ଗଲ ଅଞ୍ଚଳରୁ ବନ ବିଭାଗ ଗୁରୁବାର ୮ କିଲୋ ବାର୍‌ହା ମାଂସ ଜବତ...

ପୂର୍ବତନ ବରିଷ୍ଠ ପ୍ରଶାସକ ତଥା କଟକ ଜିଲାପାଳଙ୍କ ପିତାଙ୍କ ଦେହାନ୍ତ

କଟକ ଅଫିସ, ୭।୪- ପୂର୍ବତନ ବରିଷ୍ଠ ପ୍ରଶାସକ ତଥା କଟକ ଜିଲାପାଳ ଭବାନୀ ଶଙ୍କର ଚୟନୀଙ୍କ ପିତା ଦାମୋଦର ଚୟନୀଙ୍କ ମଙ୍ଗଳବାର ସକାଳେ ଦେହାନ୍ତ ହୋଇଛି।...

ବେଆଇନ ପିଚୁ ପ୍ଲାଣ୍ଟକୁ ଜିଲା ପ୍ରଶାସନ ପକ୍ଷରୁ ଉଚ୍ଛେଦ

ଜେନାପୁର,୨୪।୧୨(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅନ୍ତର୍ଗତ ୫୩ ନଂ. ଜାତୀୟ ରାଜପଥ ବାଲିସାହି ଛକ ନିକଟସ୍ଥ ମାଣ୍ଡିଆଗଡ଼ାଠାରେ ବହୁ ଦିନ ଧରି ଚାଲିଥିବା ବେଆଇନ...

Leave a comment

Your email address will not be published. Required fields are marked *