ବଜ୍ରପାତରେ ଗାଈଆଳଙ୍କ ଜୀବନ ଗଲା

ନୟାଗଡ଼ ଅଫିସ, ୬।୫: ନୟାଗଡ଼ ଜିଲାରେ ବୁଧବାର ପୂର୍ବାହ୍ନରେ ବଜ୍ରପାତ ଘଟି ଜଣେ ଗାଈଆଳଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଲିଙ୍ଗରାଜ ବେହେରା। ତାଙ୍କ ଘର ନୟାଗଡ଼ ଜିଲା ସରଣକୁଳ ଥାନା ବାଉଁସିଆ ଗାଁରେ।
ଲିଙ୍ଗରାଜ ଗାଈ ଚରାଇବାକୁ ଗାଁ ନିକଟସ୍ଥ ଚାସ ଜମିକୁ ଯାଇଥିଲେ। ବ୍ରଜପାତ ଘଟିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ମୃତଦେହ ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠା ଯାଇଛି।


All Right Reserved By Dharitri.Com

କୃଷି ତାଲିମ କାର୍ଯ୍ୟକ୍ରମ: କେସିଙ୍ଗାରୁ ଗଲେ ୨୫ ଚାଷୀ

କେସିଙ୍ଗା,୧୦।୯(ଡି.ଏନ୍‌.ଏ.): ଆତ୍ମା ଯୋଜନା କଳାହାଣ୍ଡି ଆନୁକୂଲ୍ୟରେ କେସିଙ୍ଗା ବ୍ଲକର ମହିଳା ଖାଦ୍ୟ ନିରାପତ୍ତା ଦଳର ୮ଜଣ ମହିଳା ଓ ୧୭ ଚାଷୀଙ୍କୁ ବୌଦ୍ଧ ଜିଲାର ପାଲିଝରସ୍ଥିତ...

୧୧୫ ପରିବାରକୁ ଖାଦ୍ୟ ସାମଗ୍ରୀ ଦେଲେ ପ୍ରଧାନଶିକ୍ଷକ

ପାପଡାହାଣ୍ଡି,୧୪ା୪(ଡି.ଏନ.ଏ.)- ଲକ୍‌ଡାଉନର ସମୟରେ ଅସହାୟମାନଙ୍କ ପ୍ରତି ସହାୟତାର ହାତ ବଢ଼ାଇଛନ୍ତି ଜଣେ ପ୍ରଧାନ ଶିକ୍ଷକ। ଗ୍ରାମରେ ରହୁଥିବା ଲୋକେ ଯେପରି ଭୋକ ଉପବାସରେ ନ ରହିବେ...

ଘର ସହ ଜଳିଗଲେ ନବବଧୂ

ଭଦ୍ରକ ଅଫିସ, ୧୨।୨: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନସ୍ଥ ସେରପୁର ଗାଁରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ଅଗ୍ନିକାଣ୍ଡ ଘଟି ତିନି ବଖରା ସହ...

ଜବରଦଖଲ ହାଟ ଜମି ମାପଚୁପ ଆରମ୍ଭ

ଫୁଲବାଣୀ ଅଫିସ, ୨୪ା୧-ଫୁଲବାଣୀ ହାଟପଦାସ୍ଥିତ ହାଟ ଜମି ଜବରଦଖଲରେ ଥିଲା। ଜବରଦଖଲ ଉଚ୍ଛେଦ ପାଇଁ ବହୁଦିନରୁ ଦାବି ହୋଇ ଆସୁଥିବା ବେଳେ ହାଟ ଜମିର ମାପଚୁପ...

ଭାଲୁ ଆକ୍ରମଣରେ ବୃଦ୍ଧ ଗୁରୁତର

ସଜନାଗଡ଼, ୩୧।୧୨(ଡି.ଏନ.ଏ.)-ନୀଳଗିରି ଉପଖଣ୍ଡର ଅଯୋଧ୍ୟା ଅଞ୍ଚଳରେ ୨ଟି ଭାଲୁ ଆତଙ୍କ ଖେଳାଇଛନ୍ତି। ଗୋଟାଏ ଭାଲୁ ଜଣେ ବୃଦ୍ଧଙ୍କୁ ଆକ୍ରମଣ କରି ଗୁରୁତର କରିଥିବା ବେଳେ ଅନ୍ୟ...

ସୁନାମାଳି ଗୁନ୍ଥିବା ଆଳରେ ଠକେଇ : ୪ ମହିଳା ଗିରଫ

ହିଞ୍ଜିଳିକାଟୁ,୧୯।୧୦(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅଞ୍ଚଳରେ ମାଳି ଗୁନ୍ଥିବା ଆଳରେ ଠକେଇ ହୋଇଛି। ସୁନାମାଳି ବଦଳରେ ନକଲି ମାଳି ଦେଇଥିବା ଅଭିଯୋଗରେ ଶୁକ୍ରବାର...

ଆକ୍ରମଣ, ଲୁଟ୍‌ ଘଟଣା : ୩ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୧୭।୮: ଏକ ଆକ୍ରମଣ ଓ ଲୁଟ୍‌ ମାମଲାର ବିଚାର କରି ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ (ସିଜେଏମ)ପ୍ରଜ୍ଞା ପାରମିତା ରାଉଳ ୩ ଅଭିଯୁକ୍ତଙ୍କୁ ପ୍ରମାଣ...

ପୁଣି ବିବାଦରେ ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟ:ପ୍ରସବବେଳେ ନବଜାତକର ଦୁଇ ଗୋଡ଼ ଭାଙ୍ଗିଲା

ପୁରୀ ଅଫିସ, ୧୮।୧୨:ବିଭିନ୍ନ କାରଣକୁ ନେଇ ବିବାଦରେ ରହୁଥିବା ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟର ଅବସ୍ଥା ସୁଧୁରିବାର ନାଁ ଧରୁନି। ପୁଣି ଏକ ସାଂଘାତିକ ଅବ୍ୟବସ୍ଥା...

Leave a comment

Your email address will not be published. Required fields are marked *