ରାୟଗଡ଼ାରେ ଅଟକିଲା ସୁରତ-ବ୍ରହ୍ମପୁର ସ୍ବତନ୍ତ୍ର ଟ୍ରେନ୍‌: ଶ୍ରମିକଙ୍କୁ ଖାଦ୍ୟ ଦେଲା ରେଳ ବିଭାଗ

ରାୟଗଡା ଅଫିସ,୩ା୫: ସୁରଟରୁ ଶ୍ରମିକଙ୍କୁ ନେଇ ରବିବାର ବ୍ରହ୍ମପୁର ଆସିଥିବା ସ୍ବତନ୍ତ୍ର ଟ୍ରେନ୍‌ ରବିବାର କିଛି ସମୟ ପାଇଁ ରାୟଗଡ଼ା ଷ୍ଟେଶନରେ ଅଟକିଥିଲା। ସେଠାରେ ରେଳ କର୍ତ୍ତୃପକ୍ଷଙ୍କ ଦ୍ୱାରା ଆର୍‌ପିଏଫ ଯବାନଙ୍କ ସହାୟତାରେ ଟ୍ରେନ୍‌ରେ ଥିବା ୧୨୦୦ ଶ୍ରମିକଙ୍କୁ ଖାଦ୍ୟ ଓ ପାନୀୟ ପ୍ରଦାନ କରାଯାଇଥିଲା। ଏହି ସମୟରେ ଷ୍ଟେଶନ ମଧ୍ୟକୁ ବାହାର ଲୋକଙ୍କୁ ପ୍ରବେଶ କରାଯାଇ ନ ଥିଲା। ସୁରକ୍ଷା ବଳୟ ମଧ୍ୟରେ ସେମାନଙ୍କୁ ଖାଦ୍ୟ ଦିଆଯାଇଥିବା ଆର୍‌ପିଏଫ ଆଇଆଇସି ଡି.ଏନ. ତ୍ରିଲୋକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

୪୨.୫% ଭାରତୀୟ ସ୍ବାସ୍ଥ୍ୟକୁ କରନ୍ତି ଅଣଦେଖା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୮ା୪(ପି.ଟି.):କାର୍ଯ୍ୟବ୍ୟସ୍ତତା କାରଣରୁ ୪୨.୫ ପ୍ରତିଶତ ଭାରତୀୟ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ଅଣଦେଖା କରୁଥିବା ସ୍ବୀକାର କରିଛନ୍ତି। ୫୭.୮ ପ୍ରତିଶତ କହିଛନ୍ତି, ସେମାନଙ୍କ ସ୍ବାସ୍ଥ୍ୟ ପାଇଁ କ’ଣ ଭଲ…

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

ଘୂର୍ଣ୍ଣିବଳୟ ସୃଷ୍ଟି: ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ….

ଭୁବନେଶ୍ୱର,୮ା୪(ବନ୍ଦନା ସେଠୀ):ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଉପରବାୟୁ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ରହିଛି। ଏହାସହ ଏକ…

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri