ରାମକୃଷ୍ଣ ବାଳାଶ୍ରମ ଶିଶୁଗୃହରେ ଶୁଖିଲା ଖାଦ୍ୟ ବଣ୍ଟନ

ବୌଦ୍ଧ,୩୦ା୪(ସ୍ବପ୍ର)-ଗୁରୁବାର ବୌଦ୍ଧ ବିଧାୟକ ପ୍ରଦୀପ କୁମାର ଅମାତ ବୀରନରସିଂହପୁରଠାରେ ଥିବା ରାମକୃଷ୍ଣ ବାଳାଶ୍ରମ ଶିଶୁଯତ୍ନ ଅନୁଷ୍ଠାନକୁ ଅଚାନକ ପରିଦର୍ଶନ କରିଥିଲେ। ଏହି ଅବସରରେ ସେ ଶିଶୁମାନଙ୍କୁ ସୁବିଧା ଅସୁବିଧା ଉପରେ ପଚାରିଥିଲେ। ଏହାସହ ଶିଶୁଯନତ୍ ଅନୁଷ୍ଠାନର କର୍ମଚାରୀମାନେ କିପରି କରୋନା ସମୟରେ ପିଲାମାନଙ୍କୁ ସଚେତନ କରିଛନ୍ତି ସେ ଏନେଇ ବୁଝିଥିଲେ। ବୌଦ୍ଧ ଜିଲା ଗ୍ରୀନ୍‌ ଜୋନ୍‌ରେ ଥିବା ବେଳେ ସାମାଜିକ ଦୂରତା, ନିୟମିତ ସାନିଟାଇଜର ଓ ମାସ୍କ ବ୍ୟବହାର ଉପରେ ସେ ଗୁରୁତ୍ୱାରୋପ କରିଥିଲେ। କରୋନା ମୁକାବିଲା ଲାଗି ସରକାର ଗ୍ରହଣ କରିଥିବା ସମସ୍ତ ନିୟମ ପାଳନ କରିବା ପାଇଁ ବିଧାୟକ ଅମାତ ପରାମର୍ଶ ଦେଇଥିଲେ। ଏହି ସମୟରେ ପାଠ୍ୟପୁସ୍ତକ ପଢିବା ସହ ଚିତ୍ର ଆଙ୍କିବା ପାଇଁ ସେ ପିଲାମାନଙ୍କୁ କହିଥିଲେ। ଶେଷରେ ବିଧାୟକ ଶିଶୁମାନଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କରିଥିଲେ।


All Right Reserved By Dharitri.Com

ମୌଳିକ ସୁବିଧାରୁ ବଞ୍ଚିତ ୭ ଭୂମିହୀନ ପରିବାର

ବନ୍ତ, ୨୨।୪ (ସ୍ବ.ପ୍ର.) – ଜମିପଟ୍ଟା ଥାଇ ମଧ୍ୟ ଜାଗା ଚିହ୍ନଟ ହୋଇପାରୁ ନ ଥିବାରୁ ଘର କରିପାରୁନାହାନ୍ତି ୭ ଭୂମିହୀନ ପରିବାର। ଏଥିସହ ସେମାନଙ୍କୁ...

ଭଣ୍ଡାରିପୋଖରୀରେ ସ୍ବାଧୀନତା ଦିବସ

ଭଣ୍ଡାରିପୋଖରୀ,୧୫। ୮(ଡି.ଏନ୍‌.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକର ବିଭିନ୍ନ ସ୍ଥାନରେ ୭୩ ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ବିଜେଡି, ଭାଜପା ଓ କଂଗ୍ରେସ କାର୍ଯ୍ୟାଳୟ...

ମହିଳାଙ୍କୁ ମାଡ଼ ମାରି ତଡ଼ିଦେଲେ ଶାଶୁଘର ଲୋକେ: ଅଭିଯୋଗ ପରେ ଶିଶୁପୁତ୍ର ଫେରିପାଇଲେ ମା

ବିଞ୍ଝାରପୁର,୭|୯(ଡି.ଏନ.ଏ)- ଜଣେ ମହିଳାଙ୍କୁ ଶାଶୁଘର ଲୋକେ ଯୌତୁକ ପାଇଁ ନିସ୍ତୁକ ମାଡ ମାରି ଘରୁ ବାହାର କରିଦେବା ସହିତ ତାଙ୍କଠାରୁ ବର୍ଷକର ଶିଶୁକୁ ଛଡ଼ାଇ ରଖିବା...

