ନୟାଗଡ଼ କୋଭିଡ-୧୯ ଡାକ୍ତରଖାନା ପରିଦର୍ଶନ କଲେ ୫-ଟି ସଚିବ

ନୟାଗଡ଼ ଅଫିସ, ୬।୫: ନୟାଗଡ଼ ଜିଲା ରଣପୁର ବ୍ଲକ ଚାନ୍ଦପୁରସ୍ଥିତ କୋଭିଡ-୧୯ ହସ୍ପିଟାଲକୁ ୫-ଟି ସଚିବ ଭି.କେ ପାଣ୍ଡିଆନ ଓ ଉନ୍ନୟନ କମିଶନର ସୁରେଶ ମହାପାତ୍ର ବୁଧବାର ପରିଦର୍ଶନ କରିଛନ୍ତି। ସକାଳ ୯.୩୦ ମିନିଟ୍‌ରେ ଉଭୟ ପହଞ୍ଚିବା ପରେ ସୁରକ୍ଷା ବଳୟ ମଧ୍ୟରେ ଡାକ୍ତରଖାନା ପରିଦର୍ଶନ କରିଥିଲେ। ପ୍ରତିଟି ଓ୍ବାର୍ଡ ବୁଲି କିଭଳି କରୋନା ଆକ୍ରାନ୍ତଙ୍କ ଲାଗି ବ୍ୟବସ୍ଥା କରାଯାଇଛି ତାହା ବୁଲି ଦେଖିଛନ୍ତି। ଏହାଛଡ଼ା ନୟାଗଡ଼ ଜିଲାପାଳ ପୋମା ଟୁଡୁ, ସିଡିଏମ୍‌ଓ ଶ୍ୱେତ ମହାପାତ୍ର, ଆରକ୍ଷୀ ଅଧିକ୍ଷକଙ୍କ ସହ ଆଲୋଚନା କରିଥିବା ସୂଚନା ମିଳିଛି।

All Right Reserved By Dharitri.Com

ରାସ୍ତା ଦୁର୍ଘଟଣାରେ ଯୁବ ବ୍ୟବସାୟୀ ମୃତ

ଆନନ୍ଦପୁର, ୨୪।୫(ସ୍ବ.ପ୍ର.): ରାମଚନ୍ଦ୍ରପୁର ଥାନା ୨୦ ନଂ ଜାତୀୟ ରାଜପଥର ପଦନା ହାଟ ନିକଟରେ ରାସ୍ତା ଦୁର୍ଘଟଣାରେ ଜଣେ ଯୁବ ବ୍ୟବସାୟୀ ପ୍ରାଣ ହରାଇଛନ୍ତି। ବ୍ୟବସାୟୀ...

୫ ଦିନରେ ବି ସରିଲାନି ଶ୍ରୀଲିଙ୍ଗରାଜଙ୍କ ଜମି ଚିହ୍ନଟ ପ୍ରକ୍ରିୟା: ଚିହ୍ନଟ ହୋଇପାରୁନି ମୁଖ୍ୟସ୍ଥାନ

ଭୁବନେଶ୍ୱର/ପୁରୁଣା ଭୁବନେଶ୍ୱର,୨୦ା୧୦(ବ୍ୟୁରୋ/ଡି.ଏନ୍‌.ଏ.): ଶ୍ରୀ ଲିଙ୍ଗରାଜଙ୍କ ଜମି ଚିହ୍ନଟ ସର୍ଭେ କାର୍ଯ୍ୟ ଚାଲିଛି। କିନ୍ତୁ ମନ୍ଦିର ପ୍ରଶାସନର ଆନ୍ତରିକତା ମନୋଭାବ ଅଭାବ ଯୋଗୁ ୫ଦିନ ବିତିଥିଲେ ମଧ୍ୟ...

