Posted inଖେଳ

ବିଜୟ ସହ ମେକ୍ସିକୋ ୭ମ

ଭୁବନେଶ୍ୱର, ୧୨।୬(କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫ୍‌ଆଇଏଚ୍‌୍‌ ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟରେ ବିଜୟ ସହ ଅଭିଯାନ ଶେଷ କରିଛି ମେକ୍ସିକୋ। ଯୁବ ମେକ୍ସିକୋ ଦଳ ବୁଧବାର ଅନୁଷ୍ଠିତ ପ୍ଲେସିଂ ମ୍ୟାଚରେ ଉଜ୍‌ବେକିସ୍ତାନକୁ ୪-୩ ଗୋଲରେ ହରାଇ ୭ମ ସ୍ଥାନ ଅଧିକାର କରିଛି। ଗ୍ରୁପ ପର୍ଯ୍ୟାୟରେ ୩ଟି ଯାକ ମ୍ୟାଚରେ ପରାଜିତ ହୋଇଥିବା ମେକ୍ସିକୋ ଶେଷରେ ସମ୍ମାନର ସହ ସ୍ବଦେଶ ଫେରିଛି। ଅନ୍ୟପକ୍ଷରେ ସମସ୍ତ ୪ ମ୍ୟାଚ୍‌ ପରାଜୟ ସହ ଉଜ୍‌ବେକିସ୍ତାନ ଏହାର ଅଭିଯାନ ଶେଷ କରିଛି।


All Right Reserved By

Posted inଖେଳ

ଭାରତ ଆଗରେ ୨୪୦ ରନ୍‌ର ବିଜୟଲକ୍ଷ୍ୟ

ଭାରତ ଆଗରେ ୨୪୦ ରନ୍‌ର ବିଜୟ ଲକ୍ଷ୍ୟ ମାଞ୍ଚେଷ୍ଟର,୧୦।୭- ଭାରତୀୟ ଦଳକୁ ଚଳିତ ଆଇସିସି ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରିବା ପାଇଁ ୨୪୦ ରନ୍‌ ଦରକାର।...

କୋମାରେ ଆମେରିକାନ ରେସ୍‌ର

କୋମାରେ ଆମେରିକାନ ରେସ୍‌ର ମୋଞ୍ଜା,୭।୯: ଆମେରିକାନ-ଇକ୍ୱାଡରିଆନ ଫର୍ମୁଲା ଟୁ ରେସର ଜୁଆନ ମାନୁଏଲ କୋରେଆ ଗତ ସପ୍ତାହରେ ବେଲଜିୟମଠାରେ ଦୁର୍ଘଟଣାର ଶିକାର ହୋଇଥିଲେ। ଉକ୍ତ ଦୁର୍ଘଟଣାରେ...

ଚତୁର୍ଥ ଆଶେସ ଟେଷ୍ଟ: ଅଷ୍ଟ୍ରେଲିଆ ୧୮୫ ରନରେ ବିଜୟୀ

ମାଞ୍ଚେଷ୍ଟର, ୯।୯- ଓଲ୍ଡ ଟ୍ରାଫୋର୍ଡ ଗ୍ରାଉଣ୍ଡରେ ଅନୁଷ୍ଠିତ ଚତୁର୍ଥ ଆଶେସ କ୍ରିକେଟ ଟେଷ୍ଟରେ ଅଷ୍ଟ୍ରେଲିଆ ୧୮୫ ରନରେ ଇଂଲଣ୍ଡକୁ ହରାଇ ଦେଇଛି। ୩୮୩ ରନ ବିଜୟ...

ବିଶ୍ୱ ଚାମ୍ପିୟନଶିପ୍‌: ସିନ୍ଧୁ ଜିତିଲେ ଐତିହାସିକ ସ୍ବର୍ଣ୍ଣ

ବାସେଲ (ସୁଇଜରଲାଣ୍ଡ), ୨୫।୮ (ପି.ଟି.)- ତାରକା ଭାରତୀୟ ମହିଳା ବ୍ୟାଡ୍‌ମିଣ୍ଟନ ଖେଳାଳି ପି.ଭି. ସିନ୍ଧୁ ରବିବାର ତାଙ୍କ ଜ୍ଜାଜଲ୍ୟମୟ କ୍ୟାରିୟରରେ ଆଉ ଏକ ସ୍ବର୍ଣ୍ଣିମ ସଫଳତା...

ଇଞ୍ଜିନିୟରରୁ ପ୍ରସିଦ୍ଧ କ୍ରିକେଟର ହୋଇଥିଲେ ଏହିସବୁ ଭାରତୀୟ ଖେଳାଳି

ବିଶିଷ୍ଟ ଇଞ୍ଜନିୟର ତଥା ଭାରତରତ୍ନ ଏମ. ବିଶ୍ୱେଶ୍ୱରାୟଙ୍କ ଜୟନ୍ତୀ ସେପ୍ଟେମ୍ବର ୧୭କୁ ସମଗ୍ର ଦେଶରେ ଇଞ୍ଜିନିୟର୍ସ ଦିବସ ଭାବେ ପାଳନ କରାଯାଏ। ଏହି ଦିବସରେ କିଛି...

ବାର୍ଟି-ଭାଣ୍ଡ୍ରୋସୋଭା ଫାଇନାଲ

ପ୍ୟାରିସ, ୭।୬-ଚଳିତ ଫ୍ରେଞ୍ଚ ଓପନ ଗ୍ରାଣ୍ଡସ୍ଲାମ ଟେନିସ ମହିଳା ସିଙ୍ଗଲ୍ସ ଫାଇନାଲ ଅଷ୍ଟ୍ରେଲିଆର ଆସ୍‌ଲେ ବାର୍ଟି ଏବଂ ଚେକ୍‌ ରିପବ୍ଲିକର ସ୍ବଳ୍ପ ବୟସ୍କା ମାର୍କେଟା ଭୋଣ୍ଡ୍ରୋସୋଭାଙ୍କ...

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌: ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷରୁ ଭାରତର ଅଭିଯାନ

ନର୍ଥ ସାଉଣ୍ଡ(ଆଣ୍ଟିଗୁଆ), ୨୨।୮(ପି.ଟି.)- ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ପ୍ରାରମ୍ଭିକ ସଂସ୍କରଣରେ ଭାରତ ଗୁରୁବାରଠାରୁ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରୁ ତା’ର ଅଭିଯାନ ଆରମ୍ଭ କରିବ।...

ଇଂଲଣ୍ଡ ଅଧିନାୟକ ପଦରେ ରହିବାକୁ ଚାହାନ୍ତି ରୁଟ୍‌

ମାଞ୍ଚେଷ୍ଟର,୯।୯(ଏଏଫ୍‌ପି): ଜୋ ରୁଟ୍‌ଙ୍କ ନେତୃତ୍ୱରେ ଇଂଲଣ୍ଡ କ୍ରିକେଟ ଦଳ ୨୦୧୭-୧୮ ସିଜନରେ ୪-୦ ବ୍ୟବଧାନରେ ଅଷ୍ଟ୍ରେଲିଆଠାରୁ ପରାସ୍ତ ହୋଇଥିଲା। ଏହାପରେ ଘରୋଇ ମାଟିରେ ୨-୧ରେ ଆଶେସ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *