କରୋନା ଯୋଦ୍ଧାଙ୍କୁ ସମ୍ମାନ: ଯୁଦ୍ଧ ଜାହାଜରେ ଜଳିଲା ଲାଇଟ୍‌

ପାରଦୀପ,୪ା୫(ସ୍ବ.ପ୍ର.): କରୋନା ଯୋଦ୍ଧାଙ୍କୁ ଉତ୍ସାହିତ କରିବା ନିମନ୍ତେ ଭାରତୀୟ ତଟରକ୍ଷୀ ବାହିନୀ(କୋଷ୍ଟଗାର୍ଡ) ପକ୍ଷରୁ ଅଭିନବ ଉପାୟରେ ସମ୍ମାନ ଜଣାଯାଇଛି। ପୂର୍ବ ଉପକୂଳ ସୀମାର ସାଗରଦୀପ, ପୁରୀ ଓ ପାରୀଦୀପ ସମୁଦ୍ରରେ ଥିବା ପାଟ୍ରୋଲିଂ ଯୁଦ୍ଧ ଜାହଜଗୁଡିକରେ ସବୁଜ, କମଳା ରଙ୍ଗର ଲାଇଟ୍‌ ଲଗାଯାଇଛି। ମହାମାରୀକୁ ନିୟନ୍ତ୍ରଣ କରିବା ପାଇଁ ଦେଶରେ ଅନେକ ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ପୋଲିସ ଓ ଅନ୍ୟମାନେ ସେବା ଜାରି ରଖିଛନ୍ତି। ଏହି ସମୟରେ ସେନା ସେମାନଙ୍କ ସହ ରହିଛି ବୋଲି କୋଷ୍ଟଗାର୍ଡ ପକ୍ଷରୁ ସୂଚନା ଦିଆଯାଇଛି।


All Right Reserved By Dharitri.Com

ବରୀ ବ୍ଲକର: ଶିକ୍ଷୟିତ୍ରୀ ଶିକ୍ଷକଙ୍କ ସାର୍ଟିଫିକେଟ ଯାଞ୍ଚ

ବରୀ,୧୦।୮(ସ୍ବ.ପ୍ର.): ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ କ୍ରମେ ଯାଜପୁର ଜିଲା ବରୀ ବ୍ଲକରେ ୨୧୮ ବିଦ୍ୟାଳୟରେ ୧ା୧ା୨୦୧୧ରୁ ରେଗୁଲାର ହୋଇଥିବା ଶିକ୍ଷୟିତ୍ରୀ ଓ ଶିକ୍ଷକଙ୍କର ସାର୍ଟିଫିକେଟ ଯାଞ୍ଚପ୍ରକ୍ରିୟା...

ଅସହାୟଙ୍କୁ ରନ୍ଧାଖାଦ୍ୟ ପ୍ରଦାନ

ଭଣ୍ଡାରିପୋଖରୀ ,୫।୪ (ଡ଼ି.ଏନ.ଏ): ସରକାରଙ୍କ ନିର୍ଦ୍ଦେଶ କ୍ରମେ ଗ୍ରାମାଞ୍ଚଳରେ ଵସବାସ କରୁଥିବା ଅସହାୟ ଲୋକମାନଙ୍କୁ ରନ୍ଧାଖାଦ୍ୟ ବଣ୍ଟନ କରାଯାଉଛି। ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ରଣଜିତ...

୪ ବାଲି ବୋଝେଇ ଟ୍ରାକ୍ଟର ଜବତ

ତାଳଚେର,୧୭ା୧୨(ନି.ପ୍ର.)- ତାଳଚେର ଭାରପ୍ରାପ୍ତ ତହସିଲଦାର ଗୌରୀ ନାଏକ ମଙ୍ଗଳବାର କୁମୁଣ୍ଡା ଓ ଡେରା ନିକଟରେ ଚଢାଉ କରି ଆବଶ୍ୟକ କାଗଜପତ୍ର ନ ଥିବାରୁ ୪ଟି ବାଲି...

ଚିନ୍ତା ବଢ଼ାଇଲେଣି ପ୍ରବାସୀ: ଗଞ୍ଜାମରେ ୨ ସୁରଟ ଫେରନ୍ତାଙ୍କୁ କରୋନା

ବ୍ରହ୍ମପୁର ଅଫିସ, ୩।୫- ଗଞ୍ଜାମରୁ ୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲାକୁ ମିଶାଇ ରାଜ୍ୟରେ ଏବେ ମୋଟ ୧୬ ଜିଲା ସଂକ୍ରମିତ ତାଲିକାରେ...

ସରିଲା ରାଜାଙ୍କ ରିମାଣ୍ଡ ଅବଧି: ମିଳିଲାନି ନୂଆ ତଥ୍ୟ

ଜଗତ୍‌ସିଂହପୁର ଅଫିସ,୨୬ା୯: ବହୁ ଚର୍ଚ୍ଚିତ ନର୍ସ ନିହାରିକା ପାତ୍ର ହତ୍ୟା ମାମଲାର ଅଭିଯୁକ୍ତ ତଥା ପ୍ରେମିକ କିଶୋର ଚନ୍ଦ୍ର ଆଞ୍ଚଳ ଓରଫ ରାଜାଙ୍କୁ ବିରିଡ଼ି ପୋଲିସ...

ଆଜି ବିଜୁ ଜୟନ୍ତୀ: ସାହସିକତାକୁ ମନେ ପକାଇଲେ ମୋଦି, ଧର୍ମେନ୍ଦ୍ର ଜଣାଇଲେ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର,୫।୩(ବ୍ୟୁରୋ): ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ୧୦୪ତମ ଜନ୍ମଦିବସ ଉପଲକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଗୁରୁବାର ଏ ନେଇ ଏକ ଟୁଇଟ...

ନଗଦ ଉପଲବ୍ଧରେ ହେବନି ଅସୁବିଧା

ନୂଆଦିଲ୍ଲୀ, ୨୯। ୩: ବର୍ତ୍ତମାନ ସାରା ଦେଶରେ ଲକ୍‌ଡାଉନ ଘୋଷଣା କରାଯାଇଥିବା ବେଳେ ଆର୍ଥତ୍କ କାର୍ଯ୍ୟକଳାପ ଠପ୍‌ ହୋଇଯାଇଛି। ବ୍ୟାଙ୍କ ଜରୁରିକାଳୀନ ସେବା ମଧ୍ୟରେ ରହିଥିବାରୁ...

ଲୋକ ସଂସ୍କୃତି ଓ ବିଶ୍ୱାସର ପ୍ରତୀକ ପର୍ବ ‘ହୋଲିପୁଡ଼ା’

ଭବାନୀପାଟଣା,୮।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରେ ପାଳିତ ବିଭିନ୍ନ ପର୍ବପର୍ବାଣି ମଧ୍ୟରୁ ରଙ୍ଗର ପର୍ବ ହୋଲିର ଅବ୍ୟବହିତ ପୂର୍ବରୁ ପାଳିତ ହେଉଥିବା ‘ହୋଲିପୁଡ଼ା’ ପର୍ବ ନିଆରା ଓ ଅନନ୍ୟ।...

Leave a comment

Your email address will not be published. Required fields are marked *