Posted inଜାତୀୟ

ଜମ୍ମୁ-କଶ୍ମୀରରେ ରାଷ୍ଟ୍ରପତି ଶାସନ ୬ ମାସ ବଢ଼ିଲା

ନୂଆଦିଲ୍ଲୀ,୧୩ା୬: ଜମ୍ମୁ-କଶ୍ମୀରରେ ରାଷ୍ଟ୍ରପତି ଶାସନ ଆଉ ୬ ମାସ ବଢ଼ାଇବା ଲାଗି କେନ୍ଦ୍ର କ୍ୟାବିନେଟ ବୁଧବାର ନିଷ୍ପତ୍ତି ନେଇଛି। ଏହା ଜୁନ୍‌ ୨୦ରୁ ଆରମ୍ଭ ହେବାକୁ ଯାଉଥିବା କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର କହିଛନ୍ତି। ୨୦୧୮ ଜୁନ୍‌ ୨୦ରୁ ଜମ୍ମୁ-କଶ୍ମୀରରେ ରାଜ୍ୟପାଳ ଶାସନ ଓ ଡିସେମ୍ବରରେ ରାଷ୍ଟ୍ରପତି ଶାସନ ଲାଗୁ ହୋଇଥିବାବେଳେ ଆଇନଶୃଙ୍ଖଳା ପରିସ୍ଥିତିରେ ଉନ୍ନତି ଆସି ନ ଥିବାରୁ ଏହାକୁ ଆଉ ୬ ମାସ ବଢ଼ାଇବା ପ୍ରସ୍ତାବକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ବସି ଅନୁମୋଦନ କରାଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ସ୍ବୀକୃତି ପରେ ଏହା କାର୍ଯ୍ୟକାରୀ ହେବ।


All Right Reserved By

ବିହାରରେ ଏଲ୍‌ଜେପି ଦୁଇଭାଗ

ପାଟନା,୧୫ା୬: କେନ୍ଦ୍ରମନ୍ତ୍ରୀ ରାମବିଳାସ ପାଶ୍ୱାନଙ୍କ ଲୋକ ଜନଶକ୍ତି ପାର୍ଟି (ଏଲ୍‌ଜେପି) ବିହାରରେ ଦୁଇଭାଗ ହୋଇଛି। ଦଳର ବରିଷ୍ଠ ନେତା ତଥା ସାଧାରଣ ସମ୍ପାଦକ ସତ୍ୟାନନ୍ଦ ଶର୍ମା...

କରୁଣାନିଧିଙ୍କ ସମ୍ମାନାର୍ଥେ ନିର୍ମାଣ ହେବ ମନ୍ଦିର

ଚେନ୍ନାଇ,୨୭।୮: ଡିଏମକେର ପ୍ରତିଷ୍ଠାତା ତଥା ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ଏମ୍‌ କରୁଣାନିଧିଙ୍କ ସମ୍ମାନରେ ଏକ ମନ୍ଦିର ନିର୍ମାଣ ହେବାକୁ ଯାଉଛି। ଏହି ମନ୍ଦିର ନାମ...

ରାମ ରହିମଙ୍କ ଜନ୍ମଦିନ କାର୍ଡ, ରାଖୀରେ ଭର୍ତ୍ତି ହୋଇଗଲାଣି ପୋଷ୍ଟ ଅଫିସ

ରୋହତକ,୧୫।୮: ଆତ୍ମ ଘୋଷିତ ଭଗବାନ ଗୁରୁମିତ ରାମ ରହିମ ସିଂ ଏବେ ଜେଲ୍‌ରେ। ବଳାତ୍କାର ଅଭିଯୋଗରେ ସେ ଦୋଷୀ ସାବ୍ୟସ୍ତ ହେବା ପରେ ଜେଲ୍‌ରେ ସଜା...

ଏହି ଗାଁରେ ଚଳେନି ଭାରତ ସରକାରଙ୍କ ଆଇନ…

ଭାରତରେ ରହିଛି ଏପରି ଏକ ଗାଁ ଯେଉଁଠି ଦେଶର ଆଇନ ବ୍ୟବସ୍ଥା ଚଳି ନ ଥାଏ। ହିମାଚଳପ୍ରଦେଶର କୁଲ୍ଲୁ ନିକଟରେ ଥିବା ଏହି ଗାଁର ନାମ...

ମୋବାଇଲରେ ଅନ୍‌ଲାଇନ୍‌ ଗେମ୍‌ ଖେଳି ଆତ୍ମହତ୍ୟା କଲେ ନାବାଳକ

କୋଟା,୨୦।୬: ରାଜସ୍ଥାନର କୋଟାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବିଜ୍ଞାନ ନଗରରେ ରହୁଥିବା ଫତେହଚନ୍ଦଙ୍କ ୧୨ବର୍ଷର ପୁଅ କୁଶଳ ମୋବାଇଲରେ ଅନ୍‌ଲାଇନ ଗେମ୍‌ ଖେଳୁଥିବା...

୫ ଶହ କିଲୋଗ୍ରାମ୍‌ ଆମ୍ବରେ ହେଲା ବାଲାଜୀଙ୍କ ଆମ୍ରାଭିଷେକ

ଇନ୍ଦୋର,୮।୬: ମଧ୍ୟପ୍ରଦେଶ ଇନ୍ଦାରଠାରେ ଥିବା ତିରୁପତି ବାଲାଜୀଙ୍କ ମନ୍ଦିରରେ କରାଯାଇଛି ଏକ ସ୍ବତନ୍ତ୍ର ଅଭିଷେକ। ୫ କିଲୋଗ୍ରାମ୍‌ ଅମ୍ବରେ ଭଗବାନ ବାଲାଜୀଙ୍କ ଆମ୍ରାଭିଷେକ ହୋଇଛି। ଅତ୍ୟଧିକ...

ମିଳିଲା ଲ୍ୟାଣ୍ଡର ‘ବିକ୍ରମ’ର ସନ୍ଧାନ: ଶିବନ

ନୂଆଦିଲ୍ଲୀ,୮।୯: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋର) ମୁଖ୍ୟ କେ. ଶିବନ ଭାରତ ପାଇଁ ଏକ ଖୁସି ଖବର ଦେଇଛନ୍ତି। ରବିବାର ଲ୍ୟାଣ୍ଡର ‘ବିକ୍ରମ’ର ସନ୍ଧାନ...

ଏହି ମନ୍ଦିରରେ ଭକ୍ତଙ୍କୁ ପ୍ରସାଦରେ ମିଳେ ସୁନା

ଭାରତରେ ଏଭଳି ବହୁ ମନ୍ଦିର ରହିଛି, ଯାହା ନିଜ ସ୍ବତନ୍ତ୍ରତା ପାଇଁ ପରିଚିତ। ଏଭଳି ଏକ ନିଆରା ମନ୍ଦିର ଦେଖିବାକୁ ମିଳିଛି ମଧ୍ୟପ୍ରଦେଶ ରତଲାମ ସହରର...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *