କୋମନା ସହରକୁ ବିଶୋଧନ କରାଗଲା

କୋମନା,୨୯ା୪(ଡି.ଏନ୍‌.ଏ.): ବୁଧବାର ଭୋରରୁ ଅଗ୍ନିଶମ ବିଭାଗ ତରଫରୁ କୋମନା ସହରକୁ ସମ୍ପୂର୍ଣ୍ଣ ଭାବେ ବିଶୋଧନ କରାଯାଇଛି । ସହରର ପ୍ରତ୍ୟେକ ଦୋକାନ ବଜାର, ବସଷ୍ଟାଣ୍ଡ ସମେତ ସମନ୍ବିତ ଶିଶୁ ବିକାଶ କାର୍ଯ୍ୟାଳୟ, କୃଷି ବିଭାଗ, ଭାରତୀୟ ଷ୍ଟେଟବ୍ୟାଙ୍କ, ଅସ୍ଥାୟୀ କରୋନା ସ୍ବାସ୍ଥ୍ୟ ଶିବିର, କୋମନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ଅନ୍ୟାନ୍ୟ ସରକାରୀ କାର୍ଯ୍ୟାଳୟକୁ ବି ବିଶୋଧନ କରାଯାଇଛି। ଏଥିରେ ଅଗ୍ନିଶମ ବିଭାଗ ଅଧିକାରୀ ଗୌତମ କିଶାନ, ଫାୟାରମ୍ୟାନ ଚିନ୍ତାମଣି ଜାତି, ତେନରାଜ ମାଝି, ରବିଚନ୍ଦ୍ର ଭୁଏ, ରାମାନନ୍ଦ ନାଏକ, ସୁରେନ୍ଦ୍ର କୁମାର ଭୋଇ ପ୍ରମୁଖ ସହଯୋଗ କରିଥିଲେ।


All Right Reserved By Dharitri.Com

କରୋନା ପ୍ରଭାବ: ୫୦ କର୍ମଚାରୀଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖିବ ରିଜର୍ଭ ବ୍ୟାଙ୍କ

ନୂଆଦିଲ୍ଲୀ,୨୭।୩: ଦେଶରେ କରୋନା ଭାଇରସ୍‌ର ପ୍ରକୋପ ଜାରି ରହିଛି। ଦିନକୁ ଦିନ କରୋନାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଭାରତରେ କରୋନା ଭାଇରସ୍‌ରେ ଏପର୍ଯ୍ୟନ୍ତ...

ଚିତ୍ରରେ କରୋନା ସଚେତନତା ବାର୍ତ୍ତା

ଶେରଗଡ଼,୩ା୪(ଡି.ଏନ୍‌.ଏ.): କରୋନା ସଚେତନତା ଲାଗି ସମଗ୍ର ଦେଶବାସୀ ଯେମିତି ଅଣ୍ଟା ଭିଡ଼ିଛନ୍ତି। ସମସ୍ତଙ୍କୁ ସରକାର ଘରେ ରହିବାକୁ ପରାମର୍ଶ ଦେଇଛନ୍ତି। ଏହି ଲକ୍‌ଡାଉନ୍‌ ଯୋଗୁ ଲୋକଙ୍କ...

ଭିତରକନିକା ଜାତୀୟ ଉଦ୍ୟାନ: ୧୯ରେ ଡଲଫିନ୍‌ ଗଣନା

ରାଜନଗର, ୭।୧ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକସ୍ଥିତ ଭିତରକନିକା ଜାତୀୟ ଉଦ୍ୟାନରେ ଆସନ୍ତା ୧୯ ତାରିଖରେ ଡଲଫିନ୍‌ ଗଣନା କରାଯିବ। ୧୮ ତାରିଖରେ ଡଲଫିନ...

୧୪ ଦିନରେ ହେଲା ସ୍ଥିତି ସ୍ବାଭାବିକ: ତାଳଚେର କୋଲ୍‌ ଫିଲ୍ଡସ ଚଳଚଞ୍ଚଳ

ତାଳଚେର, ୭ା୮ (ନି.ପ୍ର.)-ଭରତପୁର ଖଣି ଦୁର୍ଘଟଣା ପରେ ୧୪ ଦିନ ଧରି ଠପ୍‌ ହୋଇଯାଇଥିବା ତାଳଚେର କୋଲ୍‌ ଫିଲ୍ଡସରେ ମଙ୍ଗଳବାର ସ୍ଥିତି ଧୀରେ ଧୀରେ ସ୍ବାଭାବିକ...

ରାଶନ କାର୍ଡରୁ କଟିଲା ହିତାଧିକାରୀଙ୍କ ନାଁ: ବ୍ଲକ ସମ୍ମୁଖରେ ଭାଜପାର ବିକ୍ଷୋଭ

ଦିଗପହଣ୍ଡି,୬ା୧୧(ଡି.ଏନ.ଏ.)-ଦିଗପହଣ୍ଡି ବ୍ଲକ ଅଧୀନ ବିଭିନ୍ନ ଗ୍ରାମାଞ୍ଚଳରେ ରାଶନ କାର୍ଡରୁ ବହୁ ପରିବାର ସଦସ୍ୟଙ୍କ ନାଁ କଟିଯାଇଛି। ଏଥିପାଇଁ ସେମାନଙ୍କୁ ୨ ମାସ ହେଲା ଚାଉଳ ମିଳୁନାହିଁ।...

ସୀମାନ୍ତ ଚେକ୍‌ ପଏଣ୍ଟ ପରିଦର୍ଶନ କଲେ ଜିଲାପାଳ

ରାୟଗଡ଼ା ଅଫିସ,୪ା୫: ଆନ୍ଧ୍ର ପ୍ରଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେଣୁ ଆନ୍ଧ୍ର-ଓଡ଼ିଶା ସୀମାରେ କଟକଣାକୁ କଡ଼ାକଡ଼ି କରାଯାଇଛି। ରାୟଗଡ଼ା ଜିଲାପାଳ ପ୍ରମୋଦ କୁମାର...

ନର୍ସିଂ ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣା: ପୀଡ଼ିତାଙ୍କୁ ଭେଟିଲେ ରାଜ୍ୟ ମହିଳା କମିଶନ

ଜୁନାଗଡ଼, ୨୪।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜାରିଙ୍ଗ ଜଙ୍ଗଲ ଗଣ ବଳାତ୍କାର ଘଟଣାରେ ପୋଲିସ ୪ଜଣ ଅଭିଯୁକ୍ତଙ୍କୁ ଅଟକ ରଖିଛି। ଘଟଣାକୁ ନେଇ ସୋମବାର ରାଜ୍ୟ ମହିଳା...

୧ ଲକ୍ଷ ଶିଶୁଙ୍କୁ ପୋଲିଓ ପ୍ରତିଷେଧକ

ଅନୁଗୋଳ ଅଫିସ, ୨୦।୧: ଅନୁଗୋଳ ଜିଲାରେ ରବିବାରଠାରୁ ପଲ୍‌ସ ପୋଲିଓ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ୩ ଦିନ ଧରି ହେବାକୁ ଥିବା ଏହି କାର୍ଯ୍ୟକ୍ରମର ପ୍ରଥମ ଦିନରେ...

Leave a comment

Your email address will not be published. Required fields are marked *