ଏନ୍‌ଜେନ କର୍ମଚାରୀଙ୍କ ଆନ୍ଦୋଳନ

ବଇଣ୍ଡା, ୧୮ା୫(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡର ସମସ୍ତ ଏନ୍‌ଜେନ କର୍ମଚାରୀ ସୋମବାର କିଶୋରନଗର ବ୍ଲକ ବଇଣ୍ଡାସ୍ଥିତ ଏନ୍‌ଜେନ କାର୍ଯ୍ୟାଳୟଠାରେ ଧାରଣା ଦେଇଥିଲେ। ଏଥିସହ ବଇଣ୍ଡା...

ଭୋଜି ବାହାନାରେ ଜୁଆ ଆଡ୍ଡା, ୩ ଗିରଫ: କାର, ବାଇକ ସମେତ ୯୨,୪୫୦ ଟଙ୍କା ଜବତ

ଦିଗପହଣ୍ଡି,୧୪ା୧୧(ଡି.ଏନ.ଏ.)-ଦିଗପହଣ୍ଡି ପୋଲିସ ଗୁରୁବାର ଆନ୍ଧ୍ରପ୍ରଦେଶ ଇଚ୍ଛାପୁରର ପି. ପ୍ରବିନ କୁମାର, ଗୋଳନ୍ତରା ଥାନା ପନାଡ ଗ୍ରାମର ଦିବାକର ଗୌଡ, ବ୍ରହ୍ମପୁର ବଡ ବଜାର ଥାନା ଫାଷ୍ଟଗେଟ...

ପୂର୍ତ୍ତ ବିଭାଗ ପକ୍ଷରୁ ପ୍ଲାଷ୍ଟିକ ମୁକ୍ତ ପାଇଁ ସଚେତନ ଅଭିଯାନ

କର୍ଲାମୁଣ୍ଡା,୨୨।୯(ଡି.ଏନ.ଏ.) କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରଠାରେ ପୂର୍ତ୍ତ ବିଭାଗ ପକ୍ଷରୁ ଶନିବାର ପ୍ଲାଷ୍ଟିକ ମୁକ୍ତ ପାଇଁ ସଚେତନ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଭିନ୍ନ...

୩ ବରିଷ୍ଠ ଅଧିକାରୀଙ୍କ ନୟାଗଡ଼ ଜିଲା ଗସ୍ତ ଆଜି : ଅସଜଡ଼ା ଭିତ୍ତିଭୂମି ସଜାଡ଼ିବାକୁ ଉଦ୍ୟମ

ନୟାଗଡ଼ ଅଫିସ,୧୧ା୧୦: ରାଜ୍ୟ ସରକାରଙ୍କ ଦ୍ୱାରା ନିଆଯାଉଥିବା ନିଷ୍ପତ୍ତି ତୃଣମୂଳସ୍ତରରେ କିପରି କାର୍ଯ୍ୟକାରୀ ହେଉଛି ତାହାର ତଦାରଖ କରିବା ପାଇଁ ୩ ବରିଷ୍ଠ ଆଇଏଏସ୍‌ ଅଧିକାରୀ...

ପୁବୁ ସାହି ନିକଟ ଶଙ୍ଖ ତଳୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର: ସାନପୁଅ ଆଣିଲେ ହତ୍ୟା ଅଭିଯୋଗ, ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି ଆଦର୍ଶ ଥାନା ପୋଲିସ

ଖୋର୍ଦ୍ଧା ଅଫିସ,୧୬।୪: ଖୋର୍ଦ୍ଧା ଆର୍ଦଶ ଥାନା ଜାତୀୟ ରାଜପଥ ପୁବୁ ସାହି ନିକଟ ଶଙ୍ଖ ତଳୁ ପୋଲିସ ଗୁରୁବାର ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି।...

Leave a comment

Your email address will not be published. Required fields are marked *