ଦେଶୀ ଗର୍ଲଙ୍କ କୁନି ମେକ୍‌ଅପ୍‌ ଆର୍ଟିଷ୍ଟ!

ମୁମ୍ବାଇ: ବଲିଉଡ୍‌ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ଏବେ ଆମେରିକାରେ ରହୁଛନ୍ତି। ଲକ୍‌ଡାଉନ କାରଣରୁ ସେ ନିଜ ପରିବାର ସହ କ୍ୱାଲିଟି ଟାଇମ୍‌ ସ୍ପେଣ୍ଡ କରୁଛନ୍ତି। ନିକଟରେ ସୋସିଆଲ ମିଡିଆରେ ସେ ତାଙ୍କର କିଛି ଲାଟେଷ୍ଟ ଫଟୋ ଶେୟାର କରିଛନ୍ତି। ଯାହା ତାଙ୍କ ପ୍ରଶଂସକଙ୍କ ମୁହଁରେ ହସ ଫୁଟାଇ ପାରିଛି। କଥା ହେଲା ଏଥିରେ ପ୍ରିୟଙ୍କାଙ୍କୁ ସିଣ୍ଡ୍ରୋଲା ବେଶରେ ଦେଖିବାକୁ ମିଳିଛି। ତେବେ ତାଙ୍କ ନୂଆ ମେକଅପ୍‌ ଆର୍ଟିଷ୍ଟ ଆଉ କେହି ନୁହେଁ ବରଂ ତାଙ୍କ କୁନି ଭାଣିଜି। ସେ ଯେମିତି କହିଛନ୍ତି ପ୍ରିୟଙ୍କା ସେମିତି ମେକଅପ୍‌ ପାଇଁ ରାଜି ହୋଇଯାଇଛନ୍ତି। ନିକଟରେ ମଧ୍ୟ ପ୍ରିୟଙ୍କା ତାଙ୍କ ଭାଣିଜିଙ୍କ ସହ ଖୁବ୍‌ ମଜା କରୁଥିବାର ଏକ ଭିଡିଓ ସୋସିଆଲ ମିଡିଆରେ ଶେୟାର କରିଥିବା ଦେଖାଯାଇଥିଲା। ଛୋଟ ପିଲାମାନଙ୍କୁ ଖୁବ୍‌ ଭଲପାଉଥିବା ପ୍ରିୟଙ୍କା ସବୁବେଳେ ଏମାନଙ୍କ ଗହଣରେ ରହିବାକୁ ପସନ୍ଦ କରନ୍ତି ବୋଲି କୁହନ୍ତି।


All Right Reserved By Dharitri.Com

ବୟଫ୍ରେଣ୍ଡ୍‌ଙ୍କ ମୃତ୍ୟୁକୁ ଗ୍ରହଣ କରିପାରୁନାହାନ୍ତି ସଞ୍ଜୟଙ୍କ ଝିଅ ତ୍ରିଶାଳା, ଫଟୋ ଶେୟାର କରି ଲେଖିଲେ ହୃଦୟସ୍ପର୍ଶୀ ବାର୍ତ୍ତା

ସଞ୍ଜୟ ଦତ୍ତଙ୍କ ଝିଅ ତ୍ରିଶାଳା ବୟଫ୍ରେଣ୍ଡ୍‌ଙ୍କ ମୃତ୍ୟୁକୁ ସହଜରେ ଗ୍ରହଣ କରିପାରୁନାହାନ୍ତି। ବୟଫ୍ରେଣ୍ଡ୍‌ଙ୍କ ମୃତ୍ୟୁ ପରେ ସେ ବହୁ ଭାଙ୍ଗି ପଡ଼ିଛନ୍ତି। ନର୍ମାଲ ସ୍ଥିତିକୁ ଆସିବା...

୬୩ ବର୍ଷରେ ଜ୍ୟାକି ଶ୍ରଫ୍‌: ଜଗୁ ଦାଦାରୁ ପାଲଟିଥିଲେ ବଲିଉଡ୍‌ ଷ୍ଟାର

ମୁମ୍ବାଇ: ଜଗୁ ଦାଦାରୁ ବଲିଉଡ୍‌ ଷ୍ଟାର ପାଲଟିଥିବା ଜ୍ୟାକି ଶ୍ରଫ୍‌ ଶନିବାର ୬୩ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୫୭ ଫେବୃୟାରୀ ୧ରେ ବମ୍ବେର ଉଦ୍‌ଗିର୍‌ଠାରେ...

