୨୪ ଘଣ୍ଟାରେ ୫ ଦୋକାନ ସିଲ୍‌

ଦେବଗଡ଼,୨୯ା୪(ଡି.ଏନ.ଏ.)-ଲକ୍‌ଡାଉନ କଟକଣା ସତ୍ତ୍ୱେ ନିର୍ଦ୍ଧାରିତ ସମୟଠାରୁ ଅଧିକ ସମୟ ଦୋକାନ ଖୋଲା ରଖିବା ଏବଂ କୌଣସି କାମ ନ ଥାଇ ବାହାରେ ବୁଲାବୁଲି କରୁଥିବା ବ୍ୟକ୍ତିମାନଙ୍କ ବିରୋଧରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି ଜିଲା ପ୍ରଶାସନ ା ମାସ୍କ ବ୍ୟବହାର କରୁ ନ ଥିବା ବ୍ୟକ୍ତିଙ୍କଠାରୁ ଜିଲା ପ୍ରଶାସନ ପକ୍ଷରୁ ଜରିମାନା ଆଦାୟ ଜୋରଦାର କରାଯାଇଛି ା ଜିଲାପାଳ ସୁଧାଂଶୁ ମୋହନ ସାମଲ ଏବଂ ଏସ୍‌ପି ରାହୁଲ ଜୈନ ଏହା ଉପରେ ନଜର ରଖିଛନ୍ତି ା ଏହି ପରିପ୍ରେକ୍ଷୀରେ ଜିଲାପାଳ ତାଙ୍କ ବାରକୋଟ ଗସ୍ତ ସମୟରେ ଧାର୍ଯ୍ୟ ସମୟ ପରେ ମଧ୍ୟ ୪ଟି ଦୋକାନ ଖୋଲା ଥିବା ଦେଖି ସେଗୁଡିକ ତୁରନ୍ତ ସିଲ୍‌ କରିବାକୁ ବାରକୋଟ ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଥିଲେ ା ସେହିଭଳି ଦେବଗଡ ସହରର ଏକ ଦୋକାନ ଖୋଲାଥିବା ଦେଖି ଏସ୍‌ପି ଜୈନ ତାକୁ ସିଲ୍‌ କରିବା ପାଇଁ ଦେବଗଡ଼ ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ା ସଂପୃକ୍ତ ଦୋକାନୀମାନଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି ା ଜିଲାର ସମସ୍ତ ଅଞ୍ଚଳରେ ନିୟୋଜିତ ସରଭାଇଲେନ୍ସ ଏବଂ ଏନ୍‌ଫୋର୍ସମେଣ୍ଟ ଟିମ୍‌କୁ ଲକ୍‌ଡାଉନ କଟକଣା ଉଲ୍ଲଂଘନ କରୁଥିବା ବ୍ୟକ୍ତିମାନଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?