୨୦୨୨ ସୁଦ୍ଧା ବାଘ ସଂଖ୍ୟା ଦୁଇଗୁଣା ଯୋଜନା

ଭଞ୍ଜନଗର,୩୦।୭(ଡି.ଏନ.ଏ.)-ସୋମବାର ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ପକ୍ଷରୁ ସ୍ଥାନୀୟ ଲାଲସିଂ ନର୍ସରୀ ପରିସରରେ ୫ମ ଆର୍ନ୍ତଜାତିକ ବାଘ ଦିବସ ପାଳିତ ହୋଇଯାଇଛି। ପୃଥିବୀର ୧୩ ଦେଶରେ...

ସରକାରୀ ବସ୍‌ ଛାତ ଉପରେ ଯାତ୍ରୀ ପରିବହନ: ଓଏସ୍‌ଆର୍‌ଟିସି ଇନ୍‌ଚାର୍ଜଙ୍କୁ କାରଣ ଦର୍ଶାଅ ନୋଟିସ

ଦାରିଙ୍ଗବାଡି,୨୮ା୬(ଡି.ଏନ୍‌.ଏ.) – ହାତିମୁଣ୍ଡା ଠାରୁ ଫୁଲବାଣୀ ଯାତାୟତ କରୁଥିବା ସରକାରୀ ବସ୍‌ରେ ବେଆଇନ ଭାବେ ବିପଦସଙ୍କୁଳ ଅବସ୍ଥାରେ ଯାତ୍ରୀଙ୍କୁ ବୁହାଯାଉଛି। ଏହି ଘଟଣାରେ ଆଞ୍ଚଳିକ ପରିବହନ...

ବରଦା ଦାସ ଲୋକ ସମ୍ପର୍କ ବିଭାଗର ଯୁଗ୍ମ ନିର୍ଦ୍ଦେଶକ

ଭୁବନେଶ୍ୱର, ୧ା୧(ବ୍ୟୁରୋ): ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗର ଉପ ନିର୍ଦ୍ଦେଶକ ତଥା ଉପ ଶାସନ ସଚିବ ଭାବେ କାର୍ଯ୍ୟ କରୁଥିବା ବରଦା ପ୍ରସନ୍ନ...

ପଦାଧିକାରୀ ହେଲେ ହେଁ ଜୀବନଯାପନ ସାଧାରଣ: ପନିପରିବା ଚାଷ କରନ୍ତି ଛେଣ୍ଡିପଦା ବିଡିଓ

ଛେଣ୍ଡିପଦା,୨୭।୧୧(ସ୍ବ.ପ୍ର.): ଅଧିକାରୀମାନେ ପଦପଦବୀ ମଣ୍ଡନ କରିବା ପରେ ସେମାନଙ୍କର ପ୍ରାୟ ଅଧିକାଂଶ କାର୍ଯ୍ୟ ଅର୍ଡର୍ଲିମାନେ କରିଥାନ୍ତି। ଯେମିତିକି ବଜାରରୁ ପରିବା ଆଣିବା, ଗ୍ରୋସରି ଆଣିବା, ବଗିଚାରେ...

ହଳଦିଆ ଘାଟରେ ବୁଡିଲା ଡଙ୍ଗା

ବାଲେଶ୍ୱର ଅଫିସ, ୯ା୯-ବାଲେଶ୍ୱର ଜିଲା ରେମୁଣା ବ୍ଲକ ହଳଦିଆ ଗ୍ରାମ ଦେଇ ପ୍ରବାହିତ ବୁଢାବଳଙ୍ଗ ନଦୀର ହଳଦିଆ ଘାଟରେ ରବିବାର ସନ୍ଧ୍ୟା ପ୍ରାୟ ୭ଟା ୪୦...

କରୋନା ସମୟରେ ମହିଳାଙ୍କୁ ରକ୍ତଦେଇ ଜୀବନ ବଞ୍ଚାଇଲେ ଯୁବକ

ବେଗୁନିଆପଡ଼ା,୧୪।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଲକ ନୂଆଗଡ଼ ଗ୍ରାମର ଲତା ବେହେରା ମଙ୍ଗଳବାର ରାତିରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଥିଲେ। ସଙ୍ଗେ ସଙ୍ଗେ ପରିବାର ପକ୍ଷରୁ ତାଙ୍କୁ...

Leave a comment

Your email address will not be published. Required fields are marked *