ରାସ୍ତାରେ ଜୋତା ପଲିଶ୍‌ କରୁଥିବା ସନି ଏବେ ଇଣ୍ଡିଆନ ଆଇଡଲ୍‌-୧୧ର ବିଜେତା

ମୁମ୍ବାଇ: ଦିନ ଥିଲା ରାସ୍ତାକଡ଼ରେ ବସି ଏହି ଯୁବକ ଜୋତା ପଲିଶ୍‌ କରୁଥିଲେ। ହେଲେ ଆଜି ସେ ଇଣ୍ଡିଆନ ଆଇଡଲ ସିଜିନ-୧୧ର ବିଜେତା। ସେ ଆଉ...

ବଲିଉଡ୍‌ରେ ସଫଳତାର ସହ ୩୦ ବର୍ଷ ପୂରଣ କଲେ ଅଜୟ: ପ୍ରଥମ ସିନେମାରେ ଅକ୍ଷୟଙ୍କୁ କରିଥିଲେ ରିପ୍ଲେସ୍‌

ସିଂଘମ୍‌ ଷ୍ଟାର ଅଜୟ ଦେବ୍‌ଗନ୍‌ ବଲିଉଡ୍‌ ଇଣ୍ଡଷ୍ଟ୍ରିରେ ସଫଳତାର ସହ ୩୦ ବର୍ଷ ପୂରଣ କରିଛନ୍ତି। ‘ତାନାଜୀ: ଦି ଅନସଙ୍ଗ ଓ୍ବାରିୟର’ ଅଜୟଙ୍କ କ୍ୟାରିୟରର ୧୦୦ତମ...

ସ୍ତ୍ରୀ ମୀରାଙ୍କ ପ୍ରଶଂସାରେ ଶତମୁଖ ଶାହିଦ

ପ୍ରଥମେ ଅଭିନେତ୍ରୀଙ୍କ ପ୍ରେମରେ ପଡ଼ିବା ପରେ ହଠାତ୍‌ ମୀରା ରାଜପୁତଙ୍କୁ ବିବାହ କରି ସମସ୍ତଙ୍କୁ ଚକିତ କରିଥିଲେ ଅଭିନେତା ଶାହିଦ କପୁର। ଫିଲ୍ମ ଜଗତ ସହ...

ଅଚଳ ଚଳଚ୍ଚିତ୍ର ଜଗତ

ଓଡ଼ିଆ ଚଳଚ୍ଚିତ୍ର ଅବସ୍ଥା ଏବେ ସଙ୍ଗିନ ଆଡ଼କୁ ଗତିକରୁଛି। କେବଳ ଟିଭି ଚ୍ୟାନେଲଗୁଡ଼ିକ ନିଜ ନିଜର ଚଳଚ୍ଚିତ୍ର ମାଧ୍ୟମରେ ହୋହଲ୍ଲା ଜାରି ରଖିଛନ୍ତି। ଏପରି ଅଚଳ...

ମହିଳାଙ୍କ ସୁରକ୍ଷାକୁ ନେଇ ଟୁଇଟ୍‌ କଲେ ଶିଳ୍ପା

ମୁମ୍ବାଇ,୮।୧୨: ଦେଶରେ ମହିଳାଙ୍କ ଉପରେ ବଢିଚାଲିଥିବା ଅପରାଧକୁ ଦେଖି ଏବେ ସୋସିଆଲ ମିଡିଆରେ ନିଜର ମତ ରଖିଛନ୍ତି ବଲିଉଡ୍‌ ଫିଟ୍‌ କୁଇନ୍‌ ଶିଳ୍ପା ସେଟ୍ଟି। ପ୍ରଧାନମନ୍ତ୍ରୀ...

ରିଲିଜ୍‌ ହେଲା ଫିଲ୍ମ ‘ଡ୍ରାଇଭ୍‌’ର ଗୀତ

ମୁମ୍ବାଇ: ଜ୍ୟାକଲିନ୍‌ ଫର୍ଣ୍ଣାଡିଜ୍‌ ଓ ଶୁଶାନ୍ତ ସିଂ ରଜପୁତଙ୍କ ଦ୍ୱାରା ଅଭିନୀତ ଫିଲ୍ମ ‘ଡ୍ରାଇଭ୍‌’ର ଦ୍ୱିତୀୟ ଗୀତ ରିଲିଜ୍‌ ହୋଇଛି। ଅବଶ୍ୟ ଗୀତଟି ବେଶି ଫୋକସ୍‌...

Leave a comment

Your email address will not be published. Required fields are marked *